Author: Papirani

୩ଟି ଦେଶ ଉପରେ ଆମଦାନୀ ଟାରିଫ୍ ଲଗାଇଲେ ଟ୍ରମ୍ପ

୩ଟି ଦେଶ ଉପରେ ଆମଦାନୀ ଟାରିଫ୍ ଲଗାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଉକ୍ତ ଦେଶ ଗୁଡିକ ହେଉଛି କାନାଡା, ମେକ୍ସିକୋ ଓ ଚୀନ । କାନାଡା, ମେକ୍ସିକୋରୁ ଆସୁଥିବା ସାମଗ୍ରୀରେ ୨୫ ପ୍ରତିଶତ ଟାରିଫ୍ ଲାଗୁ । ଚୀନ୍…

ଇତିହାସ ରାଚିଲା ଭାରତର ୧୯ ବର୍ଷରୁ କମ ମହିଳା କ୍ରିକେଟ୍ ଦଳ; ଜିତିଲା ଟି୨୦ ବିଶ୍ବକପ

ଇତିହାସ ରଚିଲା ଭାରତର ୧୯ ବର୍ଷରୁ କମ ମହିଳା କ୍ରିକେଟ୍ ଟିମ୍। ସାଉଥ ଆଫ୍ରିକାକୁ ଫାଇନାଲରେ ହରାଇ ଜିତିଲା ଟି୨୦ ବିଶ୍ବକପ । କୁଆଲାଲମ୍ପୁରରେ ଖେଳା ଯାଇଥିବା ଟି-୨୦ ବିଶ୍ୱକପ୍ ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ଏକତରଫା ୯ ୱିକେଟରେ ହରାଇ…

କଳାହାଣ୍ଡି ପୋଲିସ ହାତରେ ୮ ଦୁର୍ଦ୍ଦାନ୍ତ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ; ୩ କୋଟି ୫୧ ଲକ୍ଷ ଟଙ୍କା ଜବତ

କଳାହାଣ୍ଡି ପୋଲିସର ବଡ଼ ସଫଳତା । ଡକାୟତ କରି ରାଜ୍ୟରେ ଆତଙ୍କ ଖେଳାଇଥିବା ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ପୋଲିସ। ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା…

ଟେକ୍‌ କମ୍ପାନୀରେ ଇଡି ଚଢାଉ ବେଳେ ହେଲା ଚେୟାରମ୍ୟାନ୍‌ଙ୍କ ମୃତ୍ୟୁ

ପ୍ରଯୁକ୍ତିବିଦ୍ୟା ଫାର୍ମ ଭାକ୍ରାଙ୍ଗୀ ଟେକ୍ନୋଲୋଜି ଅଧ୍ୟକ୍ଷ ଦିନେଶ ନନ୍ଦୱାନାଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁମ୍ବାଇ ସ୍ଥିତ ଭାକ୍ରାଙ୍ଗୀ ଟେକ୍ନୋଲୋଜିଜ୍ ଫାର୍ମରେ ଚଢାଉ ଚାଲିଥିବା ବେଳେ ଦିନେଶ ନନ୍ଦୱାନା (୬୨)ଙ୍କ ମୃତ୍ୟୁ ହୋଇଛି। ଇଡି ରେଡ୍‌ ସମୟରେ…

ଅନଲାଇନ୍ ବେଟିଂ ଗେମ୍‌ରେ ପୋଲିସର ଚଢ଼ାଉ; ୫ ଗିରଫ

ଅନଲାଇନ୍ ବେଟିଂ ଗେମର ହେଲା ପର୍ଦ୍ଦାଫାସ । ଅନଲାଇନ୍ ବେଟିଂ ଗେମର ପର୍ଦ୍ଦାଫାସ କଲା ବଲାଙ୍ଗିର ପୋଲିସ । ଏହି ମାମଲାରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ପୋଲିସ ଗିରଫ କରିଛି ପୋଲିସ। ଯୁବକ ମାନଙ୍କ ମଧ୍ୟରେ ୪ ଜଣ ରାଜ୍ୟ…

ଫେବୃଆରୀ ୮ ରେ ମହିଳାମାନଙ୍କୁ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଫେବ୍ରୁଆରି ୮ ତାରିଖରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଆସନ୍ତା ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ…

ସିବିଆଇ ଫାଶରେ ଜ୍ୟୋତି ବିହାର ପ୍ରଫେସର

ସମ୍ବଲପୁରରେ ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ।ନ୍ୟାସନାଲ ଆସେସ୍‌‌ମେଣ୍ଟ ଆଣ୍ଡ ଆକ୍ରିଡେସନ କାଉନସିଲ (ନାକ) ରେଟିଂ ଲାଞ୍ଚ ମାମଲାରେ ୧୦ଜଣ ଗିରଫ ହୋଇଛନ୍ତି। ଆନ୍ଧ୍ର ପ୍ରଦେଶର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ ଲାଞ୍ଚ ଅଭିଯୋଗରେ ୧୦ଜଣଙ୍କୁ ଗିରଫ କରାଯାଇଥିବା ସୂଚନା। ୧୦ଜଣଙ୍କ…

ବଜେଟ୍ ୨୦୨୫-୨୬: ଜାଣନ୍ତୁ କେଉଁ ସବୁ ସୁବିଧା ପାଇବେ ଦେଶବାସୀ

• ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାରାହାରି ମାସିକ ଆୟ ଉପରେ କୌଣସି ଆୟକର ନାହିଁ; ମଧ୍ୟମ ବର୍ଗର ଘରୋଇ ସଞ୍ଚୟ ଏବଂ ଉପଭୋଗକୁ ପ୍ରୋତ୍ସାହନ ମିଳିବ • ନୂତନ ଟିକସ ବ୍ୟବସ୍ଥାରେ ବେତନଭୋଗୀ ବର୍ଗ ବାର୍ଷିକ ୨୨.୭୫ ଲକ୍ଷ ଟଙ୍କା…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ ଅଭୟ ନାୟକ

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ । ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଏସଆଇ ଅଭୟ ନାୟକଙ୍କୁ ଧରିଛି ଭିଜିଲାନ୍ସ । ନୀଳାଚଳ ଇସ୍ପାତ କାରଖାନା ଆଗରେ ଧରାପଡ଼ିଲେ ଲାଞ୍ଚୁଆ ଏସଆଇ । ସ୍ବାମୀ ସ୍ତ୍ରୀଙ୍କ ପାରିବାରିବ ବିବାଦର ସମାଧାନ…

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…