Author: Papi Jena

ଦୁର୍ଘଟଣାରେ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ

ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରିବା ବେଳେ ଦୁଇ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଜଣେ ନୂଆପଡ଼ା ତରବୋଡ ଫନଡେଲ ନାଳ ନିକଟରେ କାର ଧକ୍କାରେ ଜଣେ ପୋଲିଂ ଅଧିକାରୀଙ୍କ ମୃତ୍ୟୁ ହୋଇଛି । ସେ ରାନିମୁଣ୍ଡାରେ ପ୍ରିଜାଇଡିଂ ଅଫିସର ଭାବେ…

ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ, କାଲି ହେବ କଟକରେ ରୋଡ୍ ସୋ

ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି କଟକରେ ରୋଡ୍‌ ସୋ’ କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୫ଟା ୩୦ରେ କଟକରେ ରୋଡ୍ ସୋ’ ନେଇ କଟକ ନଗର ସଭାପତିଙ୍କ ସୂଚନା । ଗୋପବନ୍ଧୁ ପାର୍କରୁ…

ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାରଣାସୀରୁ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ନାମାଙ୍କନ କରିବେ ମୋଦି ।ତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ବିଶାଳ ରାଲିରେ ଯାଇ ନାମାଙ୍କନ ଭରିବେ । ପ୍ରାର୍ଥୀପତ୍ର…

ଆହତ ପ୍ରଦୀପ ପାଣିଗ୍ରାହୀଙ୍କୁ ଏମ୍ସ ସ୍ଥାନାନ୍ତର

ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍‌ ସ୍ଥାନାନ୍ତର କରାଯାଇଛି। ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଛି । ଏବେ ସେ ଏମକେସିଜି ହସ୍ପିଟାଲରେ…

ହାତାହାତି ହେଲେ ବିଜେପି ଓ ସ୍ବାଧୀନ ବିଧାୟକ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଶିବଶଙ୍କର ଦାସ

ଆଜି ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହିଂସା ଉପୁଜିଥିବାର ଦେଖାଦେଇଛି । ବ୍ରହ୍ମପୁରରେ ଦୁଇ ପ୍ରାର୍ଥୀ ତଥା ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ…

୧୦ ଲକ୍ଷ ଟଙ୍କା ସହ ବିଜେଡି ନେତ୍ରୀ ଅପୂର୍ବା ଅପରୂପା ନୟାଗଡ଼-ବୌଦ୍ଧ ସୀମାରେ ଅଟକ

କରଡ଼ାକୋଠା ନିକଟରେ ଯାଞ୍ଚ ବେଳେ ଏକ କାରରୁ ବିପୁଳ ପରିମାଣର ଟଙ୍କା ଜବତ କଲା ପୁରୁଣାକଟକ ପୋଲିସ । ବିଡା ବିଡା ଟଙ୍କା ଜବତ ହେବା ପରେ ଗାଡ଼ିରେ ଲୁଚିଛନ୍ତି ବିଜେଡି ନେତ୍ରୀ ଅପୂର୍ବା ଅପରୂପା।ସାଲେପୁରର ବିଜେଡି ନେତ୍ରୀ ଏବଂ ବିଜେଡି…

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ହୋଇଛି ୬୨.୯୬% ମତଦାନ

ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି। ସନ୍ଧ୍ୟା…

ଝରିଗାଁ ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ନିର୍ବାଚନ ସମୟରେ ଝରିଗାଁର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଝରୀଗାଁ ଦେଉଳକଣା ୨୦୪ ନମ୍ବର ବୁଥଠାରେ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ କିଛି ବିଜେଡି କର୍ମୀ ଚାରିଆଡୁ ଘେରିଯାଇ ଆକ୍ରମଣ କରିଥିଲେ । ତେବେ…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୧.୫୨ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୫.୧୨ ରହିଛି ।…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ: ସକାଳ ୧୧ଟା ସୁଦ୍ଧା ୨୩.୨୮%

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ପ୍ରେସ୍‌ ମିଟରେ କହିଛନ୍ତି, ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ ହୋଇଛି । ନୂଆପଡାରେ ସର୍ବାଧିକ ୨୬.୮୦% ମତଦାନ ହୋଇଥିବା…