Author: Papi Jena

ଆସିଲା ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ସମସ୍ତ ଜିଲ୍ଲାପାଳଙ୍କ ନିଷ୍ପତ୍ତି

ରାଜ୍ୟରେ ଗ୍ରୀଷ୍ମପ୍ରଭାବ ପାଇଁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ଖୋଲିପାରିବେ। ଏକାଧିକ ଜିଲ୍ଲାରେ ସକାଳୁଆ ସ୍କୁଲ ନେଇ ଜିଲ୍ଲା ପ୍ରଶାସନର ସୂଚନା। ଆସନ୍ତା ୨୦ ତାରିଖ…

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ…

ସ୍କୁଲ ଖୋଲିବା ପ୍ରସଙ୍ଗ: ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତାକାଲି ସରୁଛି ଖରାଛୁଟି। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଜିଲ୍ଲାରେ ପାଗ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କାଲି ଜାରି ହେବ ପିଏମ୍‌ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…

ଦାୟିତ୍ଵ ନେବା ପରେ କଳିଙ୍ଗ ଷ୍ଟାଡିୟମରେ କ୍ରୀଡାମନ୍ତ୍ରୀଙ୍କ ସମୀକ୍ଷା

କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସୁରଜ ସୂର୍ଯ୍ୟବଂଶ ଆଜି କଳିଙ୍ଗ ଷ୍ଟାଡିୟମରେ ସମୀକ୍ଷା କରିଛନ୍ତି । ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ ଥର କରି କଳିଙ୍ଗ ଷ୍ଟାଡିୟମରେ ଷ୍ଟାଡିୟମରେ ପହଞ୍ଚି କ୍ରୀଡା ବିଭାଗର…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

କଟକ ସଦରର ନବନିର୍ବାଚିତ ବିଧାୟକଙ୍କ ଉପରେ ଆକ୍ରମଣ

କଟକ ସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍‌ ଉପରେ ଆକ୍ରମଣ। ଗତକାଲି ବିଳମ୍ବିତ ରାତିରେ କିଶନନଗରକୁ ଫେରୁଥିବା ବେଳେ କଟକ ସୋମପୁର ଛକରେ ତାଙ୍କ କାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…