Author: Papirani

G7 ସମିଟ୍ ପରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ମୋଦି

ପହଲଗାମ ଆକ୍ରମଣ ପରେ ପ୍ରଥମଥର ଲାଗି କଥା ହେଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ମୋଦି। ଫୋନ୍ ମାଧ୍ୟମରେ ୩୫ ମିନିଟ୍ କଥା ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିସ୍ରୀ । ସେ କହିଛନ୍ତି…

ଭୁବନେଶ୍ବର ରେଳ ଷ୍ଟେସନରେ ୮ ଗୁଣ ବଢିଲା ପାର୍କିଂ ଫି

ରେଲୱେ ଷ୍ଟେସନର ପାର୍କିଂ ଫି ବଢ଼ାଇଲା ଯାତ୍ରୀଙ୍କ ଚିନ୍ତା। ଭୁବନେଶ୍ବର ରେଳ ଷ୍ଟେସନରେ ରାତି ଅଧିଆ ବଢ଼ିଲା ପାର୍କିଂ ଫି। ପୂର୍ବରୁ ବାଇକ୍ ପାର୍କିଂ ଫି ୨୪ ଘଣ୍ଟା ପାଇଁ ୧୨ ଟଙ୍କା ଥିବା ବେଳେ ଏବେ ତାହା ୯୪ ଟଙ୍କାରେ…

ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲା ଜାତୀୟ ମହିଳା କମିଶନ । ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ। ଅନ୍ୟପଟେ ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ କେମିତି…

ଇରାନ୍‌ର ସେନାମୁଖ୍ୟ ଅଲ୍ଲି ଶାଦ୍‌ମାନି ନିହତ !

ଇରାନ୍‌ର ସେନାମୁଖ୍ୟ ଅଲ୍ଲି ଶାଦ୍‌ମାନି ନିହତ । ଇସ୍ରାଏଲ ଓ ଇରାନ ମଧ୍ୟରେ ଚାଲିଥିବା ଭୀଷଣ ସଂଘର୍ଷରେ ଇସ୍ରାଏଲ ଇରାନକୁ ବଡ ଝଟକା ଦେଇଛି । ଇସ୍ରାଏଲ୍‌ ସେନାର ଆକ୍ରମଣରେ ଅଲ୍ଲି ଶାଦ୍‌ମାନିଙ୍କ ମୃତ୍ୟୁ ହୋଇଛି। କିଛି ଦିନ ପୂର୍ବରୁ ଆର୍ମି…

ରାଜ୍ୟରେ ଡାଇରିଆ ନେଇ ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା

ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମିଳିବ ଆମ୍ବୁଲାନ୍ସ ସେବା । ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଏଣିକି ଓଡ଼ିଶା ଯାତ୍ରୀ ଆପ୍‌ରେ…

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ

ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…