Author: Papirani

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ଣ ୪ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସନ୍ଧ୍ୟା ୬ ଟା ପରେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଚଳତବର୍ଷ…

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅନୁରୋଧ

କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ନେପାଳ ଦୂତାବାସ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଜରିଆରେ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏହା ସହ ନେପାଳ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆରମ୍ଭ ହୋଇଛି ତଦନ୍ତ ଆରମ୍ଭ ହୋଇଛି: ଆଇନମନ୍ତ୍ରୀ

ପୁଣି ଚର୍ଚ୍ଚାରେ କିଟ୍ ବିଶ୍ଵବିଦ୍ୟାଳୟ। ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଏହି ଘଟଣାର…

ଦିଘାରେ ଜଗନ୍ନାଥ ମନ୍ଦିର ବିବାଦ ଘଟଣା; ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ: ରାମକୃଷ୍ଣ

ପଶ୍ଚିମବଙ୍ଗ ଦୀଘା ସମୁଦ୍ରତଟରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନୂତନ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରାଣପ୍ରତିଷ୍ଠା ହୋଇଛି। ଦିଘାରେ ଜଗନ୍ନାଥ ମନ୍ଦିରକୁ ନେଇ ଦେଖା ଯାଇଥିବା ବିବାଦ ପ୍ରସଙ୍ଗରେ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର । ସେ…

ପୁଣି କିଟ୍‌ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲା: ନେପାଳ ମନ୍ତ୍ରୀଙ୍କ ଉଦ୍‌ବେଗ

ପୁଣି କିଟ୍ ପରିସରରେ ଆଉ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଘଟଣାର ସତ୍ୟାସତ୍ୟ ଯାଞ୍ଚ୍ ନେଇ ‘X’ ପୋଷ୍ଟ କରିଛନ୍ତି ନେପାଳ ମନ୍ତ୍ରୀ। ସେ ଲେଖିଛନ୍ତି ଏହି…

ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି

ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଓଡିଶା ହାଇକୋର୍ଟକୁ ବଦଳି। ବଦଳି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜଷ୍ଟିସ ଶ୍ରୀପଦଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ । ଏବେ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା 

ତିନି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ତିନି ମାସ ଧରି ବନ୍ଦ ରହିବ ଭିତରକନିକା । ବର୍ତମାନ କୁମ୍ଭୀର ମାନଙ୍କର ପ୍ରଜନନ ଋତୁ ଚାଲିଥିବା…

ପ୍ରସିଦ୍ଧ ପାକ୍ ଅଭିନେତା ଓ ଅଭିନେତ୍ରୀଙ୍କ ସୋସିଆଲ୍ ମିଡିଆ ଆକାଉଣ୍ଟ୍ ବ୍ୟାନ୍

ପହଲଗାମ ଆକ୍ରମଣର ପରେ ଭାରତ ଆଉ ପାକିସ୍ତାନ ମଧ୍ୟରେ ଉତେଚ୍ଚନ ବଢ଼ିବାରେ ଲାଗିଛି । ଭାରତ ସରକାର ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ପ୍ରହାର କରି ଚାଲିଛନ୍ତି । ପାକିସ୍ତାନ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍ କରୁଛି ଭାରତ ।ପାକିସ୍ତାନକୁ ଭାରତର…

ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ତାତିରୁ ମିଳିଛି ଆଶ୍ୱସ୍ତି । ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ସମ୍ପୂର୍ଣ୍ଣ…