Author: Papirani

୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…

କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ

କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସାମ୍ନାରେ ଏକାଧିକ ଅଟୋ ଛିଡ଼ା ହୋଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି । ଏହା ଫଳରେ ରାଜମହଲରୁ ଏଜି ଛକ ରାସ୍ତା ସମ୍ପୂର୍ଣ୍ଣ ଜାମ୍‌…

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା: ପୀଡିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହେବା ସହ…

ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର

ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ୍‌

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୂରି ଭୂରି ପ୍ରଶଂସା କଲେ ରାଷ୍ଟ୍ରପତି ଟ୍ରମ୍ପ୍‌ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା…

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର । ଜୋଏଲ୍ ମୋକିର୍, ଫିଲିପ୍ ଆଘିଅନ୍, ଏବଂ ପିଟର୍ ହାୱିଟଙ୍କୁ ଚଳିତ ବର୍ଷ ପାଇଁ ‘ଅର୍ଥନୀତି ବିଜ୍ଞାନ’ରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ପକ୍ଷରୁ…

ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପୋତ୍ସାହନ ଅବଧି

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ହୋଇଛି। ଏହା ସହ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଯୋଜନାରେ ଆବେଦନ ପ୍ରକ୍ରିୟା…

ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି

ରାଜ୍ୟର ସମସ୍ତ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି ଦିନକୁ ଦିନ ବୃଦ୍ଧି ପାଉଥିବା ଅପରାଧକୁ ଦୃଷ୍ଟିରେ ରହି ରାଜ୍ୟ ସରକାର ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ନିଷ୍ପତି ନେଇଛନ୍ତି। ଏହି ସିସିଟିଭି ଅତିକମ୍‌ରେ ୫୦୦ ମିଟର ଯାଏଁ କଭରେଜ…

ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ; ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଦେଲେ ଯୋଗ

ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଭୁବନେଶ୍ବରରେ ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର

ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ବୁଲା କୁକୁର ଗଣନା କରାଯାଇଥିଲା। ଗତ ସେପ୍ଟେମ୍ବର ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ବିଏମସି ପକ୍ଷରୁ ଦୁଇଟି ପର୍ଯ୍ୟାୟରେ କୁକୁର ଗଣନା କରାଯାଇଥିଲା । ବିଏମସି ଅଞ୍ଚଳରେ ୪୭,୧୨୬ ବୁଲା କୁକୁର…