ତାଜା ଖବର ରାଜ୍ୟ ଆଜିଠୁ ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା ଆରମ୍ଭ January 21, 2025 Papirani ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଣୟନ ନେଇ ରାଷ୍ଟ୍ରୀୟ କର୍ମଶାଳା ଆରମ୍ଭ ହୋଇଛି । ଆଜିଠୁ ଆରମ୍ଭ ହୋଇଛି ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି । ଜାନୁଆରୀ ୨୩ ପର୍ଯ୍ୟନ୍ତ…
ତାଜା ଖବର ବିଶ୍ୱ ଦାୟିତ୍ବନେବାର ୬ ଘଣ୍ଟା ଭିତରେ ରାଷ୍ଟ୍ରପତିଙ୍କ ବଡ଼ ନିଷ୍ପତ୍ତି; କ୍ୟାପିଟାଲ୍ ହିଲ୍ସ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ଦିଆଗଲା କ୍ଷମା January 21, 2025 Papirani ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଦାୟିତ୍ବ ନେବାର ୬ ଘଣ୍ଟା ଭିତରେ ଆମେରିକାରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପୂର୍ବ ବାଇଡେନ୍ ସରକାର ଲଗାଇଥିବା ୮୦ଟି ଏକଜିକ୍ୟୁଟିଭ୍ ନିର୍ଦ୍ଦେଶକୁ…
ତାଜା ଖବର ରାଜ୍ୟ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୪ ମାଓବାଦୀ ମୃତ January 21, 2025 Papirani ଓଡ଼ିଶା ଏବଂ ଛତିଶଗଡ଼ ପୋଲିସର ମିଳିତ କୁମ୍ବିଂ ଅପରେସନରେ ବଡ଼ ସଫଳତା ମିଳିଛି । ନୂଆପଡ଼ା ଓ ଗରିଆବନ୍ଧ ଜିଲ୍ଲା ସୀମା କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଗଲା ୩୬ ଘଣ୍ଟା ହେବା ଉଭୟ ରାଜ୍ୟର ସୀମାନ୍ତରେ…
ଖେଳ ନୀରଜ ଚୋପ୍ରାଙ୍କ ପତ୍ନୀ ଜଣେ ଭଲ ଟେନିସ ତାରକା January 21, 2025 Papirani ହଠାତ୍ ରବିବାର ଦିନ ସନ୍ଧ୍ୟାବେଳେ ଜାଭେଲିନ୍ ଲିଜେଣ୍ଡ ନୀରଜ ଚୋପ୍ରା ସୋସିଆଲ ମିଡିଆରେ ନିଜ ବାହାଘରର ଫଟୋ ସେୟା ସୟାର କରି ଏକପ୍ରକାର ଚହଳ ପକାଇ ଦେଇଥିଲେ। ପୂର୍ବରୁ କୌଣସି ପ୍ରକାର ଚିମୁଟାଏ ଖବର ମଧ୍ୟ ନୀରଜଙ୍କ ବିବାହକୁ ନେଇ ଆସୁନଥିଲା…
ରାଜ୍ୟ ବୋଥ୍ରାଙ୍କ ତତ୍ତ୍ବାବଧାନରେ କ୍ରାଇମ୍ବ୍ରାଞ୍ଚ କାହାକୁ ସୁରକ୍ଷା ଦେଉଥିଲା ? January 21, 2025 Papirani ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟାକାଣ୍ଡକୁ ୨ ବର୍ଷ ହେବାକୁ ବସିଥିଲେ ମଧ୍ୟ ଏଯାଏଁ ଘଟଣାର ସତ୍ୟାସତ୍ୟ ଉପରୁ ପରଦା ଉଠିନାହିଁ । ସେତେବେଳେ ଅରୁଣ ବୋଥ୍ରାଙ୍କ ତତ୍ତ୍ୱାବଧାନରେ କ୍ରାଇମ୍ବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଥିଲା । ହେଲେ ପରେ ତତ୍କାଳୀନ…
ତାଜା ଖବର ରାଜ୍ୟ ରାଜଧାନୀରେ ଯୁବ କଂଗ୍ରେସର ବିକ୍ଷୋଭ January 20, 2025 Papirani ରାଜଧାନୀ ଭୁବନେଶ୍ବରରେ କଂଗ୍ରେସର ଏକ ବିଶାଳ ‘ଯୁବ ଅସନ୍ତୋଷ ସମାବେଶ’ କରାଯାଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ଅଭିଯୋଗ ଆଣି ରାଜରାସ୍ତାରେ ପ୍ରତିବାଦ କରିଛି କଂଗ୍ରେସ। ଆଜି ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁଙ୍କ ନେତୃତ୍ୱରେ ୮ ଦଫା ଦାବି…
ତାଜା ଖବର ରାଜ୍ୟ ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ; ଦୁଇ ମାଓବାଦୀ ନିହତ January 20, 2025 Papirani ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ସୀମାନ୍ତ ଗରିଆବନ୍ଧ ଜିଲ୍ଲା କୁଲାରୀଘାଟ ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ । ଏନ୍କାଉଣ୍ଟରରେ ଦୁଇ ମାଓବାଦୀ ନିପାତ ହୋଇଥିବା ବେଳେ ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି…
ରାଜ୍ୟ ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ January 20, 2025 Papirani ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଏହି ରେଡ କରାଯାଉଛି…
ତାଜା ଖବର ଦେଶ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରାୟକୁ ମିଳିଲା ଆଜୀବନ କାରାଦଣ୍ଡ January 20, 2025 Papirani ବହୁଚର୍ଚ୍ଚିତ କଲିକତା ଆରଜି କର ମେଡିକାଲର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଦୋଷୀ ସଂଜୟ ରାୟକୁ ମିଳିଲା ଆଜୀବନ କାରା ଦଣ୍ଡାଦେଶ । ଗତ ୧୮ ତାରିଖରେ ସଞ୍ଜୟ ରାୟକୁ ଦୋଷୀ ସାବ୍ୟସ୍ତ କରାଯାଇଥିବା ବେଳେ…
ତାଜା ଖବର ରାଜ୍ୟ ୨୪ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଆବାସ ସର୍ଭେ କାର୍ଯ୍ୟ January 20, 2025 Papirani ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟରେ ପ୍ରଧାନମନ୍ତୀ ଆବାସ ସର୍ଭେ କାର୍ଯ୍ୟ। ସର୍ଭେ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ। ସେ କହିଛନ୍ତି ୨୪ରୁ ଆରମ୍ଭ ହେବ ସର୍ଭେ କାର୍ଯ୍ୟ । ଏଥିପାଇଁ ଅଫ୍ଲାଇନ୍…