Author: Papirani

ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ସହାୟତା ନମ୍ବର ୧୮୧ ପ୍ରଦର୍ଶନ

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା…

ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ

ନୂଆପଡ଼ା ଜିଲ୍ଲା କୋମନା ଥାନା ସାହାଜଟ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ର ଅଶ୍ୱିନୀ ଦାସ ବନଛୋର ମୃତ୍ୟୁ ପରେ କାର୍ଯାନୁଷ୍ଠାନ ନେଲେ ଜିଲ୍ଲାପାଳ । ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ…

ଏଫ୍‌ଏମ୍‌ କଲେଜ ଘଟଣା; ସିଲଭର୍ ମେଡାଲ୍ ପାଇଁ ବିଜେଡି-କଂଗ୍ରେସ ମଧ୍ୟରେ ଚାଲିଛି ପ୍ରତିଯୋଗିତା: ଜୟନାରାୟଣ ମିଶ୍ର

ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ବିରୋଧୀଙ୍କ ଆନ୍ଦୋଳନ ଦେଖିବାକୁ ମିଳିଛି । ଏହାରି ମଧ୍ୟରେ ଏହି ଘଟଣାକୁ ନେଇ ବିଜେଡି ଓ କଂଗ୍ରେସ ଉପରେ ବର୍ଷିଲେ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର । ସେ…

ଆସୁଛି ଆଉ ଏକ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ।ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ଏହା ସହ ଆହୁରି ରାଜ୍ୟରେ ୫ ଦିନ ବର୍ଷା ଲାଗି ରହିବା ନେଇ ସୂଚନା…

ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; କଲେ ଅନେକ ପ୍ରକଳ୍ପର ଉଦଘାଟନ

ବିହାରରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କୁ ସ୍ବାଗତ ପାଇଁ ବ୍ୟାପକ ଆୟୋଜନ ସହିତ ତାଙ୍କ ବର୍ଷିଲା ଫୁଲ ବର୍ଷା କରାଯାଇଛି । ଆଜି ପ୍ରଧାନମନ୍ତ୍ରୀ ମୋଦି ପୂର୍ବ ଚମ୍ପାରଣ ଜିଲ୍ଲାର ମୋତିହାରୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ଏବଂ ୭୦୦୦…

ପାଣ୍ଡିଆନଙ୍କ ରି-ଲଞ୍ଚିଂ ଅଭିଯାନ ଫୁସୁକି ଗଲା !

୨୦୦୪ ପରଠାରୁ ରାହୁଲ ଗାନ୍ଧୀଙ୍କର ଶୁଭାରମ୍ଭ ବା ଲଞ୍ଚିଂ ପାଇଁ କଂଗ୍ରେସ କେତେଥର ଯେ ଉଦ୍ୟମ କଲାଣି ଏଥିରେ ସନ୍ଦେହ ନାହିଁ । ୨୦୧୪ରେ ମନମୋହନ ସିଂଙ୍କ ଜାଗାରେ ତାଙ୍କୁ ଦଳର ପିଏମ୍ ଚେହେରା ଭାବେ ଆଗକୁ ଆଣିବା ଲାଗି ଚେଷ୍ଟା…

ସେଇ କଲ୍ୟାଣ ରଥ ଏଇ କଲ୍ୟାଣ ରଥ କି ?

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଓଏସ୍‌ଡି ହେଉଛନ୍ତି କଲ୍ୟାଣ ରଥ । ଇଏ କ’ଣ ସେଇ କଲ୍ୟାଣ ରଥ ଯିଏ ୨୦୧୪ ଆର୍. ଉଦୟଗିରି ଦୀପ୍ତି ନଗରର ଆଦିବାସୀ ଆଶ୍ରମ ସ୍କୁଲ୍‌ର ନସିଂ ଛାତ୍ରୀ ସୁନୀତା ରାଇତାଙ୍କ ଆତ୍ମହତ୍ୟା ଘଟଣାରେ…

ବିଚାର ବିଭାଗୀୟ ତଦନ୍ତ ନ ହେବା ଯାଏ ଆନ୍ଦୋଳନ ଚାଲୁ ରହିବ: ମିଳିତ ବିରୋଧୀ ଦଳ

ଆଜି ଜୁଲାଇ ୧୭, ୨୦୨୫ରେ ଓଡ଼ିଶା ବନ୍ଦକୁ ସଫଳ କରିଥିବାରୁ ରାଜ୍ୟର ଜନସାଧାରଣଙ୍କୁ କେଂଗ୍ରସ ସହିତ ଆଠଟି ବିରୋଧୀ ରାଜନୈତିକ ଦଳ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜଣାଇଛନ୍ତି। ମିଳିତ ବିରୋଧୀ ଦଳ ପକ୍ଷରୁ କୁହାଯାଇଛି ଯେ ଏହି ବନ୍ଦକୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ…

ଅପରାଜିତା ଷଡ଼ଙ୍ଗୀଙ୍କୁ ଘେରିଲେ ବିଜେଡି ମହିଳା ନେତ୍ରୀ ବୃନ୍ଦ 

ବିଜେପିର ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ ଆଜି ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜୁ ଜନତା ଦଳ କଟୁ ସମାଲୋଚନା କରିଛି। ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ଦଳର ଉପସଭାପତି…

ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ…