Author: Papirani

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

ବଦଳିବନି ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ଆଜି ଗୃହରେ ଉଠିଲା ରେଭେନ୍ସା କଲେଜର ନାମ ପରିବର୍ତ୍ତନ ପ୍ରସଙ୍ଗ । ରେଭେନ୍ସା କଲେଜର ନାମ ପରିବର୍ତ୍ତନକୁ ନେଇ ଆଜି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ…

କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା

ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରକୁ ମିଳିବନି ଜାତୀୟ ମାନ୍ୟତା । ଏନେଇ ଆଜି ବିଧାନସଭା ଗୃହରେ କଣ୍ଟାମାଳ ବିଧାୟକ କହ୍ନାଇଁ ଚରଣ ଡାଙ୍ଗ ପଚାରିଥିବା ପ୍ରଶ୍ନ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅନୁଗ୍ରହ କରି କହିବେ କି ? କଳା,…

କିଟ୍ ମାମଲା: ଆଉ ୩ ଜଣଙ୍କୁ ଉଚ୍ଚସ୍ତରୀୟ କମିଟି ଆଗରେ ହାଜିର ପାଇଁ ଜାରି ହେଲା ନୋଟିସ୍‌

କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାର ଉଚ୍ଚସ୍ତରୀୟ କମିଟି ତଦନ୍ତ ଜାରି ରଖିଥିବା ବେଳେ ଆଉ ୩ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଆଜି ପଚରାଉଚୁରା ପାଇଁ ଆଉ ୩ ଜଣ ବରିଷ୍ଠ ଅଧିକାରୀ ଓ କିଟ୍‌ର ୩…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

ଗିରଫ ହେଲେ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି; ମିଳିଲା ପୁଳା ପୁଳା ଟଙ୍କା

ଗିରଫ ହେଲେ କୋଟିପତି ବାବୁ । କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଭୁବେନଶ୍ୱର, ଖୋର୍ଦ୍ଧା କଟକ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିଲା ।ଚଢାଉବେଳେ ପ୍ରଦୀପ…

ମଟନରେ ଗୋମାଂସ ମିଶାଇ ବିକ୍ରି ଘଟଣା: ସିଲ ହେଲା ପୁରୀ ସତ୍ୟବାଦୀର ଜୟା ହୋଟେଲ

ସିଲ ହେଲା ପୁରୀ ସତ୍ୟବାଦୀର ଜୟା ହୋଟେଲ । ମଟନ୍ ପାଇଁ ପୁରୀର ବେଶ୍ ଫେମସ୍ ରହିଥିବା ଜୟା ହୋଟେଲରେ ଗୋମାଂସ ମିଶାଇ ବିକ୍ରି କରୁଥିବା ଅଭିଯୋଗରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଆଜି ସକାଳୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜୟା…

୧୦ ଦଫା ଦାବି ନେଇ ରାଜଧାନୀରେ ପାଚିକା ସଂଘର ଗର୍ଜନ

ରାଜଧାନୀରେ ଲୋୟର ପିଏମଜିରେ ଶହ ଶହ ପାଚିକା ସଂଘ ମହିଳାଙ୍କ ଆନ୍ଦୋଳନ । ଦାବି ପୂରଣ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପାଚିକା ସଂଘ । ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘର ଆନ୍ଦୋଳନ କରିଛନ୍ତି । ୧୦ ଦଫା ଦାବି…

ବିଜୁ ଜନତା ଦଳରେ ଅସ୍ତିତ୍ବ ସଂକଟ

ବିକୁ ପରିବାର ଅବଧାରଣା (କନ୍‌ସେପ୍ଟ)ରେ ଜନତା ଦଳକୁ ବିଭାଜିତ କରି ଜନ୍ମ ନେଇଥିଲା ବିଜୁ ଜନତା ଦଳ । ଏଥିପାଇଁ ବିଜୁଭକ୍ତ ନେତାମାନେ ନିଜନିଜର ଦକ୍ଷତା ଅପେକ୍ଷା ଭରସା କରିଥିଲେ ବିଜୁ ପୁତ୍ର ନବୀନଙ୍କ ଉପରେ । ନେତାମାନଙ୍କ ମଧ୍ୟରେ ପାରସ୍ପରିକ…

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରରେ ହଟ୍ଟଗୋଳ;  ୧୨ଟା ଯାଏଁ ଗୃହ ମୁଲତବୀ

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ଦେଖାଯାଇଛି ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ । ତେବେ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅନୁରୋଧ କରିବା ସତ୍ତ୍ବେ ମଧ୍ୟ ସେମାନେ ଶୁଣି ନଥିଲେ । ଫଳରେ ବାଚସ୍ପତି ବାଧ୍ୟ…