Author: Papi Jena

ନବୀନଙ୍କୁ ବିଜୁ -ଗୀତାଙ୍କଠାରୁ ପସନ୍ଦ ପାଣ୍ଡିଆନ

୨୪ବର୍ଷ ମୁଖ୍ୟମନ୍ତ୍ରୀ ରହିଥ‌ିବା ନବୀନ ପଟ୍ଟନାୟକ ଦେଖନ୍ତି ନିର୍ଭୟ ଗୁମର କଥା । ଏବେର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁମର କଥା ଦେଖୁଥିବା ସ୍ୱୀକାର କରିସାରିଛନ୍ତି । ତେବେ ବର୍ତ୍ତମାନର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପ୍ରଥମ ଥର…

ଚୋରି ଘଟଣା କୁ ନେଇ ତାରାତାରିଣୀ ମନ୍ଦିର କୁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପଠାଇଲା ବିଜେଡି

ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦୈବୀପୀଠ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା ନେଇ ବିଜୁ ଜନତା ଦଳ ରାଜ୍ୟସରକାରଙ୍କ ଉପରେ ବର୍ଷିଛି | ଏହା ଘଟଣା ସ୍ଥଳକୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପଠାଇଛି । ବିଜୁ ଜନତା ଦଳର ସଭାପତି ନବୀନ…

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ…

୨୦୨୭ ଶେଷ ସୁଦ୍ଧା ସରିବ ଭୁବନେଶ୍ଵର ମେଟ୍ରୋ ପ୍ରକଳ୍ପ କାମ

ବହୁତ ଶୀଘ୍ର ରାଜ୍ୟରେ ଚାଲିବ ମେଟ୍ରୋ ଟ୍ରେନ୍‌ । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ସେ କହିଛନ୍ତି ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱରରେ ସରିବ ମେଟ୍ରୋ ପ୍ରକଳ୍ପ କାମ। ଏହି ପ୍ରକଳ୍ପ ପାଇଁ…

ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି

ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…

ମୋ ବସ୍‌ରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର; ଏଥର ସାବାଡ୍ ହେବେ ଅମାନିଆ ଡ୍ରାଇଭର

ଦିନକୁ ଦିନ ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍‌ ଦୁର୍ଘଟଣା ଘଟାଇବା ନେଇ ଜନଅସନ୍ତୋଷ ବଢ଼ିବାରୁ ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ । ଏହି ସଂପର୍କରେ ଆଜି…

ଆରଡିସି ତଦନ୍ତ ପରିସରଭୁକ୍ତ ହେବେ କି ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ?

କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କାର ଆମ୍ବ ଟାକୁଆ ଜାଉ ଭକ୍ଷଣ ଜନିତ ମୃତ୍ୟୁ ଘଟଣାର ତଦନ୍ତ କରିବେ ଆରଡିସି ବୋଲି ସରକାର ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି । ତେବେ କନ୍ଧମାଳ ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ଓ ଯୋଗାଣ ଅଧିକାରୀଙ୍କୁ ଆରଡିସି ତଦନ୍ତ…

୭ ଦିନ ଭିତରେ ଲୋକଙ୍କୁ ମିଳିବ ବାତ୍ୟା କ୍ଷତିପୂରଣ ଟଙ୍କା: ରାଜସ୍ବ ମନ୍ତ୍ରୀ

୭ ଦିନ ଭିତରେ ଲୋକଙ୍କୁ ମିଳିବା ବାତ୍ୟା କ୍ଷୟକ୍ଷତି ଟଙ୍କା । ବାତ୍ୟା କ୍ଷତିପୂରଣ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇ କହିଛନ୍ତି । ସଂଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ଟଙ୍କା । ଏହାପରେ ୭…

ଆମେରିକା ନିର୍ବାଚନରେ ବାଜି ମାରିଲେ ଡୋନାଲ୍ଡ ଟ୍ରମ୍ପ; ହେବେ ୪୭ତମ ରାଷ୍ଟ୍ରପତି

ଆମେରିକାର ୪୭ତମ ରାଷ୍ଟ୍ରପତି ଗାଦି ହାତେଇଲେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଆମେରିକା ନିର୍ବାଚନ ଜିତିଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୂଚନା ମୁତାବକ…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…