Author: Papirani

ରାତିରେ ଝିଅମାନେ ବାହାରକୁ ଯିବା ଉଚିତ୍‌ ନୁହେଁ; ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଝିଅମାନେ ରାତିରେ ବାହାରକୁ ଯିବା ଉଚିତ୍‌ ନୁହେଁ’ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ୍‌…

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପରେ ପରେ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ ପ୍ରକ୍ରିୟା। ନାମାଙ୍କନ ଦାଖଲର ଶେଷ ଦିନ ହେଉଛି ଆସନ୍ତା…

ଐତିହାସିକ ସୂଚନା ଅଧିକାର ଆଇନକୁ ପଙ୍ଗୁ କରିଛି ମୋଦୀ ସରକାର: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସୂଚନା ଅଧିକାର ଆଇନର ୨୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ସୂଚନା ଅଧିକାର ଆଇନ ବଳରେ ଗରିବରୁ ଗରିବ ମଧ୍ୟ ଅପିଲ କରି ନ୍ୟାୟ ପାଇପାରିବ…

ବିହାର ପାଇଁ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ

ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ଜେଡିୟୁ ପ୍ରତ୍ୟେକ ୧୦୧ ଆସନରେ ଲଢ଼ିବେ । ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ ଆସନରେ ଲଢ଼ିବ। ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ଓ…

ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି

ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…

ଗଳିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ

କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଅଘଟଣ । ଗଳିପଡ଼ିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ । କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଏଭଳି ଅଘଟଣ ଘଟିଛି । ଦିଲ୍ଲୀ ସାଉଥ୍ ଆଭେନ୍ୟରେ ଥିବା ଘରର…

ମାଛ କଲା ମାଲାମାଲ: ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ

ରାତାରାତି କୋଟିପତି ହେଲେ ମାଛଧରାଳୀ। ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ । ଓଡିଶା ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ । ପ୍ରତି ମାଛର ଓଜନ ୩୦ରୁ…

ଝିଅମାନେ ରାତିରେ କଲେଜ ବାହାରକୁ ଯିବା ଉଚିତ ନୁହେଁ: ମମତା ବାନାର୍ଜୀ

ଦୁର୍ଗାପୁର ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଖାମଖିଆଲି ମନ୍ତବ୍ୟ ଏବେ ସାରା ଦେଶକୁ ଚକିତ କରିଦେଇଛି । ମମତା ବାନାର୍ଜୀ କହିଛନ୍ତି ଏହି ମାମଲାରେ ‘ମୋତେ…

ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ଅବସରରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମ୍ ଠାରେ ଆୟୋଜିତ ଆର୍ଯ୍ୟ ମହା ସମ୍ମେଳନ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି

ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…