Author: Papirani

ଡ଼ଃ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କରାଗଲା ମାଲ୍ୟାର୍ପଣ

ଜନ୍ମବାର୍ଷିକୀ ଅବସରରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ…

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ରାଜ୍ୟର ସମସ୍ତ ଆଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କୁ ଡିସେମ୍ବର ସୁଦ୍ଧା…

ବିରଜା ହାଟ ସ୍ଥାନାନ୍ତରକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ; ହାଟକୁ ସାମୟିକ ଭାବେ ବନ୍ଦ କଲା ପ୍ରଶାସନ

ଯାଜପୁରରେ ଗତକାଲି ବିଧାୟକଙ୍କୁ ଆକ୍ରମଣ ପରେ ଆଜି ବିରଜା ହାଟର ପୁନଃଅବସ୍ଥାନକୁ ନେଇ ସପକ୍ଷ ଏବଂ ବିପକ୍ଷବାଦୀ ମୁହାଁମୁହିଁ ହୋଇଛନ୍ତି ।ଗୋଟିଏ ଗୋଷ୍ଠୀ ହାଟକୁ ପୁରୁଣା ସ୍ଥାନରେ ରଖିବାକୁ ଦାବି କରୁଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀ ନୂଆ ସ୍ଥାନରେ ହାଟ…

ଲାଞ୍ଚ ଏବଂ ଠକେଇ ଅଭିଯୋଗରେ ଗୌତମ ଆଦାନୀ ହେଲେ ଅଭିଯୁକ୍ତ; ଗିରଫ ୱାରେଣ୍ଟ ଜାରି

ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ୍ ତଥା ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ ଆମେରିକାରେ ଲାଗିଛି ବଡ ଝଟ୍‌କା । ଆମେରିକୀୟ ନିବେଶକଙ୍କୁ ଠକିବା ଏବଂ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଅଭିଯୋଗ ପରେ ଆମେରିକାର କୋର୍ଟରେ ଏହି ମାମଲାର ଶୁଣାଣି କରି ଗୌତମ…

ସୂରଜଙ୍କୁ ଫୁଲ୍ କ୍ରେଡିଟ୍ ନେବାକୁ ଦେଲେନି ସଂଜୟ

ଆସନ୍ତାବର୍ଷ ଫେବୃଆରୀ ୯ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଆଉ ଅନେକ ବର୍ଷ ପରେ ଦିନିକିଆ ମ୍ୟାଚ୍ ବା ଓ୍ୱାନ ଡେ ମ୍ୟାଚ ଆମର ଖେଳା ଯିବାକୁ ଯାଉଛି…

ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ; ଜଣେ ମାଓବାଦୀ ମୃତ, ଜଣେ ଯବାନ ଆହତ

ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଆଜି ସକାଳୁ ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଥାନା ଅନ୍ତର୍ଗତ ଜିନ୍ଦେଲଗୁଡା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ…

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର । ଇଣ୍ଡିଆ-କାରିକମ୍ ସମ୍ମିଳନୀ (୧୯ରୁ ୨୧)ରେ ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦୀଙ୍କୁ ‘ଦି ଡୋମିନିକା ଆୱର୍ଡ ଅଫ୍ ଅନର’ ସମ୍ମାନରେ ସମ୍ମାନିତ କରିଛନ୍ତି।…

ଫେବୃୟାରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା; ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୮ରୁ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ କଳା ଓ ବାଣିଜ୍ୟ ପରୀକ୍ଷା ୧୯ରୁ ଏବଂ ଧନ୍ଦାମୂଳକ ପରୀକ୍ଷା ୨୦ରୁ ଆରମ୍ଭ ହେବ ନେଇ କାର୍ଯ୍ୟସୂଚୀ ପ୍ରକାଶ କଲା…

କ୍ୟାପିଟାଲ ହସ୍ପିଟାଲର ଆଇସିୟୁ ବେଡ୍ ସଂଖ୍ୟା ୪୦ ହେବ

କ୍ୟାପିଟାଲ ହସ୍ପିଟାଲର ଆଇସିୟୁ ବେଡ୍ ସଂଖ୍ୟା ୧୬ରୁ ୪୦କୁ ବଢ଼ିବ । କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ଯକ୍ଷା ତଥା ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି।…

ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର

ସରକାରୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର ।୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ଔଷଧ ନିଗମର ସମୀକ୍ଷା ବୈଠକ ପରେ ନିର୍ଦ୍ଦେଶ ଦେଇଛନ୍ତି ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର…