Author: Papirani

ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୯ରୁ ବର୍ଷା । ରାଜ୍ୟର କିଛି ସ୍ଥାନରୁ ୧୯ରୁ ୨୦ଯାଏଁ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବା…

ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟଣା:୨ ଜଣିଆ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆରମ୍ଭ

ଶନିବାର ବିଳମ୍ବିତ ରାତିରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ହୋଇଥିବା ଦଳାଚକଟା ଘଟଣାରେ ୨ ଜଣିଆ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆରମ୍ଭ ହୋଇଛି । ଘଟଣାସ୍ଥଳର ସମସ୍ତ ସିସିଟିଭି ଜବତ କଲେ ତଦନ୍ତକାରୀ ଟିମ୍‌ । ଦଳଚକଟା କିପରି ହେଲା, ଉତ୍ତର ରେଲଓ୍ବେ…

ସହଦେବ ହତ୍ୟା ମାମଲା: ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ନିଶାରାଣୀ ରମା

ରାଜଧାନୀରେ ହୋଇଥିବା ବହୁ ଚର୍ଚ୍ଚିତ ରସୁଲଗଡ ଓଭରବ୍ରିଜ୍ ଉପରେ ପୋଲିସ ମିତ୍ର ସହଦେବ ନାୟକଙ୍କ ହତ୍ୟା ମାମଲାରେ ଆଜି ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ଲେଡି ମାଷ୍ଟରମାଇଣ୍ଡ ନିଶାରାଣୀ ରମା । ପୋଲିସ ଏହି ଘଟଣାର ତଦନ୍ତ ଜାରି…

ଏଏସଓଙ୍କୁ ମାଡ଼ ମାରିବା ଘଟଣା: ନୂଆ ରାଜ୍ୟପାଳଙ୍କୁ ଭେଟି ନପାରି ନିରାଶ ହେଲେ ବୈକୁଣ୍ଠଙ୍କ ପତ୍ନୀ

ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓ ବୈକୁଣ୍ଠତାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣା । ନ୍ୟାୟ ଭିକ୍ଷା କରିବାକୁ ଯାଇ ବୈକୁଣ୍ଠଙ୍କ ପତ୍ନୀ ସାୟୋଜ ପ୍ରଧାନ ଅପେକ୍ଷା କରି ବସିଥିବା ବେଳେ ଗତକାଲି ନୂଆ ରାଜ୍ୟପାଳଙ୍କୁ ଭେଟିବାକୁ ଯାଇଥିଲେ ।…

ରାଜଧାନୀରେ ଅସୁରକ୍ଷିତ ଯୁବତୀ: ଅସଦାଚରଣ ବେଳେ ସିସିଟିଭିରେ କଏଦ ହେଲା ଦୃଶ୍ୟ

ରାଜଧାନୀର ରାଜରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ । ସକାଳୁ ଅଫିସ ଯାଉଥିବା ବେଳେ ଯୁବକ ଜଣକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ପୁଲିସ୍ କଣ୍ଟ୍ରୋଲ ରୁମ୍ ରେ କାମ କରୁଥିବା ଜଣାପଡିଛି । ବିଚ୍‌ ରାସ୍ତାରେ ଯାଉଥିବା ବେଳେ…

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ନୂଆ ସଭାପତି

ଓଡିଶା କ୍ରିକେଟ୍ ଆସୋସିଏସନ(ଓସିଏ)ର ନୂଆ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଆସନ୍ତା ୨୩ରେ କାଉନସିଲ୍ ନିର୍ବାଚନ ହେବାକୁ ଥିବା ବେଳେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ପଙ୍କଜ। ଗତ ଡିସେମ୍ବର ୨୯ ତାରିଖରେ ବିଜେଡିର ପୂର୍ବତନ…

ବିଳମ୍ବିତ ରାତିରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା: ୧୮ ମୃତ

ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ଥିବା ରେଳ ଷ୍ଟେସନରେ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଛି। ମହାକୁମ୍ଭମେଳା ସମୟରେ ସଙ୍ଗମ ସ୍ନାନ ପାଇଁ ପ୍ରୟାଗରାଜ ଯାଉଥିବା ଭକ୍ତଙ୍କ ଏକ ବିଶାଳ ଭିଡ଼ ଯୋଗୁଁ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟି ୧୮…

ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ

ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…

କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ମାସର ବକେୟା ରାଶି; ଉପକୃତ ହେବେ ୬୨ ହଜାରରୁ ଊର୍ଦ୍ଧ୍ବ ଷ୍ଟାଫ୍

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ…

ରାଜ୍ୟରେ ବଢ଼ିଛି ଇଞ୍ଜିନିୟର ବେକାରୀ ସମସ୍ୟା 

ଆଜି ଗୃହରେ ବିଧାୟକ ପିତ୍ର ସାଉଁଟାଙ୍କ ପ୍ରଶ୍ନରେ ଲିଖିତ ଉତ୍ତରରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ୧୦ ବର୍ଷରେ ଇଞ୍ଜିନିୟରିଂ ପଢ଼ି ପାସ୍‌ କରିଛନ୍ତି ୩୪ ହଜାର ୪୭୧ ପିଲା । କିନ୍ତୁ ସେଥି ମଧ୍ୟରୁ ମାତ୍ର ୧୫,୨୮୯…