ତାଜା ଖବର ରାଜ୍ୟ ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 12, 2025 Papirani ଆଜି ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ଅବସରରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମ୍ ଠାରେ ଆୟୋଜିତ ଆର୍ଯ୍ୟ ମହା ସମ୍ମେଳନ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି October 12, 2025 Papirani ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…
ତାଜା ଖବର ରାଜ୍ୟ ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଟିମ୍ October 12, 2025 Papirani ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଏକ ଟିମ୍। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତି । ସେ କହିଛନ୍ତି ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ…
ତାଜା ଖବର ଦେଶ ରାଜ୍ୟ ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଧର୍ଷଣ; ପୀଡ଼ିତାଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 12, 2025 Papirani ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ ମାମଲାକୁ ନେଇ ଫୋନ୍ ଯୋଗେ ପୀଡ଼ିତାଙ୍କ ବାପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୀଡ଼ିତାଙ୍କ ବାପାଙ୍କୁ ସମବେଦନା ଜଣାଇ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ତାଜା ଖବର ରାଜ୍ୟ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ October 11, 2025 Papirani ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…
ତାଜା ଖବର ଦେଶ ରାଜ୍ୟ ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ October 11, 2025 Papirani ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ । କୋଲକାତାର ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଜଣେ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ଥମି ନଥିବା ବେଳେ ଏବେ ପୁଣି ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ ଘଟଣା…
ତାଜା ଖବର ରାଜନୀତି ରାଜ୍ୟ ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ October 11, 2025 Papirani ପୁଣି ଶ୍ରୀମୟୀଙ୍କ ତେରଚ୍ଛା ବାଣ । ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କହ୍ନେଇ, ସନ୍ନ୍ୟାସୀ କହି ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ ନିଜ ପୋଷ୍ଟରେ କହିଛନ୍ତି, ‘କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍ କରିଦେଲେ କହ୍ନେଇ। ଜୟ ଢୋଲକିଆଙ୍କ ବିଜେପି…
ତାଜା ଖବର ବିଶ୍ୱ ଚୀନ ଉପରେ ଆମେରିକାର ୧୦୦% ଅତିରିକ୍ତ ଟାରିଫ ଘୋଷଣା October 11, 2025 Papirani ଚୀନ ଉପରେ ଆମେରିକାର ୧୦୦ ପ୍ରତିଶତ ଅତିରିକ୍ତ ଟାରିଫ ଘୋଷଣା । ନଭେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ । ଏ ନେଇ ସୋସିଆଲ ମିଡିଆ ପ୍ଲାର୍ଟଫର୍ମରେ ସୂଚନା ଦେଲେ ଟ୍ରମ୍ପ । ଜିନ୍ପିଙ୍ଗଙ୍କ ସହ କଥାବାର୍ତ୍ତା ବନ୍ଦ…
ତାଜା ଖବର ରାଜ୍ୟ ଆଜି ବର୍ଷାରେ ଭିଜିବ ଓଡ଼ିଶା October 11, 2025 Papirani ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି…
ତାଜା ଖବର ରାଜନୀତି ରାଜ୍ୟ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟିଂର ଫଳାଫଳ ସ୍ଥଗିତ October 9, 2025 Papirani ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ହୋଇଥିବା ଭୋଟିଂ ଶେଷ ହୋଇଛି । ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଭୋଟିଂ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ମତଦାନ କରାଯାଇ ଫଳାଫଳ ଘୋଷଣାକୁ ସ୍ଥଗିତ…