Author: Papirani

କୋଇଲା ଟ୍ରେନ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଜିଲ୍ଲା ସୋର ଷ୍ଟେଶନରେ ଆଜି ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିଥିଲେ । ଏହାପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ…

ବିଜେଡି ଛାଡ଼ି ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ଯାଇ ସାମିଲ ହେବେ ପାଟ୍ଟଶାଣୀ । ଦୀର୍ଘ ବର୍ଷ ଧରି ବିଜେଡିରେ ଥିଲେ…

ବାଧ୍ୟ କରି ବ୍ରହ୍ମଗିରିରେ ନିର୍ବାଚନ ଲଢ଼ିବାକୁ ପଠାଯାଇଥିଲା: ଉମା ସାମନ୍ତରାୟ

ବିଜେଡି ନେତା ଉମା ସାମନ୍ତରାୟ ଖୋଲିଲେ ବିଜେଡି ଅସନ୍ତୋଷ ପେଡ଼ି । ସେ କହିଛନ୍ତି , ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିଲା । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିବା ବେଳେ…

ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଛି । ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି । କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ…

ଦଳର ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ: ନବୀନ ପଟ୍ଟନାୟକ

ବିଜେଡି ରାଜ୍ୟରେ ପରାଜୟ ହେବା ପରେ ଭିକେ ପାଣ୍ଡିଆନ୍‌ଙ୍କୁ ନେଇ ଜାରି ରହିଥିବା ବିବାଦ ମଧ୍ୟରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗଣମାଧ୍ୟମ ଆଗରେ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା। ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ…

କୁଟ୍ଟେଙ୍କୁ  ଆଶ୍ଵସ୍ତି, ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ

ସିଏମଓରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଆପିଏସ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ମିଳିଛି ଆଶ୍ଵସ୍ତି। ତାଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇ ନିଆଯାଇଛି। ଆଇପିଏସ ଅଧିକାରୀ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ। ନିଲମ୍ବନ ହଟିବା ପରେ…

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ମହାକାଶଚାରୀ ୱିଲିୟମ ଆଣ୍ଡର୍ସ

ଆପୋଲୋ ୮ର ପୂର୍ବତନ ମହାକାଶଚାରୀ ଅବସରପ୍ରାପ୍ତ ମେଜର ଜେନେରାଲ ୱିଲିୟମ ଆଣ୍ଡର୍ସ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ଚନ୍ଦ୍ରର ପରିକ୍ରମା କରିଥିବା ପ୍ରଥମ ୩ଜଣ ମହାକାଶଚାରୀଙ୍କ ମଧ୍ୟରୁ ଜଣେ ଥିଲେ ୱିଲିୟମ ଆଣ୍ଡର୍ସ। ସୂଚନା ମୁତାବକ, ଚାଟାର୍ଡ ଫ୍ଲାଇଟ୍‌…

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସରୁ ଡ଼କରା

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି।ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବରିଷ୍ଠ…

ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ କଲେ ଶ୍ରୀଜଗନ୍ନାଥ ସେନା, ଗିରଫ ଦାବି

ବିଜେଡ଼ି ନେତା ଭିକେ ପାଣ୍ଡିଆନ୍‌ଙ୍କ ବିରୋଧରେ ଇଡ଼ିରେ ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଏହି ଅଭିଯୋଗ ହୋଇଛି। ଓଡ଼ିଆ ଅସ୍ମିତାକୁ ନଷ୍ଟ କରିଥିବା ଏବଂ ଓଡ଼ିଶାରୁ ୫୦ ହଜାର କୋଟି ଲୁଟି ନେଇଥିବା ଅଭିଯୋଗରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ…

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…