ତାଜା ଖବର ଦେଶ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ । ରଜୌରୀ ବାସଭବନରେ ଥିବା ବେଳେ ପାକିସ୍ତାନ ଆଡ଼ୁ ଗୁଳି ମାଡ଼…
ତାଜା ଖବର ରାଜ୍ୟ ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…
ତାଜା ଖବର ଦେଶ ସ୍କୁଲ ଓ ଧାର୍ମିକ ଅନୁଷ୍ଠାନକୁ ଟାର୍ଗେଟ କରୁଛି ପାକିସ୍ତାନ; ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦିଆଗଲା ସୂଚନା May 9, 2025 Papirani ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଗତକାଲିର ଆକ୍ରମଣ ନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ସୂଚନା ଦିଆଯାଇଛି । ବୈଦେଶିକ ସଚିବ ବିକ୍ରମ ମିସ୍ରି, ୱିଙ୍ଗ୍ କମାଣ୍ଡର ବ୍ୟୋମିକା ସିଂହ ଓ କର୍ଣ୍ଣେଲ ସୋଫିଆ କ୍ୟୁରେସୀ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦେଶବାସୀଙ୍କୁ ଆକ୍ରମଣର ସୂଚନା…
ତାଜା ଖବର ରାଜ୍ୟ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ May 9, 2025 Papirani ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ । ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ୨ ଦିନ ମଧ୍ୟରେ କୈଫିୟତ୍ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି।…
ତାଜା ଖବର ଦେଶ ରାଜ୍ୟ ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା; ହେଲ୍ପଲାଇନ ନମ୍ବର ଜାରି May 9, 2025 Papirani ଅପେରସନ ସିନ୍ଦୁର ପରେ ଦୁଇ ଦେଶ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି। ଦେଶ ଭିତରେ ହାଇ ଆଲର୍ଟ ଜାରି କରାଯାଉଛି। ।ଲଗାତାର ୩-୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ…
ତାଜା ଖବର ଦେଶ ଭାରତ-ପାକିସ୍ତାନ ଉତ୍ତେଜନା: ବ୍ଲାକ ଆଉଟ୍ ରହିବ ରାଜସ୍ଥାନର ଜୈସେଲମେର ସହର May 9, 2025 Papirani ଭାରତ-ପାକିସ୍ତାନ ଉତ୍ତେଜନା ବୃଦ୍ଧିକୁ ଦୃଷ୍ଟିରେ ରଖି ଆଜି ବ୍ଲାକ ଆଉଟ୍ ରହିବ ରାଜସ୍ଥାନର ଜୈସେଲମେର ସହର । ସନ୍ଧ୍ୟା ୬ଟାରୁ ସକାଳ ୬ଟା ଯାଏଁ ବ୍ଲାକ୍ ଆଉଟ୍ ଘୋଷଣା । ଏହା ସହ ସଂଧ୍ୟା ୫ଟା ପରେ ସମସ୍ତ ଦୋକାନ ବଜାର…
ତାଜା ଖବର ଦେଶ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ସାମିଲ ହେବ ଟେରିଟୋରିଆଲ୍ ଆର୍ମି May 9, 2025 Papirani ପହଲଗାମରେ ଆତଙ୍କବାଦୀ ଆକ୍ରମଣର ଜବାବ ପାକିସ୍ତାନକୁ ଅପେରସନ ସିନ୍ଦୁର ଜରିଆରେ ଦେଉଛି ଭାରତ। ଟେରିଟୋରିଆଲ୍ ଆର୍ମିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ । ଭାରତ-ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ସ୍ଥିତି କାରଣରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯିବା ସହ ସୁରକ୍ଷା…
ତାଜା ଖବର ଦେଶ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି; ଗଣମାଧ୍ୟମର ସିଧା ପ୍ରସାରଣ ଉପରେ ଲାଗିଲା କଟକଣା May 9, 2025 Papirani ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କଲା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ସମସ୍ତ ଗଣମାଧ୍ୟମ ଚ୍ୟାନେଲ, ଡିଜିଟାଲ୍ ପ୍ଲାଟଫର୍ମ ଏବଂ ବ୍ୟକ୍ତିବିଶେଷଙ୍କୁ ପ୍ରତିରକ୍ଷା ଅଭିଯାନ ଏବଂ ସୁରକ୍ଷା ବାହିନୀର…
ଖେଳ ତାଜା ଖବର ଦେଶ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲ୍ ବନ୍ଦ୍ May 9, 2025 Papirani ବନ୍ଦ ହେଲା ଆଇପିଏଲ ୨୦୨୫ । ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖାଯାଇଛି । ମେ ୯ ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ସ୍ଥଗିତ…
ତାଜା ଖବର ଦେଶ ଯୁଦ୍ଧ ସ୍ଥିତିକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୈଠକ May 9, 2025 Papirani ସୁରକ୍ଷାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ଼ ବୈଠକ । ଭାରତ ଦ୍ୱାରା ଆତଙ୍କବାଦୀଙ୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହି କାରଣରୁ ପାକିସ୍ତାନ କ୍ରମାଗତ ଭାବେ ଡ୍ରୋନ୍ ଏବଂ ମିସାଇଲ୍ ସାହାଯ୍ୟରେ ଭାରତ ଉପରେ…