ତାଜା ଖବର ରାଜ୍ୟ ୨୦୨୭ ଶେଷ ସୁଦ୍ଧା ସରିବ ଭୁବନେଶ୍ଵର ମେଟ୍ରୋ ପ୍ରକଳ୍ପ କାମ November 6, 2024 Papirani ବହୁତ ଶୀଘ୍ର ରାଜ୍ୟରେ ଚାଲିବ ମେଟ୍ରୋ ଟ୍ରେନ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ସେ କହିଛନ୍ତି ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱରରେ ସରିବ ମେଟ୍ରୋ ପ୍ରକଳ୍ପ କାମ। ଏହି ପ୍ରକଳ୍ପ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି November 6, 2024 Papirani ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…
ତାଜା ଖବର ରାଜ୍ୟ ମୋ ବସ୍ରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର; ଏଥର ସାବାଡ୍ ହେବେ ଅମାନିଆ ଡ୍ରାଇଭର November 6, 2024 Papirani ଦିନକୁ ଦିନ ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍ ଦୁର୍ଘଟଣା ଘଟାଇବା ନେଇ ଜନଅସନ୍ତୋଷ ବଢ଼ିବାରୁ ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ । ଏହି ସଂପର୍କରେ ଆଜି…
ତାଜା ଖବର ରାଜ୍ୟ ଆରଡିସି ତଦନ୍ତ ପରିସରଭୁକ୍ତ ହେବେ କି ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ? November 6, 2024 Papirani କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କାର ଆମ୍ବ ଟାକୁଆ ଜାଉ ଭକ୍ଷଣ ଜନିତ ମୃତ୍ୟୁ ଘଟଣାର ତଦନ୍ତ କରିବେ ଆରଡିସି ବୋଲି ସରକାର ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି । ତେବେ କନ୍ଧମାଳ ସିଏସଓ ଜ୍ଞାନେନ୍ଦ୍ର ମିଶ୍ର ଓ ଯୋଗାଣ ଅଧିକାରୀଙ୍କୁ ଆରଡିସି ତଦନ୍ତ…
ତାଜା ଖବର ରାଜ୍ୟ ୭ ଦିନ ଭିତରେ ଲୋକଙ୍କୁ ମିଳିବ ବାତ୍ୟା କ୍ଷତିପୂରଣ ଟଙ୍କା: ରାଜସ୍ବ ମନ୍ତ୍ରୀ November 6, 2024 Papirani ୭ ଦିନ ଭିତରେ ଲୋକଙ୍କୁ ମିଳିବା ବାତ୍ୟା କ୍ଷୟକ୍ଷତି ଟଙ୍କା । ବାତ୍ୟା କ୍ଷତିପୂରଣ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇ କହିଛନ୍ତି । ସଂଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ଟଙ୍କା । ଏହାପରେ ୭…
ତାଜା ଖବର ବିଶ୍ୱ ରାଜନୀତି ଆମେରିକା ନିର୍ବାଚନରେ ବାଜି ମାରିଲେ ଡୋନାଲ୍ଡ ଟ୍ରମ୍ପ; ହେବେ ୪୭ତମ ରାଷ୍ଟ୍ରପତି November 6, 2024 Papirani ଆମେରିକାର ୪୭ତମ ରାଷ୍ଟ୍ରପତି ଗାଦି ହାତେଇଲେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଆମେରିକା ନିର୍ବାଚନ ଜିତିଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୂଚନା ମୁତାବକ…
ତାଜା ଖବର ରାଜନୀତି ରାଜ୍ୟ ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ November 6, 2024 Papirani ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…
ତାଜା ଖବର ରାଜ୍ୟ କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ; ଜୁନିୟର ଛାତ୍ରକୁ ରଡରେ ପିଟିଲେ ସିନିଅର November 6, 2024 Papirani କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିଲେ ୫ ସିନିଅର । ଲୁହା ରଡରେ ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ମେଡିକାଲରେ ଛାତ୍ରକୁ ଭର୍ତ୍ତି କରାଯାଇଛି । ଏ ନେଇ ନେଇ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର November 6, 2024 Papirani ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ଇଡକୋ ଜୁନିଅର ମ୍ୟାନେଜର(ସିଭିଲ୍) ବିଜୟ କୁମାର ଉଦୟସିଂହଙ୍କ ଘରେ ଚଢ଼ଉ କରାଯାଇଛି । ଖୋର୍ଦ୍ଧା, ଭୁବନେଶ୍ବର ଓ…
ତାଜା ଖବର ରାଜ୍ୟ ମା’ ତାରାତାରିଣୀ ମନ୍ଦିରରୁ ଚୋରି; ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ଟଙ୍କା ନେଇଗଲେ ଦୁର୍ବୃତ୍ତ November 6, 2024 Papirani ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ବଡ଼ ଧରଣର ଚୋରି ହୋଇଛି । ଲକ୍ଷାଧିକ ଟଙ୍କାର ଅଳଙ୍କାର ଓ ଦାନ ହୁଣ୍ଡି ଭାଙ୍ଗି ଦାନା କରାଯାଇଥିବା ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏ ନେଇ ମନ୍ଦିର…