Author: Papirani

ଦିଲ୍ଲୀର କର୍ତ୍ତବ୍ୟପଥରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଆଜି ସାରା ଦେଶ ପାଳନ କରୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ କର୍ତ୍ତବ୍ୟପଥରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଭୋ ସୁବିଆଣ୍ଟୋ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କୁ…

ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ବୃହତ ରକ୍ତଦାନ ଶିବିରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ ଅବସର ରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ବୃହତ ରକ୍ତଦାନ ଶିବିରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରୁଛନ୍ତି । ସାଧାରଣତନ୍ତ୍ର…

ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଆଜି ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ । ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଭୁବନେଶ୍ବର ଗାନ୍ଧୀ…

ଶଙ୍ଖ ଭବନରେ ପାଳନ ହେଲା ସାଧାରଣତନ୍ତ୍ର ଦିବସ; ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ

ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆଜି ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ସମାବେଶରେ ଉଦବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଭାରତ ଏକ…

ଦଳର ସମସ୍ତ ପ୍ରମୁଖ ସଂଗଠନକୁ ଭାଙ୍ଗିଲା ବିଜେଡି; ଜାରି ହେଲା ବିଜ୍ଞପ୍ତି

ବିଜେଡିର ସାଙ୍ଗଠନିକ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା । ଗତକାଲି ଏକ ଦଳିୟ ବିଜ୍ଞପ୍ତି ଜାରି କରି ବିଜେଡି ନେଇଛି ବଡ ନିଷ୍ପତି । ବିଜ୍ଞପ୍ତି ଅନୁଯାୟୀ ଦଳର ସମସ୍ତ ପ୍ରମୁଖ ସଂଗଠନକୁ ଭାଙ୍ଗି ଦିଆଯାଇଛି। ସେଗୁଡିକ ହେଲା ବିଜୁ…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି 

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ କଳାକନା ବୁଲାଇଚନ୍ତି ଚୋର । ଗତକାଲି ରାତିରେ ଘରେ ପଶି ବଡ଼ ଧରଣର ଲୁଟ୍ କରିଛନ୍ତି ଅଭିଯୁକ୍ତ । ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ବାସଭବନରୁ ଲୁଟ୍ ହୋଇଥିବା ସୂଚନା…

୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ପ୍ରତ୍ଯେକ ଓଡିଶାବାସୀ,…

୨୩ଟି ଜିଲ୍ଲା ପାଇଁ ଜିଲ୍ଲା ସଭାପତି ଘୋଷଣା କଲା ବିଜେପି

ରାଜ୍ୟ ବିଜେପି ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଘୋଷଣା କରିଛି ଦଳ । ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛି ଦଳ । ସର୍ବ ସହମତିରେ ସଭାପତିଙ୍କ ନାଁ ଘୋଷଣା କରାଯାଇଥିବା ସୂଚନା ମିଳିଛି…

ଖୋ ଖୋ ବିଶ୍ୱକପ୍‌ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱରରେ ପହଞ୍ଚିଲେ ଖୋ ଖୋ ବିଶ୍ୱକପ ଚାମ୍ପିଅନ୍ ବିଜେତା ଓଡ଼ିଆ ଖେଳାଳି । ଓଡ଼ିଶାରେ ପହଞ୍ଚିବା ବେଳେ ବିଶ୍ବ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପ୍‌ରେ…

ଗର୍ଭବତୀଙ୍କୁ ଟ୍ରମ୍ପ୍ ଡର; ପ୍ରି ଡେଲିଭରୀ ପାଇଁ ହସ୍ପିଟାଲରେ ପ୍ରବାସୀଙ୍କ ଗହଳି

ଅଣନାଗରିକ ଦମ୍ପତିଙ୍କ ପିଲା ଆମେରିକାରେ ଫେବୃଆରୀ ୨୦ ପରେ ଜନ୍ମ ହେଲେ ତାଙ୍କୁ ଜନ୍ମଗତ ନାଗରିକତ୍ୱ ଅଧିକାର ମିଳିବ ନାହିଁ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସ୍ବାକ୍ଷର ପରେ ଛାନିଆ ଭାରତୀୟ। ବର୍ଥରାଇଟ୍ ସିଟିଜେନସିପ୍ ସଂଶୋଧନ ପରେ ଛାନିଆ ହୋଇପାରିଛନ୍ତି ପ୍ରବାସୀ…