ତାଜା ଖବର ମନୋରଞ୍ଜନ ଆଇସିୟୁରୁ ବାହାରିଲେ ବଲିଉଡ୍ ଅଭିନେତା ସୈଫ୍ ଅଲ୍ଲୀ ଖାନ୍ January 17, 2025 Papirani ସୁସ୍ଥ ହେଉଛନ୍ତି ବଲିଉଡ୍ ସୁପର୍ଷ୍ଟାର ଅଭିନେତା ସୈଫ୍ ଅଲ୍ଲୀ ଖାନ୍। ତାଙ୍କୁ ଆଇସିୟୁରୁ ସ୍ପେଶାଲ ୱାର୍ଡ଼କୁ ସିଫ୍ଟ କରାଯାଇଥିବା ସୂଚନା ମିଳିଛି। ଏହା ସହ ୩ ଦିନ ଭିତରେ ସୈଫ୍ ଡିସଚାର୍ଜ ହୋଇପାରନ୍ତି । ତାଙ୍କ ଚଲାବୁଲା ଉପରେ ସପ୍ତାହେ ପର୍ଯ୍ୟନ୍ତ…
ତାଜା ଖବର ରାଜ୍ୟ ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ପାଇଁ ସ୍ପେଶାଲ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ January 17, 2025 Papirani ଶୁଭାରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନ । ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…
ରାଜନୀତି ଜମି ବିବାଦରେ ଫସିଯିବେ କି ମନ୍ତ୍ରୀ କୃଷ୍ଣ ? January 17, 2025 Papirani ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଓ ତାଙ୍କ ପରିବାର ନାମରେ ଉଠିଛି ଏକ ଜମିବିବାଦ ମାମଲା । ଯତନନଗରରେ ପ୍ରାୟ ୫୨ ଏକର ଜମି ପାଇଁ ଆବେଦନ କରିଥିଲେ ପାତ୍ର ପରିବାର । ଇଏ ହେଉଛି ୨୦୧୬ର ମାମଲା । ୨୦୧୬ରେ ରାଜ୍ୟରେ…
ତାଜା ଖବର ରାଜ୍ୟ ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା January 17, 2025 Papirani ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିସାରିଥିବା ବେଳେ ଜାନୁଆରୀ ଶେଷରେ ଚତୁର୍ଥ ପର୍ଯାୟ ଟଙ୍କା ମିଳିବ ବୋଲି କହିଛନ୍ତି ପ୍ରଭାତୀପର ପରିଡ଼ା ।…
ତାଜା ଖବର ରାଜ୍ୟ ମାଟିରେ ମିଶିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ January 17, 2025 Papirani ଭାଙ୍ଗିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ । ବହୁ ବାଦ ବିବାଦ ପରେ ଆଶ୍ରମରେ ଆଜି ବୁଲିଲା ବୁଲଡୋଜର । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ଆଜି ମଧ୍ୟାହ୍ନ ୧୨ଟା ସମୟରେ ଆଶ୍ରମରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସମସ୍ତ ଅନ୍ତେବାସୀ…
ତାଜା ଖବର ରାଜ୍ୟ ନିଜର ସମ୍ପତ୍ତି ତାଲିକା ଦେବେ ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀ January 17, 2025 Papirani କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ନିୟମକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ସବୁ ଅଧିକାରୀ ଓ କର୍ମଚାରୀଙ୍କ ଲାଗି ନିର୍ଦ୍ଦେଶାବଳୀ ଜାରି ହୋଇଛି । ମନ୍ଦିର କାର୍ଯ୍ୟର କ୍ରିୟାଶୀଳ ଏବଂ ଉତ୍ତରଦାୟୀ କରିବାକୁ ଏହି…
ତାଜା ଖବର ରାଜ୍ୟ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର January 17, 2025 Papirani ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ…
ତାଜା ଖବର ରାଜ୍ୟ ଚଳିତ ଜାନୁଆରୀରୁ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି January 16, 2025 Papirani ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସକୁ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି । ଚଳିତ ଜାନୁଆରୀ ମାସଠାରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଦେବେ…
ତାଜା ଖବର ରାଜ୍ୟ ଖୁବ ଶୀଘ୍ର ରାଜ୍ୟରେ ବଢ଼ିବ ଅଙ୍ଗନବାଡି କର୍ମୀଙ୍କ ଦରମା ! January 16, 2025 Papirani ବଢ଼ିବ ଅଙ୍ଗନବାଡି କର୍ମୀଙ୍କ ଦରମା । ରାଜ୍ୟ ଅଙ୍ଗନବାଡି କର୍ମୀଙ୍କ ଦରମା ବଢ଼ିବା ନେଇ କେନ୍ଦ୍ରକୁ ଦିଆଗଲା ପ୍ରସ୍ତାବ । ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ ପ୍ରସ୍ତାବ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ସହ ଉପମୁଖ୍ୟମନ୍ତ୍ରୀ ରାଜ୍ୟରେ କାର୍ଯ୍ୟରତ…
ତାଜା ଖବର ମନୋରଞ୍ଜନ ସୈଫ ଅଲ୍ଲୀଙ୍କ ସ୍ପାଇନରୁ ବାହାରିଲା ୨.୫ ଇଞ୍ଚ୍ ର ଛୁରୀ January 16, 2025 Papirani ବଲିଉଡ ଅଭିନେତା ସୈଫ ଅଲ୍ଲୀଙ୍କ ସ୍ପାଇନରୁ ବାହାରିଲା ୨.୫ ଇଞ୍ଚର ଛୁରୀ । ଏହା ସହ ସୈଫ ଅଲ୍ଲୀ ଖାନଙ୍କୁ ଘରେ ପଶି ଦୁର୍ବୃତ୍ତ ଆକ୍ରମଣ ଘଟଣାରେ ପୋଲିସର ତନାଘନା ଜାରିରହିଛି। ଏଥିରେ ସାମିଲ ଥିବା ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ…