ତାଜା ଖବର ଦେଶ ରାଜନୀତି ମେ ୧୦, ୧୧ ରେ ମୋଦିଙ୍କର ଭୁବନେଶ୍ୱର ଓ ବଲାଙ୍ଗୀର କାର୍ଯ୍ୟକ୍ରମ May 4, 2024 Papirani ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍…
ତାଜା ଖବର ରାଜନୀତି ରାଜ୍ୟ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ May 4, 2024 Papirani କୋରାପୁଟରେ ଆଜି ମାରାଥନ୍ ପ୍ରଚାର ସମୟରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ମିଛ…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସରେ ମିଶିଲେ ପୂର୍ବତନ ବିଧାୟକ ଦେବାଶିଷ ନାୟକ May 4, 2024 Papirani କଂଗ୍ରେସରେ ମିଶିଲେ ପୂର୍ବତନ ବିଧାୟକ ଦେବାଶିଷ ନାୟକ । ବିଜେପି ଟିକେଟ୍ ନଦେବାରୁ ଏବେ କଂଗ୍ରେସରେ ଯୋଗ ଦେବଲେ ଦେବାଶିଷ ନାୟକ । ଟିକେଟ୍ ପାଇଁ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ ଦେବାଶିଷ କିନ୍ତୁ ସେଠାରେ ମଧ୍ୟ ତାଙ୍କୁ ବିଜେପି ନିରାଶ…
ତାଜା ଖବର ରାଜନୀତି ରାଜ୍ୟ ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ May 4, 2024 Papirani ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟ ଓଏମପି ପଡିଆରେ ହେଲିକପ୍ଟରରେ ଯାଇ ଅବତରରଣ କରିବା ପରେ ଜୟପୁରରେ ପହଞ୍ଚି ଜନସଭାରେ ଯୋଗ ଦେଇଛନ୍ତି । ଏଠାରେ ବିରାଟ ଜନସମାବେଶକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ…
ତାଜା ଖବର ରାଜ୍ୟ ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । May 4, 2024 Papirani ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି । ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି । ଅସନ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର May 4, 2024 Papirani ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ । ଏବେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ…
ରାଜନୀତି ରାଜ୍ୟ ଟିକେଟ୍ ଫେରାଇଲେ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି May 4, 2024 Papirani ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇଥିବା ସୂଚନା ରହିଛି । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ଦଳ ଫଣ୍ଡିଂ ନ ଦେବାରୁ…
ତାଜା ଖବର ରାଜନୀତି ରାଜ୍ୟ ଘସିପୁରାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ May 3, 2024 Papirani ଭୁବନେଶ୍ବର: ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ । କିଛିଦିନ ତଳେ ବିଜେପିରୁ ଘଷିପୁରା ପାଇଁ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। କିନ୍ତୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ May 3, 2024 Papirani ଭୁବନେଶ୍ୱର: ଗତକାଲି ବିଜେଡ଼ ରୁ ଇସ୍ତପା ଦେବାପରେ ଆଜି ଗଣମାଧ୍ୟମ ଆଗରେ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ | ସେ କହିଛନ୍ତି ଗଂଜେଇ ବେପାରୀଙ୍କ ପତ୍ନୀଙ୍କୁ ବିଜେଡି ଟିକେଟ ଦେଉଛି ଏବଂ ବିଜେଡି ଯାହାକୁ…
ରାଜନୀତି ରାଜ୍ୟ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ May 3, 2024 Papirani ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛନ୍ତି ଖାରବେଳ । ସେ ବାଲେଶ୍ୱର ଲୋକସଭା ଆସନରୁ ବିଜେପି ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଥିଲା…