Author: Papirani

କାଲି ଆକାଶମାର୍ଗରୁ ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

କାଲି ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ କାଲି ଦିନ ୧୦ଟାରେ କରିବେ ପରିଦର୍ଶନ । କାଲି ଆକାଶ ମାର୍ଗରୁ ବାତ୍ୟା ଦାନା ଦ୍ଵାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ…

ଏନସିପିରେ ସାମିଲ ହେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି । ଏନସିପିରେ ସାମିଲ ହୋଇଛନ୍ତି ପୂର୍ବତନ ଦିବଂଗତ ବିଧାୟକ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ। ଆଜି ବିଧିବଦ୍ଧ ଭାବେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପସ୍ଥିତିରେ ଦଳରେ ସାମିଲ…

ଲ୍ୟାଣ୍ଡଫଲ ପରେ ଦୁର୍ବଳ ହେଲା ବାତ୍ୟା ଦାନା

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୀଷଣ ବାତ୍ୟା ରୁ “ବାତ୍ୟା”ରେ ପରିଣତ ହେଲା ଦାନା । ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ୍‌ କରିଥିଲା ସାମୁଦ୍ରିକ ବାତ୍ୟା ‘ଦାନା’। ସ୍ଥଳଭାଗକୁ ସ୍ପର୍ଶ କରିବା ସହିତ ତାଣ୍ଡବ ଲୀଲା ଆରମ୍ଭ କରିଥିଲା ବାତ୍ୟା। କେନ୍ଦ୍ରାପଡ଼ା ଜିଲ୍ଲା…

ସରିଲା ବାତ୍ୟା; ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ବିଳମ୍ବିତ ରାତିରେ ଭିତରକନିକାର ହାବେଳିଖଟି ନେଚର କ୍ୟାମ୍ପରେ ସ୍ଥଳଭାଗ ଛୁଇଁଛି ‘ଦାନା’ । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ଆଗାମୀ…

ଆରମ୍ଭ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ଆରମ୍ଭ ହେଲା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ।ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା ଦାନା । ତେବେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ଧରି ଚାଲିବ ଅଥାତ୍ ଏହି ପ୍ରକ୍ରିୟା ଭୋର୍‌ ସକାଳ…

ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…

ଦେଶର ନୂତନ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା।ବର୍ତ୍ତମାନର ସେ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ସ୍ଥାନ ନେବେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…

ବାତ୍ୟା ଦାନା ପାଇଁ ସ୍ଥାନାନ୍ତର ହୋଇସାରିଲେଣି ୩ ଲକ୍ଷ ୫୦ ହଜାର ଲୋକ: ସୁରେଶ ପୂଜାରୀ

ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ଲୋକଙ୍କ ସୁରକ୍ଷା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇ କହିଛନ୍ତି ବାତ୍ୟା ଦାନା ପାଇଁ ପ୍ରଭାବିତ ହେବ ୧୧ଟି ଜିଲ୍ଲା। ସବୁଠୁ ଅଧିକ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ବେଶୀ ପ୍ରଭାବିତ ହେବ…

ବାତ୍ୟା ପାଇଁ ଆସନ୍ତାକାଲି କନ୍ଧମାଳର ସମସ୍ତ ସ୍କୁଲ୍ ବନ୍ଦ

ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସ୍କୁଲ ବନ୍ଦ ରହିବ ।ସାମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ଏନେଇ ଆଜି ଜିଲ୍ଲା ଶିକ୍ଷା ଅଧିକାରୀ ଜିଲ୍ଲାର ସମସ୍ତ ବିଇଓ,…