Author: Papirani

ଯାଞ୍ଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ 

ପୁରୀର ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ।ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ସ୍ଥଳରେ ହୋଇଥିବା ବେଳେ ଅନ୍ୟଟି ମିଆମାର ଅଞ୍ଚଳରେ ସୃଷ୍ଟି ହୋଇଛି।ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ଓଡିଶାର ଆଜିଠୁ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ହାଇକୋର୍ଟ ଝଟ୍‌କା; ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନକୁ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ହାଇକୋର୍ଟଙ୍କ ଝଟ୍‌କା । ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲାରେ ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜମି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଥିଲା ।…

ଓଡ଼ିଶାରୁ ଚାଲିଯିବ ଜେଏସଡବ୍ଲୁ ପ୍ଲାଣ୍ଟ !

ଓଡ଼ିଶାରୁ ଚାଲିଯାଇପାରେ ରାଷ୍ଟ୍ରୀୟ କମ୍ପାନୀ ଜେଏସଡବ୍ଲୁ । ଓଡ଼ିଶାର ପ୍ରସ୍ତାବିତ ପ୍ଲାଣ୍ଟକୁ ଜେଏସଡବ୍ଲୁ ମହାରାଷ୍ଟ୍ରକୁ ନେଇଯିବା ଚର୍ଚ୍ଚା ହେଉଥିବାର ସୂଚନା ମିଳିଛି। ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା।…

ଦୋଷୀଙ୍କୁ ଦଣ୍ଡ ଏବଂ ନିର୍ଦ୍ଦୋଷଙ୍କୁ ନ୍ୟାୟ ପାଇଁ ବିଜେପି ସରକାର କୌଣସି ସାଲିସ୍ କରିବ ନାହିଁ: ମନମୋହନ ସାମଲ

ଭରତପୁର ଥାନା ଘଟଣାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱ ବିଜେପି ସରକାର ଅତ୍ୟନ୍ତ ଯତ୍ନତା ଏବଂ ସଂଯମତାର ସହ ଉଚିତ୍ ପଦକ୍ଷେପ ଗ୍ରହଣ କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ…

ରାଉରକେଲା ନାବାଳିକା ଗଣଦୁଷ୍କର୍ମ ମାମଲା: ଶିଶୁ ଅଧିକାର ସୁରକ୍ଷା ଆୟୋଗର ହସ୍ତକ୍ଷେପ

ରାଉରକେଲାରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ତଦନ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବା ପାଇଁ ୩ ଅଧିକାରୀଙ୍କୁ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ନୋଟିସ୍…

ସୂର୍ଯ୍ୟ ମନ୍ଦିର ଚତୁଃପାର୍ଶ୍ବରେ ଜିପିଆର୍‌ ସର୍ଭେ ଓ ଲେଜର ସ୍କାନିଂ ଆରମ୍ଭ

ଓଡ଼ିଶା ଐତିହ୍ୟ କୋଣାର୍କର ସୂର୍ଯ୍ୟ ମନ୍ଦିର ଚତୁଃପାର୍ଶ୍ବରେ ଜିପିଆରଏସ ଲେଜର ସ୍କାନିଙ୍ଗ ଆରମ୍ଭ ହୋଇଯାଇଛି । ହାଇଦ୍ରାବାଦର ନ୍ୟାସନାଲ ଜିଓଫିଜିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଦ୍ବାରା ସର୍ଭେ କରାଯାଉଛି । ରେଡିଓ ୱେବ୍ ଜରିଆରେ ଭୂତଳର ୧୫ ମିଟର ଯାଏଁ ହେଉଛି ସ୍କାନିଂ…

ଭରତପୁର ଥାନା ଘଟଣା; ଚାପରେ ମୁଣ୍ଡ ନୁଆଇଁ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଲେ: ବିଜେଡି

ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ଵର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି…

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ବିଶ୍ବବିଦ୍ୟାଳୟ ହଷ୍ଟେଲ ନମ୍ବର-୫ରେ ଜୁନିଅର ଛାତ୍ରଙ୍କୁ କିଛି ସିନିୟର ଛାତ୍ରଙ୍କ ରାଗିଂ ଅଭିଯୋଗ ହୋଇଛି। ରାଗିଂ ଅଭିଯୋଗ ପରେ ତନାଘନା କରାଯାଇଛି । ଛାତ୍ରମାନଙ୍କ ଅଭିଯୋଗ ପରେ ବିଶ୍ବବିଦ୍ୟାଳୟରେ ଜରୁରୀ ବୈଠକ ବସିଥିବା…

ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସଂପର୍କରେ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।…