Author: Papirani

ଘର ତିଆରି କରୁଥିଲେ ସାବଧାନ; ରାଜଧାନୀରେ ବିକ୍ରି ହେଉଛି ନକଲି ସିମେଣ୍ଟ

ସମସ୍ତେ ଅଳ୍ପ ବହୁତେ ଘର ନିର୍ମାଣ ପାଇଁ ସିମେଣ୍ଟ ଆଣିଥାନ୍ତି । ହେଲେ ସିମେଣ୍ଟ ଯେ, ନକଲି ତାହା ଶୁଣିଲେ ଆପଣମାନେ ଚକିତ ହୋଇପଡିବେ। ଆପଣମାନେ ପୂର୍ବରୁ ଜାଣିଥିବେ ନକଲି ଘିଅ, ତେଲ, ସସ୍ ଆଦି ଶୁଣିଥିବେ । ହେଲେ ସିମେଣ୍ଟ…

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଆଜିଠୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ବଡଦିନ ଓ ନୂଆବର୍ଷରେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ବନ୍ଦ ରହିଥିବା ବେଳେ ଆଜିଠାରୁ ପୁଣି କାର୍ଯ୍ୟ ଆରମ୍ଭ ହେବ । ପ୍ରତିଦିନ ମାର୍ଗଦର୍ଶିକା ଆଧାରରେ…

ଶପଥ ନେଲେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ସରଣ ସିଂହ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଭୁବନେଶ୍ୱରର…

ନିର୍ଭୟକୁ ଆସିଛି ପନ୍ନୁର ଧମକପୂର୍ଣ୍ଣ ମେଲ୍

ଆସନ୍ତା ଜାନୁୟାରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ । ଏହି ସମ୍ମିଳନୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବହୁ ମନ୍ତ୍ରୀଗଣ ଏବଂ ଉଚ୍ଚ ପଦାଧିକାରୀମାନେ…

ଚାଷୀଙ୍କ ସମସ୍ୟା ନେଇ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀ ମୋହନମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚିଠି ଦ୍ବାରା ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ଦୁଃଖ ଜଣାଇଲେ ବିରୋଧୀ ଦଳ ନେତା । ଉପଯୁକ୍ତ ତଦନ୍ତ ସହ ନିର୍ଦ୍ଦିଷ୍ଟ ସମୟରେ ଚାଷୀଙ୍କ ଅଦିନିଆ ବର୍ଷାଜନିତ…

ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର୍ ବସ୍

ଓଡ଼ିଶାରେ ପହଞ୍ଚିଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍‌। ବସରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ଦେଖିବାକୁ ମିଳିଛି । ପ୍ରାରମ୍ଭିକ ଭାବେ ପ୍ରବାସୀ ଭାରତୀୟଙ୍କୁ ବୁଲାଇବ ଡବଲ୍ ଡେକର ବସ୍। ପ୍ରଥମେ ପ୍ରବାସୀଙ୍କୁ ବୁଲାଇବ ପରେ ଏହି ବସ୍ ଭୁବନେଶ୍ୱର,…

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଏହା ସହ ବିମାନବନ୍ଦରରେ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନାଏହାପରେ ରାଜଭବନ ଯାଇ ସେଠାରୁ ପୁରୀ…

ଖେଳରତ୍ନ ପୁରସ୍କାର ପାଇଲେ ମନୁ, ଗୁକେଶ, ହରମନପ୍ରୀତ, ପ୍ରବୀଣ

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଧ୍ୟାନଚନ୍ଦ ଖେଳରତ୍ନ ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜନ ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର-୨୦୨୪। ପ୍ୟାରିସ୍ ଅଲିମ୍ପିକ୍ସରେ ଦୁଇଟି ଅଲିମ୍ପିକ୍ ପଦକ ଜିତିଥିବା ଭାରତୀୟ ମହିଳା ସୁଟର ମନୁ…

ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବଢ଼ାଇଲେ ଓଡ଼ିଶା ସରକାର

ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆଜି ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି…

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ । ଆଜି ଆଇଏଏସ ସ୍ତରରେ ଏକ ଅଦଳବଦଳ ହୋଇଛି । ସଚିବ ସ୍ତରରେ ୫ ଜଣ ଅଫିସରଙ୍କ ଅଦଳବଦଳ ହୋଇଛି । ଯେଉଁଥିରେ ବଦଳି ଆଇଏଏସଙ୍କ ମଧ୍ୟରେ ରହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ…