Author: Papirani

ଆଜି ନୂଆ ବିଦ୍ୟୁତ୍ ଟାରିଫ୍ ଘୋଷଣା

ଆଜି ଆସିବ ନୂଆ ବିଦ୍ୟୁତ ଟାରିଫ । ୨୦୨୫-୨୬ ଆର୍ଥିକବର୍ଷ ପାଇଁ ଟାରିଫ ଜାରି କରିବ ଓଇଆରସି । ବିଦ୍ୟୁତ କମ୍ପାନୀମାନଙ୍କ ସହ ଆଲୋଚନା ପରେ ଆସିବ ନୂଆ ଟାରିଫ । ଆଜି ଅପରାହ୍ଣ ୪ଟାରେ ଘୋଷଣା କରିବ ଓଇଆରସି ।…

ଅଙ୍ଗନବାଡ଼ି ଛତୁଆ ଖାଇ ୨ ଶିଶୁକନ୍ୟାଙ୍କ ମୃତ୍ୟୁ; ୨ ଗୁରୁତର

ଅଙ୍ଗନବାଡ଼ି ନାଁରେ ଆସିଲା ସାଂଘାତିକ ଅଭିଯୋଗ। ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି । ଅଙ୍ଗନବାଡ଼ି ଛତୁଆ ଖାଇ ୨ ନାବାଳିକା ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ନେଇ ଅଭିଯୋଗ ହୋଇଛି।…

ମାଇନିଂ ଅଫିସର ରାଜେନ୍ଦ୍ର ଖୁଣ୍ଟିଆ ନିଲମ୍ୱିତ

ମାଇନିଂ ଅଫିସର ରାଜେନ୍ଦ୍ର ଖୁଣ୍ଟିଆ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଖିଲାପ ପାଇଁ ସରକାର ନେଲେ କାର୍ଯ୍ୟନୁଷ୍ଠାନ । ରାଜେନ୍ଦ୍ରଙ୍କ କାର୍ଯ୍ୟ ଉପରେ ସରକାର ତୀକ୍ଷଣ ନଜର ରଖୁଥିଲେ । କାର୍ଯ୍ୟଶୈଳୀରେ ଉନ୍ନତି ପରିଲକ୍ଷିତ ନ ହେବାରୁ ତାଙ୍କୁ ସସପେଣ୍ଡ କରାଯାଇଛି…

କାଳବୈଶାଖୀର କ୍ଷୟକ୍ଷତି ସମୀକ୍ଷା ବେଳେ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ କଲେ ଗ୍ରାମବାସୀ 

ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏଥିପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି କାଳବୈଶାଖୀର ସମୀକ୍ଷା କରିଛନ୍ତି । ଏହାରି ମଧ୍ୟରେ କ୍ଷୟକ୍ଷତି ଆକଳନ ପାଇଁ…

ପୁଣି ଦିଲ୍ଲୀରେ ନବୀନ, ପାଣ୍ଡିଆନ; ଖୁବ ଶୀଘ୍ର ଓଡ଼ିଶା ଛାଡ଼ିବେ ଭୈରବ

ନୂଆଦିଲ୍ଲୀ ଗସ୍ତରେ ନବୀନ ପଟ୍ଟନାୟକ ଓ ତାଙ୍କ ସଖା ଭିକେ ପାଣ୍ଡିଆନ । ବିଚ୍ଛେଦ ପୂର୍ବରୁ ଗତିବିଧି ଚଳଚଞ୍ଚଳ । ଖୁବ ଶୀଘ୍ର ଓଡ଼ିଶା ଛାଡିପାରନ୍ତି ଭି.କେ ପାଣ୍ଡିଆନ । ଆନ୍ତର୍ଜାତିକ ସଂସ୍ଥା ବିଲ୍ ଗେଟ୍ସ ଫାଉଣ୍ଡେସନରେ ଭୈରବ କାର୍ତ୍ତିକେୟନ ପାଣ୍ଡିଆନ…

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।…

ବ୍ରହ୍ମପୁରରେ ୮ ଯୁବକଙ୍କ ନାରକୀୟ କାଣ୍ଡ: ବାଇକରେ ଆସି ବୁଲା କୁକୁରକୁ ଖଣ୍ଡାରେ ହାଣିବା ଭିଡ଼ିଓ ଭାଇରାଲ୍

ମାନବିକତାର ସୀମା ଟପିଲା ମଣିଷ । ବୁଲା କୁକୁରକୁ ଖଣ୍ଡାରେ ହାଣିଲେ ୮ ଦୁର୍ବୃତ୍ତ । ବ୍ରହ୍ମପୁର ଗାନ୍ଧୀନଗର ଲେନ୍ ନଂ-୭ରେ ଘଟିଛି ଏହି ଅମାନବିୟ ଘଟଣା । କୁକୁରକୁ ଆକ୍ରମଣ କରିବା ବେଳର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି…

ରାଜ୍ୟରେ କାଳବୈଶାଖୀ ପ୍ରଭାବ; ପ୍ରବଳ ବର୍ଷା ପାଇଁ ସତର୍କ ଜାରି

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା, ଘଡ଼ଘଡ଼ି ଜାରି ରହିଛି । ବିଭିନ୍ନ ସ୍ଥାନରେ କୁଆପଥର ସାଙ୍ଗକୁ ବର୍ଷା ଦେଖାଯାଇଛି । ତେବେ ଆଜି ବି ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ…

ଟାଟା ପାୱାର ବିରୋଧରେ ରାଜରାସ୍ତାରେ ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ; ସାମିଲ ହେଲା ବିଜେଡି

ଟାଟା ପାୱାରର ମନମାନୀକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ । ବିଦ୍ୟୁତ ଉପଭୋକ୍ତା ଉପରେ ଟାଟା ପାୱାର ଶୋଷଣ ଓ ଅତ୍ୟାଚାର ବିରୁଦ୍ଧରେ ଆଜି ଲୋୟର ପିଏମଜିରେ ଆନ୍ଦୋଳନ କରିଛି ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ…

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ: ସୂର୍ଯ୍ୟବଂଶୀ ସୁରଜ

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସେ ଲିଖିତ ଉତ୍ତରରେ କହିଛନ୍ତି କଳା, ସଂସ୍କୃତି, ଐତିହ୍ୟ ଏବଂ ବାଣିଜ୍ୟ ଗନ୍ତାଘର କୁହାଯାଉଥିବା ବାଲିଯାତ୍ରା…