Author: Papirani

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା; ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା । ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଏହାପରେ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ଫେବ୍ରୁଆରୀ ୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ହୋଇଥିଲା ବିଜ୍ଞପ୍ତି ।…

ନବ ଦାସ ହତ୍ୟା ମାମଲା; ଝାରସୁଗୁଡା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚ ଟିମର ଖୋଳତାଡ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗତକାଲି ନବ ଦାସଙ୍କ ପରିବାରର ବୟାନ ରେକର୍ଡ ପରେ ଆକ୍ସନ ମୋଡରେ କ୍ରାଇମବ୍ରାଞ୍ଚ । ସାନି ତଦନ୍ତ ବେଳେ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ସକାଳୁ…

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ । ପ୍ରାୟ ୧୩ ଦିନ ଧରି ଚାଲିବ ଏହି ଖାତାଦେଖା । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ…

୯ ମାସ ପରେ ମହାକାଶରୁ ଫେରିଲେ ସୁନୀତା ୱିଲିୟମ୍ସ

ଦୀର୍ଘ ୯ ମାସ ପରେ ପୃଥିବୀ ପୃଷ୍ଠକୁଫେରିଲେ ସୁନୀତା ୱିଲିୟମ୍ସ। ସୁନୀତାଙ୍କ ସହ ୪ ଜଣ ମହାକାଶଚାରୀଙ୍କୁ ପୃଥିବୀକୁ ଫେରାଇଆଣିବାକୁ ବହୁ ଚେଷ୍ଟା ଆଜି ସଫଳ ହୋଇଛି । ସୁରକ୍ଷିତ ଭାବରେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍…

ପୁଣି ଖୋଲିଲା ନବ ଦାସ ଫାଇଲ; ଆରମ୍ଭ ହୋଇଛି ସାନି ତଦନ୍ତ: ପୃଥ୍ବୀରାଜ ହରିଚନ୍ଦନ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ହତ୍ୟା ଘଟଣାରେ ଆରମ୍ଭ ହୋଇଛି ସାନି ତଦନ୍ତ । ଏନେଇ ଆଜି ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଦେଇ କହିଛନ୍ତି ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତାଙ୍କ ପରିବାର ଲୋକଙ୍କ…

ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ କଟକରେ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ ଏହି ଅନୁଷ୍ଠାନ । ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପାଇଁ ଭାରତରେ କୌଣସି ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟ ନାହିଁ । ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ…

୬ ବର୍ଷରୁ କମ ବୟସ ପିଲା ପଢିପାରିବେ ନାହିଁ ପ୍ରଥମଶ୍ରେଣୀ; ନାମଲେଖା ପାଇଁ ବୟସ ଧାର୍ଯ୍ୟ କଲେ ସରକାର

ପ୍ରଥମ ଶ୍ରେଣୀ ନାମଲେଖା ବୟସକୁ ନେଇ ଦୂରହେଲା ଦ୍ଵନ୍ଦ । ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଜରୁରୀ । ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ନେଇ ନିଷ୍ପତ୍ତି…

ରିମାଣ୍ଡରେ ଯିବ ବିଜେଡି ନେତା ରାଜା ଚକ୍ର; ଇଉଡବ୍ଲ୍ୟୁର କଲା ଆବେଦନ

ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚର ଆର୍ଥିକ ଅପରାଧ ଶାଖା ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଅଧିକ ପଚରାଉଚରା କରିବ…

ରତ୍ନଗର୍ଭା କେନ୍ଦୁଝର ଓ ଚକ୍ର-ବ୍ୟୁହ

ସରକାର ବଦଳିଗଲେ ଯେ ଲୁଚରାଜର ହିସାବ ନିକାଶ ହୋଇଯାଏ – ଏମିତି ଯଦି କେହି ଭାବୁଥାନ୍ତି, ସେହି ବ୍ୟକ୍ତି ଅଚ୍ୟନ୍ତ ସରଳ ଅଥବା ନିର୍ବୋଧ ହୋଇପାରନ୍ତି କେବଳ । ମହାପାତ୍ରେ ମାରୁଥାନ୍ତି, ଅନ୍ୟମାନେ ଜଳକା ହୋଇ ଦେଖୁଥାନ୍ତି। ଏହା ବର୍ତ୍ତମାନର ଭାରତୀୟ…

ମହାନଦୀ ଅବବାହିକାରେ ହେବ ୭ଟି ବ୍ୟାରେଜ

ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ । ଏ ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ମୁଖ୍ୟମନ୍ତ୍ରୀ…