Author: Papirani

ଅନାସ୍ଥା ପୂର୍ବରୁ କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ୍‌.ଲକ୍ଷ୍ମୀଙ୍କ ଇସ୍ତଫା

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏସ.ଲକ୍ଷ୍ମୀ ସେଠୀଙ୍କ ଇସ୍ତଫା । ଅନାସ୍ଥା ପୂର୍ବରୁ ଏନଏସି ଅଧ୍ୟକ୍ଷାଙ୍କ ଇସ୍ତଫା । କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଇସ୍ତଫାପତ୍ର ପଠାଇଥିବା ସୂଚନା । ଅଧ୍ୟକ୍ଷାଙ୍କ ବିରୋଧରେ ମନମୁଖୀ କାର୍ଯ୍ୟ, ଦୁର୍ନୀତି, ଭ୍ରଷ୍ଟାଚାର ଓ…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ 

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯…

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ…

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଖାରବେଳ ସ୍ଥିତ ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା…

ଗାଁରେ ବୁଲୁଛି ମହାବଳ ବାଘ; ଲୋକେ ଆତଙ୍କିତ

ବୌଦ୍ଧ ବାରିଙ୍ଗି ଗାଁରେ ମହାବଳ ବାଘ ଆତଙ୍କ । ପୋଖରୀ ଖୋଳିବା ସମୟରେ ମୁଣ୍ଡେଶ୍ବର ଜଙ୍ଗଲ ଭିତରୁ ବାହାରିଲା ମହାବଳ । ବାଘକୁ ଦେଖିବା ପରେ ବାରିଙ୍ଗି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ସେମାନେ ବନ ବିଭାଗକୁ ବାଘକୁ ଧରିବା ଏବଂ…

ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ପାଇଁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ ମିନତି ଦାସ । ଇ-ମେଲ ଓ ଡାକ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିବା ଜଣାପଡିଛି। ଗତ ୧୧ ତାରିଖରେ ସ୍ୱର୍ଗତ ନବ…

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମଲହରୀ; ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ଅସହ୍ୟ ତାତିରେ କଲବଲ ହେଉଛି ରାଜ୍ୟ । ଦିନକୁ ଦିନ ରାଜ୍ୟରେ ବଢ଼ିବାରେ ଲାଗିଛି ଗ୍ରୀଷ୍ମଲହରୀ । ଆଜି ସିଭିୟର ହିଟୱେଭ ସହ ୱାର୍ମ ନାଇଟ ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।…

ଯାତ୍ରା ସମୟରେ ଛାତ୍ରଛାତ୍ରୀଙ୍କୁ ଭଡା ପାଇଁ ମିଳିବ ୫୦ ପ୍ରତିଶତ ରିହାତି

ପରିବହନ ନିଗମ ବସ୍ ରେ ଛାତ୍ରଛାତ୍ରୀଙ୍କ ପାଇଁ କମ୍ ରହିବ ବସ୍ ଭଡ଼ା । ଯାତ୍ରା ସମୟରେ ଛାତ୍ରଛାତ୍ରୀଙ୍କୁ ଭଡା ପାଇଁ ମିଳିବ ୫୦ ପ୍ରତିଶତ ରିହାତି । ଏ ନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଓଡ଼ିଶାର ବିଶିଷ୍ଟ କବି ତଥା ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ରମାକାନ୍ତ ରଥଙ୍କ ଆଜି ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସ୍ୱର୍ଗତଃ ରଥ ୧୯୩୪ ଡିସେମ୍ବର ୧୩ରେ କଟକରେ…