ତାଜା ଖବର ରାଜ୍ୟ ଖରିଆର୍ ରୋଡ୍କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 6, 2025 Papirani ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…
ତାଜା ଖବର ଦେଶ ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ October 6, 2025 Papirani ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଲା ବିଗୁଲ୍ ବାଜିଛି । ଭାରତୀୟ ନିର୍ବାଚନ ଆୟୋଗ ସୋମବାର ତାରିଖ ଘୋଷଣା କରିଛନ୍ତି । ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ ହେବାକୁ ଯାଉଛି। ଦୁଇଟି ପର୍ଯ୍ୟାୟରେ ବିହାର ନିର୍ବାଚନ ଅନୁଷ୍ଠିତ ହେବ…
ତାଜା ଖବର ରାଜ୍ୟ Late Lulu Mahapatra: ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ନବମ ଶ୍ରାଦ୍ଧ ଦିବସ ପାଳିତ October 6, 2025 Papirani ଓଡ଼ିଶାର ବିଶିଷ୍ଟ ରାଜନେତା ସ୍ଵର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନବମ ଶ୍ରାଦ୍ଧବାର୍ଷିକୀ ଭୁବନେଶ୍ୱରସ୍ଥିତ ଚେତନା କଲେଜ ଅଫ୍ ସ୍ପେଶାଲ୍ ଏଜୁକେସନ ଠାରେ ଆୟୋଜିତ ହୋଇଯାଇଛି। ଅମିୟ କୁମାର ଦାସ ଫାଉଣ୍ଡେସନ ଏବଂ କଳିଙ୍ଗ ଯୁବ ସେନାର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ…
ତାଜା ଖବର ଦେଶ ପ୍ରଧାନ ବିଚାରପତି ବି.ଆର. ଗଭାଇଙ୍କୁ ଜୋତା ମାଡ଼ ଉଦ୍ୟମ October 6, 2025 Papirani ସୁପ୍ରିମକୋର୍ଟ ପରିସରରେ ଆଜି ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଆଡ଼କୁ ଜୋତା ମାଡ଼ ଉଦ୍ୟମ ହୋଇଛି । ମୁଖ୍ୟ ବିଚାରପତିଙ୍କୁ ଜୋତା ଫିଙ୍ଗିଛନ୍ତି ଜଣେ ଓକିଲ ରାକେଶ କିଶୋର । CJI ଗଭାଇଙ୍କ ଏକ…
ତାଜା ଖବର ରାଜ୍ୟ କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ October 6, 2025 Papirani କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…
ରାଜନୀତି ରାଜ୍ୟ ବିଜଦ ଦଲାଲକୁ ଭାଜପାରେ ମିଶାଇଲା କିଏ ? October 6, 2025 Papirani ଏସ୍ଆଇ ପରୀକ୍ଷା ସ୍କାମର ମୁଖ୍ୟ ଦଲାଲ ହେଉଛନ୍ତି ଶଙ୍କର ପୃଷ୍ଟି । ତାଙ୍କୁ ଏ ପର୍ଯ୍ୟନ୍ତ ପୁଲିସ ଧରିପାରି ନାହିଁ । ତାଙ୍କୁ ନେଇ ଭାଜପା-ବିଜଦ ମଧ୍ୟରେ କଳି ଆରମ୍ଭ ହୋଇଥିବାବେଳେ ଏବେ ସେ ଭାଜପାରେ ବୋଲି କୁହାଯାଉଛି । ନିର୍ବାଚନ…
ରାଜ୍ୟ ପର ପାପ ବୋଝ ବୋହିଲେ ବାମ୍ଫ ନବା ଥୟ October 6, 2025 Papirani ହଜାର ଥର କହି ସାରିଲୁଣି ଯେ, ମୋହନ ସରକାର କାହିଁକି ନବୀନ ସରକାରଙ୍କ ପାପ ବୋଝ ମୁଣ୍ଡେଇବାକୁ ସୁଖ ପାଉଚନ୍ତି ? ପଦ୍ମ ସରକାରଙ୍କୁ ଯଦି ସୁଖ ଲାଗୁଚି ତେବେ ଆମେ କ’ଣ କରିପାରିବା ? ପୁଣି ଥରେ କହୁଚୁ ଯେ,…
ତାଜା ଖବର ରାଜ୍ୟ କଟକରେ ଇଣ୍ଟରନେଟ୍ ସେବା ବନ୍ଦ ହେବା ପରେ ୩୬ ଘଣ୍ଟା ପାଇଁ ଲାଗୁ ହେଲା କର୍ଫ୍ୟୁ October 5, 2025 Papirani କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ । ଏ ନେଇ ସୂଚନା ଦେଉଛନ୍ତି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ । ଆଜି ରାତି ୧୦ଟାରୁ…
ତାଜା ଖବର ରାଜ୍ୟ କଟକରେ କ୍ୟାମ୍ପ୍ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ October 5, 2025 Papirani କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି । ଏହା ସହ କଟକରେ ଉତ୍ତେଜନାକୁ ନିୟନ୍ତ୍ରଣ କରିବା ପାଇଁ କଟକରେ କ୍ୟାମ୍ପ୍ କରି…
ତାଜା ଖବର ରାଜ୍ୟ କଟକରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା October 5, 2025 Papirani କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା । ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ ସେବା। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଲାଗିଲା କଟକଣା । ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍,…