Author: Papirani

ଗର୍ଭବତୀଙ୍କୁ ଟ୍ରମ୍ପ୍ ଡର; ପ୍ରି ଡେଲିଭରୀ ପାଇଁ ହସ୍ପିଟାଲରେ ପ୍ରବାସୀଙ୍କ ଗହଳି

ଅଣନାଗରିକ ଦମ୍ପତିଙ୍କ ପିଲା ଆମେରିକାରେ ଫେବୃଆରୀ ୨୦ ପରେ ଜନ୍ମ ହେଲେ ତାଙ୍କୁ ଜନ୍ମଗତ ନାଗରିକତ୍ୱ ଅଧିକାର ମିଳିବ ନାହିଁ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସ୍ବାକ୍ଷର ପରେ ଛାନିଆ ଭାରତୀୟ। ବର୍ଥରାଇଟ୍ ସିଟିଜେନସିପ୍ ସଂଶୋଧନ ପରେ ଛାନିଆ ହୋଇପାରିଛନ୍ତି ପ୍ରବାସୀ…

ଏବେବି ନବୀନଙ୍କ ସମସ୍ତ ସ୍ୱାସ୍ଥ୍ୟବସ୍ଥା ବୁଝୁଛନ୍ତି ପାଣ୍ଡିଆନ୍: ମନ୍ମଥ

ନବୀନଙ୍କ ସେବା କରିଛନ୍ତି ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନ । ଆଜି ଗଣମାଧ୍ୟମରେ ଏହି ଭଳି ପ୍ରତିକ୍ରିୟା ରଖି ବରିଷ୍ଠ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କହିଛନ୍ତି ପାଣ୍ଡିଆନ ଆଗରୁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା କଥା ବୁଝୁଥିଲେ ଏବେ ବି ବଝୁଛନ୍ତି…

ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ବଢ଼ିପାରେ ପ୍ରତାପ ଜେନାଙ୍କ ଅଡୁଆ; ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ମୃତକ ପୁଅ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ପୁଣି ବଢିପାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ । ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବିଶ୍ୱାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ପିଟିସନ ଦାଖଲ କରିଥିବାବେଳେ ୪ ସପ୍ତାହ ଭିତରେ ସତ୍ୟପାଠ…

ଭାରତ ଫେରିବ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବୁର ରାଣା

ଭାରତ ଫେରିବ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହବୁର ରାଣା । ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ତହବୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବାକୁ ଆମେରିକାର ସୁପ୍ରିମ୍‌କୋର୍ଟ ଶନିବାର ଅନୁମୋଦନ କରିଛନ୍ତି। ପାକିସ୍ତାନୀ ବଂଶୋଦ୍ଭବ…

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ସେବା ପଦକ

ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପୋଲିସ ସେବା ପଦକ ଘୋଷଣା କରାଯାଇଛି । ଓଡ଼ିଶାର ୧୯ ଜଣଙ୍କୁ ପୋଲିସ ସେବା ପଦକ ପ୍ରଦାନ କରାଯିବ । କାର୍ଯ୍ୟରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ ସୁପରିଟେଣ୍ଡଣ୍ଟ ସରୋଜ ସାମଲ ଏବଂ କନଷ୍ଟେବଳ…

ଓଡ଼ିଶାରେ ପ୍ରଥମ ଥର ୧୦ ଦ୍ବୀପରେ ଉଡ଼ିବ ପତାକା

ଓଡ଼ିଶାରେ ପ୍ରଥମ ଥର ପାଇଁ ୧୦ଟି ଦ୍ବୀପରେ ହେବାକୁ ଯାଉଛି ଗଣତନ୍ତ୍ର ଦିବସ । ଏନେଇ ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଂଜୟ କୁମାର । ସେ କହିଛନ୍ତି ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡିଶା ଉପକୂଲରେ ୧୦ଟି ଦ୍ବୀପ ଚିହ୍ନଟ ହୋଇଛି।…

ଚେନ୍ନାବ ବ୍ରିଜରେ ଗଡ଼ିଲା ବନ୍ଦେ ଭାରତ

କଟରା ଶ୍ରୀନଗର ଭିତରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ୍ ରନ୍ । ବିଶ୍ବର ସୁଉଚ୍ଚ ବ୍ରିଜରେ ବନ୍ଦେ ଭାରତ ଟ୍ରେନ୍‌ର ଟ୍ରାଏଲ୍‌ ରନ୍ । ଅତ୍ୟାଧୁନିକ ସୁବିଧା ସମ୍ପନ୍ନ ସ୍ୱପ୍ନର ୮ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ ଆଜି…

ଚଳିତ ବର୍ଷ ସରକାର ଦେବେ ୪୦ ହଜାର ନିଯୁକ୍ତି 

ଆସନ୍ତା ବଜେଟ୍ ଅଧିବେଶନ ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ପ୍ରି ବଜେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରି ବଜେଟ୍‌ ନେଇ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଫେବ୍ରୁଆରୀ ୧୭ ତାରିଖ…

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍‌: ୫ ଓ ୬ରେ କାଉଁଣ୍ଟର, ୨ରେ ଅନ୍‌ଲାଇନ ଟିକେଟ୍‌

ବାରବାଟୀ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍‌ । ଫେବ୍ରୁଆରୀ ୯ରେ ଭାରତ-ଇଂଲଣ୍ଡ ଦିବାରାତ୍ର ମ୍ୟାଚ ଖେଳାଯିବ । ଏହି କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ଆଜି ହୋଇଛି ତାରିଖ ଘୋଷଣା । କ୍ରିକେଟ୍‌ପ୍ରେମୀମାନେ ଆସନ୍ତା…

ଝାଡ଼ାବାନ୍ତିରେ ୧୦୦ ଛାତ୍ରଛାତ୍ରୀ ଅସୁସ୍ଥ

ନବରଙ୍ଗପୁର ଜିଲ୍ଲାରେ ଝାଡାବାନ୍ତିରେ ୧୦୦ରୁ ଉଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ନବରଙ୍ଗପୁର ଖାତିଗୁଡା ସ୍ଥିତ ନବୋଦୟ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଝାଡାବାନ୍ତିରେ ଅସୁସ୍ଥ ହୋଇପଡିଛନ୍ତି । କାଲି ଶହେରୁ ଅଧିକ ଅସୁସ୍ଥ ହୋଇଥିଲେ । ୯ ଜଣ ମେଡିକାଲ ଯାଇଥିଲେ ।…