ତାଜା ଖବର ରାଜ୍ୟ ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଜାରି ହେଲା ଗାଇଡଲାଇନ୍ July 17, 2025 Papirani ବାଲେଶ୍ବର ଘଟଣା ପରେ ତତ୍ପର ହେଲା ଗଣଶିକ୍ଷା ବିଭାଗ ।ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଜାରି ହେଲା ଗାଇଡଲାଇନ୍ । ସଠିକ ଭାବେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି । କର୍ମସ୍ଥଳୀରେ ମହିଳାଙ୍କ…
ତାଜା ଖବର ରାଜ୍ୟ ଆଜିଠୁ ଦୁଇ ଦିନିଆ ଜାତୀୟ ସୁଶାସନ କର୍ମଶାଳା July 17, 2025 Papirani ଆଜିଠୁ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଜାତୀୟ ସୁଶାସନ କର୍ମଶାଳା। ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ। ଓଡ଼ିଶା ସୁ-ଶାସନର ମଡେଲ ଦେଖିବ ସାରା ଦେଶ। କର୍ମଶାଳାକୁ ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ରାଜ୍ୟ ରବର ବୁଲେଟ୍କୁ ନେଇ ନବୀନଙ୍କ ମିଥ୍ୟା ନ୍ୟାରେଟିଭ କାହିଁକି ? July 17, 2025 Papirani ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ବୁଧବାର ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଥିଲା । କିଛି ବିଜଦ କର୍ମୀ ଏବଂ କିଛି ପୁଲିସ ଆହତ ହୋଇଛନ୍ତି । ଆଉ…
ତାଜା ଖବର ରାଜ୍ୟ ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହି ସବୁ ପେଟ୍ରୋଲ ପମ୍ପ July 16, 2025 Papirani ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ୧୭ ଜୁଲାଇ ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ଆହ୍ୱାନ July 16, 2025 Papirani ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରରେ ଆଠଟି ବିରୋଧୀ ରାଜନୈତିକ ଦଳ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଓଡ଼ିଶାର ଜନସାଧାରଣ, ସମସ୍ତ ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ ୟୁନିୟନ, କୃଷକ ସଂଗଠନ, ମହିଳା, ଯୁବକ, ଛାତ୍ର ଏବଂ ସମାଜର ସମସ୍ତ…
ତାଜା ଖବର ରାଜନୀତି ରାଜ୍ୟ ଅସ୍ତିତ୍ୱ ବଂଚାଇବା ପାଇଁ ବିଜେଡି ଓ କଂଗ୍ରେସର ଆନ୍ଦୋଳନ: ବିରଂଚି ନାରାୟଣ ତ୍ରିପାଠୀ July 16, 2025 Papirani ବାଲେଶ୍ୱର ଏଫ.ଏମ କଲେଜ ଛାତ୍ରୀ ସୈାମ୍ୟାଶ୍ରୀ ବିଶି ମୃତ୍ୟୁ ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି । ଗୋଟିଏ ଝିଅ ଦୁନିଆ ଦେଖିବା ପୂର୍ବରୁ ତାର ଅପମୃତ୍ୟୁ ହୋଇଛି । ମୃତା ସୈାମ୍ୟାଶ୍ରୀ ଏବଂ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା…
ତାଜା ଖବର ରାଜ୍ୟ ବାଲେଶ୍ୱର ଏଫ.ଏମ ଛାତ୍ରୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ କରିବ ତଦନ୍ତ July 16, 2025 Papirani ବାଲେଶ୍ୱର ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ କରିବ ତଦନ୍ତ । ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଡିଏସ୍ପି ଇମାନ କଲ୍ୟାଣ ନାୟକଙ୍କୁ ତଦନ୍ତ ଭାର ଦିଆଯାଇଛି । ତଦନ୍ତ ଦାୟିତ୍ୱ ଦେଲେ କ୍ରାଇମବ୍ରାଞ୍ଚ…
ତାଜା ଖବର ରାଜ୍ୟ ବାଲେଶ୍ବର ଘଟଣା: ଆହତ ଛାତ୍ରଙ୍କୁ ଭେଟିଲେ ଅଳକା ଲାମ୍ବା July 16, 2025 Papirani ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ବେଳେ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିବା ଛାତ୍ର ଜ୍ୟୋତିପ୍ରକାଶଙ୍କୁ ଭେଟିଲେ ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । କଟକ ଏସ୍ସିବି ବର୍ଣ୍ଣ ୟୁନିଟକୁ ଯାଇ ଚିକିତ୍ସାଧୀନ ଜ୍ୟୋତିପ୍ରକାଶଙ୍କୁ ଭେଟି ଜ୍ୟୋତିପ୍ରକାଶଙ୍କ…
ତାଜା ଖବର ରାଜ୍ୟ ତୀର୍ଥରେ ଯିବେ ବରିଷ୍ଠ ନାଗରିକ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ମଧ୍ୟରେ କରିପାରିବେ ନାମ ପଞ୍ଜୀକରଣ July 16, 2025 Papirani ଦେଶର ବିଭିନ୍ନ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ ବରିଷ୍ଠ ନାଗରିକ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ପ୍ରତିବର୍ଷ ଭଳି ଚଳିତ ବର୍ଷ ତୀର୍ଥଯାତ୍ରା କରିବାର ସୁଯୋଗ ରାଜ୍ୟ ପର୍ଯ୍ୟଟନ ବିଭାଗ…
ତାଜା ଖବର ରାଜ୍ୟ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି July 16, 2025 Papirani ଜୁଲାଇ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ । ଜନସାଧାରଣଙ୍କ ପାଇଁ ଅଶୋକ ନଗରର ୟୁନିଟ୍-II ରେ ପ୍ରତି ସୋମବାର ଖୋଲାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ୨୧ରେ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଜାରି…