Author: Papirani

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; ଏକ କୋଟିରୁ ଅଧିକ ମହିଳା ହେବେ ସାମିଲ

ମାର୍ଚ୍ଚ ୮ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଦ୍ବିତୀୟ କିସ୍ତି ଟଙ୍କା। ଏନେଇ ଆଜି ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ…

ଓଡ଼ିଶାରେ ମାର୍ଚ୍ଚରେ ରେକର୍ଡ଼ ଭାଙ୍ଗିବ ତାତି

ରାଜ୍ୟକୁ କଲବଲ କରିବ ତାତି । ଦିନକୁ ଦିନ ତାପମାତ୍ରା ବଢୁଥିବା ବେଳେ ମାର୍ଚ୍ଚ ମାସରେ ଅସ୍ବାଭାବିକ ଗରମ ହେବ ହେବା ସହ ପୂର୍ବ ରେକର୍ଡ ଭାଙ୍ଗିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ୪୦ ବର୍ଷର…

ଉଦ୍‌ଘାଟିତ ହେଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ

ଆଜିଠୁ ପୁରୀରେ ଆରମ୍ଭ ହେଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ । ୯ମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍‌ଘାଟନ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆଜି ଓ ଆସନ୍ତାକାଲି ଦୁଇଦିନ ପର୍ଯ୍ୟନ୍ତ…

ଲିଙ୍ଗରାଜ ମନ୍ଦିର ଅଘଟଣକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ଗତକାଲି ହୋଇଥିବା ଲିଙ୍ଗରାଜ ମନ୍ଦିରରେ ଅଘଟଣକୁ ନେଉ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ। ଏହି ଘଟଣାକୁ ନେଇ ଉଭୟ ବିଜେଡ଼ି ଓ କଂଗ୍ରେସ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ପ୍ରଶାସନିକ ସ୍ଥରରେ ଅବହେଳା ଓ ସରକାରଙ୍କ ଆନ୍ତରିକତା ଅଭାବରୁ ଲିଙ୍ଗରାଜ ମନ୍ଦିରରେ…

ସରିଲା ମହାକୁମ୍ଭ; ଅରେଲୀ ଘାଟରେ ଝାଡ଼ୁ ଧରି ସଫା କଲେ ଯୋଗୀ

ଜାନୁଆରୀ ୧୩ ତାରିଖରୁ ପ୍ରୟାଗରାଜର ପବିତ୍ର ଭୂମିରେ ଅନୁଷ୍ଠିତ ହୋଇଥିବା କୁମ୍ଭ ମେଳା ଗତକାଲି ମହାଶିବରାତ୍ରୀରେ ଶେଷ ହୋଇଛି । ମହାକୁମ୍ଭ ଶେଷ ହେବା ପରେ ଆଜି ଅରେଲୀ ଘାଟରେ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା; ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗିର କଣ୍ଟାବାଞ୍ଝି ବ୍ଲକ ଅନ୍ତର୍ଗତ ମୁରିବାହାଲ ହଳଦୀ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା ପାଇଁ ସେଣ୍ଟର ଅଧିକ୍ଷକଙ୍କ ସହ ୫ ଶିକ୍ଷକଙ୍କୁ ନିଲମ୍ୱିତ କରାଯାଇଛି। ମାଟ୍ରିକ୍ ପରୀକ୍ଷାରେ କପି ସହ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗ ପରେ ଏହି କାର୍ଯ୍ୟାନୁଷ୍ଠାନ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

ରାଜ୍ୟରେ ଏକାକୀ ବିଜେପି ସରକାର ଗଠନ ପରେ ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ପାଇଁ ସଂକଳ୍ପବଦ୍ଧ । ଏନେଇ ଜୋରଦାର ପ୍ରୟାସ ଆରମ୍ଭ ହୋଇଯାଇଥିବାବେଳେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏଥିପାଇଁ ପୂର୍ଣ୍ଣ ସହଯୋଗ କରୁଛନ୍ତି । ମୋଦିଜୀ…

ମାଲକାନଗିରି ପରେ ଯାଜପୁରରେ ମାଆ ହେଲେ ଜଣେ ଦଶମ ଛାତ୍ରୀ

ସାରା ରାଜ୍ୟରେ ଚଳିତ ବର୍ଷ ମାଟ୍ରିକ ଚାଲିଥିବା ବେଳେ ପ୍ରସବ କଲେ ଆଉ ଜଣେ ମାଟ୍ରିକ ପରୀକ୍ଷାର୍ଥୀ । ଯାଜପୁର ବରୀ ବ୍ଲକ ଅଞ୍ଚଳରେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି ଦଶମ ଶ୍ରେଣୀ ଛାତ୍ରୀ। ଉଭୟ ନାବାଳିକା ଓ ଶିଶୁକନ୍ୟା ଯାଜପୁର…

ମାଲକାନଗିରିରେ ଦଶମ ଶ୍ରେଣୀ ଛାତ୍ରୀ ମା ହେବା ଘଟଣା: ଅଭିଯୁକ୍ତ ଗିରଫ

ମାଲକାନଗିରି ଚିତ୍ରକୋଣ୍ଡାରେ ଦଶମ ଛାତ୍ରୀ ପ୍ରସବ ଘଟଣାକୁ ନେଇ ଜାରି ରହିଛି ତନାଘନା।ତଦନ୍ତ ପାଇଁ ଆବାସିକ ବିଦ୍ୟାଳୟରେ ପହଞ୍ଚିଛି ଆରଡିସି । ଏହା ସହ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲା ସୁଶାନ୍ତ ଖିଲ।…

ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଗତ ରାତିରେ ଉଭୟଙ୍କୁ ବାଲେଶ୍ବର ନାଥପାଣି ଛକରେ ଥିବା ମନ୍ଦିର ସାମ୍ନାରେ ଦୁର୍ବୃତ୍ତମାନେ ବାପି ପଣ୍ଡାଙ୍କ ୨ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିବା ଅଭିଯୋଗ ହୋଇଛି ।…