Author: Papirani

ମିଳିବ ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା: ମନମୋହନ ସାମଲ

ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଦିଆଯିବା ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ଼ ଜମାକାରୀ ସମସ୍ତଙ୍କୁ ମିଳିବ ଟଙ୍କା । ମନରେ କୌଣସି ଦ୍ବନ୍ଦ୍ବ ରହିବା…

ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ

କିଛିଦିନ ତଳେ ଅନୁମତି ମିଳିଥିଲା ପୁରୀ ବିମାନ ବନ୍ଦରକୁ ଝଟକା । ପୁରୀରେ ହୋଇ ନ ପାରେ ବିମାନ ବନ୍ଦର । ଏ ନେଇ ଆପତ୍ତି ଉଠାଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ।ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି…

୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା…

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣା; ବିଧାୟକ ସନ୍ତୋଷ ଖଟୁଆଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର: ବିଜେଡି

ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ ଘଟଣାରେ ବିଜେପିର ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆଙ୍କ ସମ୍ପୃକ୍ତି…

ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ…

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣା ; ଆଦିବାସୀ କୋଦଭଟ୍ଟା ଗ୍ରାମର ୨ଯୁବ ଶ୍ରମିକଙ୍କ ମୃତ୍ୟୁ

ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଥିବା ବେଳେ ସେଥି ମଧ୍ୟରୁ ଝରିଗାଁ ବ୍ଲକ ଭିକ୍ଷା ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ କୋଦଭଟ୍ଟା ଗ୍ରାମର ୨ ଯୁବ ଶ୍ରମିକଙ୍କ…

ଓଏଏସ୍ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇଲା ଓଆରଏସ୍ ସଂଘ

ଓଏଏସ୍ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇଲା ଓଆରଏସ୍ ସଂଘ । ଓଆରଏସ୍ ସଂଘର ବୈଠକ ପରେ ଏ ନିଷ୍ପତ୍ତି ନେଇ ଅବଗତ କରାଯାଇଛି । ମାତ୍ର ରାଜସ୍ବ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ, ବନ୍ୟା ଡ୍ୟୁଟି କରିବୁ ବୋଲି କହିଛି ସଂଘ…

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା; ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ମେୟର

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା ପରେ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର । ସେ କହିଛନ୍ତି ଆଜି…