ତାଜା ଖବର ରାଜନୀତି ରାଜ୍ୟ ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଦିଆଯିବ ଜମି August 12, 2024 Papirani ଓଡ଼ିଶାରେ ଭୂମିହୀନ ଓ ବାସହୀନ ଥିବା ଲୋକକୁ ମିଳିବ ଜମି ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗ୍ରାମାଞ୍ଚଳରେ ବର୍ଷବର୍ଷ ଧରି ସରକାରୀ ଜାଗାରେ ରହିବା ସତ୍ତ୍ୱେ ଭୂମିହୀନ ଗରିବଙ୍କୁ ଦିଆଯିବ ଜମି ।…
ତାଜା ଖବର ଦେଶ ରାଜନୀତି ରାଜ୍ୟ କଳିଙ୍ଗ ପୁରସ୍କାର ରାଶି ସହାୟତା ବନ୍ଦ ନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ August 12, 2024 Papirani ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏହି ପୁରସ୍କାର ବିଜ୍ଞାନ ଓ ଗବେଷଣାକୁ ଲୋକପ୍ରିୟ କରିବାକୁ ଆରମ୍ଭ ହୋଇଥିବା ୟୁନେସ୍କୋ କଳିଙ୍ଗ ପୁରସ୍କାର ବନ୍ଦ ପାଇଁ କରାଯାଉଛି ଚକ୍ରାନ୍ତ। ୧୯୫୨ ମସିହାରୁ ପ୍ରଦାନ କରାଯାଇଆସୁଥିବା ଏହି ସମ୍ମାନଜନକ ପୁରସ୍କାରକୁ ହଠାତ ଆର୍ଥିକ ଅନୁଦାନ…
ତାଜା ଖବର ରାଜନୀତି ରାଜ୍ୟ ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ August 12, 2024 Papirani ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା…
ତାଜା ଖବର ରାଜନୀତି ରାଜ୍ୟ ଅନାସ୍ଥାରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା August 12, 2024 Papirani କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଦିଆଗଲା ଅନାସ୍ଥା ଭୋଟ୍ । ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା।ପୌରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ୨୦ କାଉନ୍ସିଲର ଯଥା ବିଜେଡିର ୧୮, କଂଗ୍ରେସ ଓ ବିଜେପିର ଜଣେ ଲେଖାଏଁ କାଉନସିଲରଙ୍କ…
ତାଜା ଖବର ରାଜନୀତି ରାଜ୍ୟ ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 12, 2024 Papirani ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…
ତାଜା ଖବର ରାଜ୍ୟ ପରଲୋକରେ ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତି August 12, 2024 Papirani ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ବହୁ ଚର୍ଚ୍ଚିତ ପୁଅ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ହେଲା ଷ୍ଟୋମାକ୍ କ୍ୟାନସର୍ରେ ପୀଡ଼ିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ…
ଖେଳ ତାଜା ଖବର ଦେଶ ବିଶ୍ୱ ବିନେଶ ଫୋଗାଟଙ୍କ ଅପିଲ ଉପରେ ନିଷ୍ପତ୍ତି ଅଗଷ୍ଟ ୧୩ରେ August 11, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ରେ ଭାରତୀୟ ମହିଳା କୁସ୍ତିଯୋଦ୍ଧା ବିନେଶ ଫୋଗାଟ ୫୦ କିଲୋଗ୍ରାମ ମହିଳା ଫ୍ରିଷ୍ଟାଇଲ ରେସଲିଂର ଫାଇନାଲ ପୂର୍ବରୁ ମାତ୍ର ୧୦୦ ଗ୍ରାମ ଓଜନ ବୃଦ୍ଧି ଯୋଗୁଁ ଡିସ୍କ୍ୱାଲିଫାଏଡ୍ ହୋଇଥିଲେ। ଡିସ୍କ୍ୱାଲିଫାଏଡ୍ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ…
ତାଜା ଖବର ରାଜ୍ୟ ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନାର ଏସଓପି August 10, 2024 Papirani ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ଏସଓପି। ଏହି ସଂପର୍କରେ ଆଜି ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା କହିଛନ୍ତି ସୁଭଦ୍ରା ଯୋଜନା କିଏ ପାଇବେ ଓ କିଏ ପାଇବେନି ତାହା…
ତାଜା ଖବର ରାଜନୀତି ରାଜ୍ୟ ରେଳ ପ୍ରକଳ୍ପ ନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 10, 2024 Papirani ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ରେଳ…
ତାଜା ଖବର ରାଜନୀତି ରାଜ୍ୟ ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ପ୍ରଦୀପ ପ୍ରଧାନଙ୍କ ଟାର୍ଗେଟ୍ August 10, 2024 Papirani ଚଳତବର୍ଷ ନିର୍ବାଚନ ବେଳେ ଓ ତାପୂର୍ବରୁ ଜିଲ୍ଲାରୁ ଜିଲ୍ଲା ବୁଲୁଥିବା ଭି.କେ ପାଣ୍ଡିଆନଙ୍କ ହେଲିକପଟର ଗସ୍ତରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ତାହାକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାରିଆଡେ ଚାଲିଥିବା ବେଳେ ଏବେ ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ଟାର୍ଗେଟ…