Author: Papirani

ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା; ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବ ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ…

ରାଜ୍ୟରେ ଧନୀ ଲୋକ ପାଉଛନ୍ତି ରାସନକାର୍ଡର ସୁବିଧା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ସପ୍ତଦଶ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିନରେ ସରଗରମ ହୋଇଛି ଗୃହ। ବିଧାନସଭାରେ ପୂର୍ବ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି…

ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକିରେ ଆୟର୍ଲାଣ୍ଡକୁ ହରାଇଲା ଭାରତ

ପ୍ୟାରିସ୍ ଅଲିମ୍ପିକ୍ସରେ ଆଜି ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ହକି ମ୍ୟାଚ୍‌ରେ ଭାରତ ବିଜୟ ଲାଭ କରିଛି। ଭାରତୀୟ ହକି ଟିମ୍ ଆଜି ଆୟର୍ଲାଣ୍ଡକୁ ୨-୦ରେ ପରାସ୍ତ କରିଛି । ଭାରତୀୟ ଦଳକୁ ଦ୍ବିତୀୟ ବିଜୟ ମିଳିଛି…

ୱାଏନାଡ ଭୂସ୍ଖଳନରେ ୧୦୬କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁ ହୋଇଥିବା ଭୟଙ୍କର ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି । ମୃତ୍ୟୁ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା ରହିଛି । ଏବେବି ମଧ୍ୟ ମାଟି ଅତଡ଼ା ତଳେ ବହୁତ ଲୋକ ଚାପି ହୋଇ…

ହାଓ୍ବଡା-ମୁମ୍ବାଇ ଟ୍ରେନ ଟ୍ରାଜେଡି: ସହାୟତା ରାଶି ଘୋଷଣା କଲା ଦକ୍ଷିଣ ପୂର୍ବ ରେଳପଥ

ଝାଡଖଣ୍ଡ ଚକ୍ରଧରପୁର ରେଳ ଡିଭିଜନ ରାଜଖରସୁଆଁ ବଡ଼ବାମ୍ବୁ ନିକଟରେ ହୋଇଥିବା ହାଓ୍ବଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଆଜି ଭୋର୍ ସମୟରେ ଏକ୍ସପ୍ରେସଟି ଏକ ମାଲବାହୀକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଘଟଣାରେ ଦକ୍ଷିଣ ପୂର୍ବ ରେଳପଥର ସହାୟତା ଘୋଷଣା କରିଛି। ରାଉରକେଲାର…

ସମ୍ବଲପୁରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଗତ କିଛି ଦିନ ଧରି ଲଗାତର ଭାବେ ଦେଶର ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସୁଥିବା ବେଳେ ପୁଣି ଆଜି ସମ୍ବଲପୁର ସରଲାରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା।…

ପୂର୍ବ ସରକାରଙ୍କ ପାଇଁ ଘର ପାଇଲେନି ୬ ଲକ୍ଷରୁ ଅଧିକ ହିତାଧିକାରୀ

ବିଧାନସଭାରେ ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ରଖି ପଞ୍ଚୟତିରାଜ ମନ୍ତ୍ରୀ ରବି ନାୟକ କହିଛନ୍ତି ତତ୍କାଳୀନ ବିଜେଡି ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନ ଦେବାରୁ ଘର ପାଇଲେନି ଲୋକେ । ୨୦୧୬ରୁ ୨୦୨୪ ମଧ୍ୟରେ ତତ୍କାଳୀନ ସରକାର…

ରାଜ୍ୟରେ ଚାକିରି ଅପେକ୍ଷାରେ ଅଛନ୍ତି ୧୦ ଲକ୍ଷ ଯୁବକଯୁବତୀ

ଆଜି ବିଧାନସଭାର ସପ୍ତମ ଦିନରେ ଗୃହରେ କଂଗ୍ରେସ ବିଧାୟକ ପବିତ୍ର ସାଉଁତା ରାଜ୍ୟରେ ଯୁବକ ଯୁବତୀଙ୍କ ଚାକିରି ସମସ୍ୟା ଉପରେ କରିଥିବା ପ୍ରଶ୍ନର ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଛନ୍ତି ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗରୁ ମିଳିଥିବା ତଥ୍ୟ…

ଭାରତ ପାଇଁ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କଲେ ମନୁ ଭାକର

ଚଳିତ ବର୍ଷ ପ୍ୟାରିସ୍ ଅଲିମ୍ପିକ୍ସରେ ଆଉ ଏକ ପଦକ ପାଇଲା ଭାରତ। ଭାରତର ମନୁ ଭାକର ଏବଂ ସରବଜୋତ୍ ସିଂ ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ କୋରିଆକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛନ୍ତି । ଭାରତ…

ୱାଏନାଡ଼ରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି

କେରଳରେ ୱାଏନାଡ଼ରେ ଭୀଷଣ ବର୍ଷା ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୫୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଫସିରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ…