ତାଜା ଖବର ରାଜ୍ୟ ପବିତ୍ର ମହାନବମୀ ଅବସରରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 1, 2025 Papirani ମା ଦୁର୍ଗାଙ୍କ ପବିତ୍ର ମହାନବମୀ ଅବସରରେ କଟକ ସହରର ବିଭିନ୍ନ ପୂଜା ମଣ୍ଡପ ବୁଲି ପୂଜାର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ କଟକର ପୋତାପୋଖରୀ ପୂଜାମଣ୍ଡପରେ ପହଞ୍ଚି ମାଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସେଠାରେ…
ତାଜା ଖବର ରାଜନୀତି ରାଜ୍ୟ ବୈଜୟନ୍ତ ପଣ୍ଡାଙ୍କୁ ସିଲେକ୍ଟ କମିଟି ଅଧ୍ୟକ୍ଷ ଦାୟିତ୍ୱ October 1, 2025 Papirani ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ସିଲେକ୍ଟ କମିଟି ଅଧ୍ୟକ୍ଷ ଦାୟିତ୍ୱ ।ଇନସଲଭେନସୀ ଓ ବ୍ୟାଙ୍କରପ୍ସି କୋଡ୍ (ସଂଶୋଧନ) ବିଲ୍ ସିଲେକ୍ଟ କମିଟି ଅଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା। ଏହା ସହ ପୁନର୍ଗଠିତ ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ମଧ୍ୟ ସ୍ଥାନ ପାଇଲେ ବୈଜୟନ୍ତ ।…
ତାଜା ଖବର ରାଜ୍ୟ କାର ଦୁର୍ଘଟଣାରେ ଆରଆଇ ମୃତ, ୬ ଜଣ ଗୁରୁତର ଆହତ October 1, 2025 Papirani ବ୍ରହ୍ମପୁରରୁ ମା’ ତାରାତାରିଣୀଙ୍କ ଦର୍ଶନ ସାରି ଫେରୁଥିବା ବେଳେ କାର୍ ଦୁର୍ଘଟଣା ଗ୍ରସ୍ତ । ହିନ୍ଦୋଳ ନିକଟରେ ହୋଇଥିବା ଏହି ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏବଂ ଅନ୍ୟ ଛଅ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…
ତାଜା ଖବର ରାଜ୍ୟ କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା ଓ ଲାଇଟ୍ ଗେଟ୍ : ୩ ଆହତ October 1, 2025 Papirani କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା। ଦଶହରାରେ ପୂଜା ମାହୋଲକୁ ଫିକା କରିଛି ଲଘୁଚାପ ବର୍ଷା। ଲଗାଣ ବର୍ଷା ଯୋଗୁଁ କଟକ ସ୍ଥିତ ରାଜାବଗିଚାରେ ଥିବା ପୂଜା ମଣ୍ଡପର ତାଜା ଭାଙ୍ଗି ୩ ଆହତ । ସର୍ବୋଦୟପୁର ପୂଜା କମିଟି ପକ୍ଷରୁ…
ତାଜା ଖବର ଦେଶ ବ୍ୟବସାୟ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ October 1, 2025 Papirani ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଏ ନେଇ ଘୋଷଣା କଲେ ଆର୍ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା । ଲଗାତର ଦ୍ୱିତୀୟ ଥର ରେପୋ ରେଟ୍…
ତାଜା ଖବର ରାଜ୍ୟ ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲା: ୨ ଗିରଫ October 1, 2025 Papirani ଆସାମର ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲାରେ ୨ ଗିରଫ । ନର୍ଥ ଇଷ୍ଟ ଇଣ୍ଡିଆ ଫେଷ୍ଟିଭାଲ ସଂଞ୍ଚାଳକ ଶ୍ୟାମକାନୁ ମହାନ୍ତ ଏବଂ ଜୁବୀନଙ୍କ ମ୍ୟାନେଜର ସିଦ୍ଧାର୍ଥ ଶର୍ମାଙ୍କୁ ଗିରଫ କରାଯାଇଛି । ଶ୍ୟାମକାନୁ ମହାନ୍ତ ଓ ସିଦ୍ଧାର୍ଥ ଶର୍ମାଙ୍କୁ…
ତାଜା ଖବର ରାଜ୍ୟ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ୧୧୯ ଗିରଫ October 1, 2025 Papirani ଏସ୍ଆଇ ପରୀକ୍ଷା କେଳେଙ୍କାରୀରେ କ୍ରାଇମବ୍ରାଞ୍ଚର ବଡ଼ କାର୍ଯ୍ୟାନୁଷ୍ଠାନ। ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲ ଗିରଫ।ରାତି ସାରା କ୍ରାଇମବ୍ରାଞ୍ଚ ଓ ବ୍ରହ୍ମପୁର ପୋଲିସର ଜେରା ପରେ ୧୧୯ ଗିରଫ କରାଯାଇଛି । ଗିରଫ ୧୧୯ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯିବ…
ତାଜା ଖବର ଦେଶ ରାଜନୀତି ବିହାର ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା ପ୍ରକାଶ September 30, 2025 Papirani ପ୍ରକାଶ ପାଇଲା ବିହାର ବିଧାନସଭା ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର୍ ତାଲିକା । ଭୋଟର୍ ତାଲିକା ପ୍ରକାଶ କଲେ ବିହାର ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ଭୋଟର ତାଲିକା ଉପଲବ୍ଧ ହୋଇଛି । ଲୋକମାନେ voters.eci.gov.in ଲିଙ୍କ୍…
ତାଜା ଖବର ଦେଶ ରାଜନୀତି ତାମିଲନାଡ଼ୁ ଦଳାଚକଟା ଘଟଣା: ମୁହଁ ଖୋଲିଲେ TVK ମୁଖ୍ୟ ବିଜୟ September 30, 2025 Papirani ତାମିଲନାଡୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା ଘଟଣାରେ ଆଜି ମୁହଁ ଖୋଲିଛନ୍ତି ବିଜୟ । ସେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ମୁଁ ମୋ ଜୀବନରେ ଏପରି ଦୁଃଖଦାୟକ ପରିସ୍ଥିତିର ସାମ୍ନା କେବେ କରିନାହିଁ…
ତାଜା ଖବର ରାଜ୍ୟ ଝୁମ୍ପୁରାରେ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 30, 2025 Papirani କେନ୍ଦୁଝର ଗସ୍ତରେ ଯାଇ ମାଆ ଦୁର୍ଗାଙ୍କ ପୂଜାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ମହାଅଷ୍ଟମୀ ଅବସରରେ କେନ୍ଦୁଝରସ୍ଥିତ ଝୁମ୍ପୁରା ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କରିବା ସହ ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳ କରିଛନ୍ତି…