Author: Papirani

ବିଜେପିର Missed Call ସଦସ୍ୟତା ଅଭିଯାନରୁ ବହୁତ ଉର୍ଦ୍ଧ୍ବରେ ବିଜେଡି: ନବୀନ ପଟ୍ଟନାୟକ

ତ୍ୟାଗ ଓ ସେବାର ପ୍ରତୀକ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଶ ବିଜୁ ଜନତା ଦଳ, ଆଜିଠାରୁ, ତାର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି । ଏହା ଦୁଇ ମାସ ଧରି ଚାଲିବ । ଦଳ ସଭାପତି…

ବିଜେଡିର ସଦସ୍ଯ ସଂଗ୍ରହ ଅଭିଯାନ ଆରମ୍ଭ: ଏବେ ବି ବିଜେଡି ଓଡ଼ିଶାର ନମ୍ବର ୱାନ୍‌ ଦଳ ବୋଲି କହିଲେ ନବୀନ

ଆଜିଠାରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଶଙ୍ଖ ଭବନରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆସନ୍ତା ୨ ମାସ ଯାଏଁ ଚାଲିବ…

ଚୋରାରେ ଚାଲିଛି ବାଲି ଚାଲାଣ ଓ ପାହାଡ଼ରୁ ପଥରକଟା ପରିବେଶ ପ୍ରତି ବିପଦ

ପରିବେଶ ସୁରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ କାର୍ଯ୍ୟକ୍ରମ କରାଯାଉ ଥିଲେ ମଧ୍ୟ ପ୍ରାକୃତିକ ସମ୍ପଦକୁ ନଷ୍ଟ କରିବାରେ ଲାଗିଛନ୍ତି କିଛି ଅସାଧୁ ବ୍ୟକ୍ତି। ରାୟଗଡ଼ା ଜିଲ୍ଲାରେ ଥିବା ନଦୀ ଗର୍ଭରୁ ବାଲି ସରିବାକୁ…

ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଆଜି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆକାଉଣ୍ଟକୁ ଆସିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା…

କ୍ରମାଗତ ୧୦ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

କ୍ରମାଗତ ଦଶମ ଥର ପାଇଁ ରେପୋ ରେଟ୍‌ରେ ଅପରିବର୍ତ୍ତନ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) । ଆରବିଆଇର ମୁଦ୍ରାନୀତି କମିଟି ରେପୋ ରେଟ୍‌ରେ ଆଉ କୌଣସି ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନେଇଛି। ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରେପୋ…

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଓ ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଧନେଶ୍ୱର ମାଝୀଙ୍କର ପରଲୋକ ଘଟିଛି । ୮୪ ବର୍ଷ ବୟସରେ ସେ ଇହଲୀଳା ତ୍ୟାଗ କରିଛନ୍ତି । କଳାହାଣ୍ଡି ଜିଲ୍ଲା…

ଦୁଇ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ

ଜମ୍ମୁ-କଶ୍ମୀରରେ ୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ । ଦୀର୍ଘ ୧୦ ବର୍ଷ ପରେ ଜାମ୍ମୁକାଶ୍ମୀରରେ ଅନୁଷ୍ଠିତ ହୋଇଛି ବିଧାନସଭା ନିର୍ବାଚନ । ଗତକାଲି ଭୋଟ ଗଣତି ଚାଲିଥିବା ବେଳେ ଆତଙ୍କ ଖେଳାଇଛନ୍ତି ଆତଙ୍କବାଦୀ । ଅନନ୍ତନାଗ ଜଙ୍ଗଲରେ ୨ ଯବାନଙ୍କୁ…

ଧାମନଗରରୁ ହଟିଲା ୧୬୩ କଟକଣା

ଭଦ୍ରକ ଜିଲ୍ଲା ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ହଟିଲା ୧୬୩ କଟକଣା । ୧୨ ଦିନ ପରେ ସ୍ଥିତି ସ୍ବାଭାବିକ ହେବାରୁ ୧୬୩ ଧାରା ପ୍ରତ୍ୟାହୃତ କଲା ପ୍ରଶାସନ । ଆଜି ଠାରୁ କଟକଣା ହଟିବା…

କୃଷ୍ଣପ୍ରସାଦରେ ଲଜ୍ୟା: ଟିଉସନ ଯିବାବେଳେ ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ ଅଭିଯୋଗ

ପୁରୀ କୃଷ୍ଣପ୍ରସାଦରେ ନାବାଳିକାକୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । ଟିଉସନ ଯିବାବେଳେ ନାବାଳିକାକୁ ଉଠାଇ ନେଇ ୩ ମୁଖାପିନ୍ଧା ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ପରିବାର । କାଜୁ ଜଙ୍ଗଲରୁ…

ଓଡ଼ିଆ ଚଳଚ୍ଚିତ୍ର ଦମନକୁ ମିଳିଲା ଜାତୀୟ ପୁରସ୍କାର

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର । ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…