Author: Papirani

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ; ଏମ୍ସରେ ଭର୍ତ୍ତି

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ତଥା ଏମସ୍ ରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ 

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

ବଦଳିବନି ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ଆଜି ଗୃହରେ ଉଠିଲା ରେଭେନ୍ସା କଲେଜର ନାମ ପରିବର୍ତ୍ତନ ପ୍ରସଙ୍ଗ । ରେଭେନ୍ସା କଲେଜର ନାମ ପରିବର୍ତ୍ତନକୁ ନେଇ ଆଜି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ…

କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା

ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରକୁ ମିଳିବନି ଜାତୀୟ ମାନ୍ୟତା । ଏନେଇ ଆଜି ବିଧାନସଭା ଗୃହରେ କଣ୍ଟାମାଳ ବିଧାୟକ କହ୍ନାଇଁ ଚରଣ ଡାଙ୍ଗ ପଚାରିଥିବା ପ୍ରଶ୍ନ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅନୁଗ୍ରହ କରି କହିବେ କି ? କଳା,…

କିଟ୍ ମାମଲା: ଆଉ ୩ ଜଣଙ୍କୁ ଉଚ୍ଚସ୍ତରୀୟ କମିଟି ଆଗରେ ହାଜିର ପାଇଁ ଜାରି ହେଲା ନୋଟିସ୍‌

କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାର ଉଚ୍ଚସ୍ତରୀୟ କମିଟି ତଦନ୍ତ ଜାରି ରଖିଥିବା ବେଳେ ଆଉ ୩ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଆଜି ପଚରାଉଚୁରା ପାଇଁ ଆଉ ୩ ଜଣ ବରିଷ୍ଠ ଅଧିକାରୀ ଓ କିଟ୍‌ର ୩…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

ଗିରଫ ହେଲେ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି; ମିଳିଲା ପୁଳା ପୁଳା ଟଙ୍କା

ଗିରଫ ହେଲେ କୋଟିପତି ବାବୁ । କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଭୁବେନଶ୍ୱର, ଖୋର୍ଦ୍ଧା କଟକ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିଲା ।ଚଢାଉବେଳେ ପ୍ରଦୀପ…

ମଟନରେ ଗୋମାଂସ ମିଶାଇ ବିକ୍ରି ଘଟଣା: ସିଲ ହେଲା ପୁରୀ ସତ୍ୟବାଦୀର ଜୟା ହୋଟେଲ

ସିଲ ହେଲା ପୁରୀ ସତ୍ୟବାଦୀର ଜୟା ହୋଟେଲ । ମଟନ୍ ପାଇଁ ପୁରୀର ବେଶ୍ ଫେମସ୍ ରହିଥିବା ଜୟା ହୋଟେଲରେ ଗୋମାଂସ ମିଶାଇ ବିକ୍ରି କରୁଥିବା ଅଭିଯୋଗରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଆଜି ସକାଳୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜୟା…

୧୦ ଦଫା ଦାବି ନେଇ ରାଜଧାନୀରେ ପାଚିକା ସଂଘର ଗର୍ଜନ

ରାଜଧାନୀରେ ଲୋୟର ପିଏମଜିରେ ଶହ ଶହ ପାଚିକା ସଂଘ ମହିଳାଙ୍କ ଆନ୍ଦୋଳନ । ଦାବି ପୂରଣ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପାଚିକା ସଂଘ । ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘର ଆନ୍ଦୋଳନ କରିଛନ୍ତି । ୧୦ ଦଫା ଦାବି…