Author: Papirani

ସରକାରଙ୍କ ବିଫଳତା ଓ ବିଜେପିର ମିଛ ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଜେଡି ସୁପ୍ରିମୋଙ୍କ ଆହ୍ୱାନ

ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି । ଏ ସରକାର ଶହେ ଦିନ ପୂରଣ କରିସାରିଲାଣି । କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା…

ବିଜେଡି ମୁହଁରେ ଓବିସି ପ୍ରସଙ୍ଗ ଶୋଭା ପାଉନାହିଁ: ବିଜେପି

୨୪ ବର୍ଷ ଶାସନରେ ବିଜୁ ଜନତା ଦଳ ସରକାର ୫୪ ଭାଗ ପଛୁଆବର୍ଗଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଂଚିତ କରିଛନ୍ତି । ନିଜେ ନବୀନ ବାବୁ ଏବଂ ତାଙ୍କ ଦଳ ବିଜେଡି ସମ୍ପୂର୍ଣ୍ଣ ଭାବେ ପଛୁଆବର୍ଗ ବିରୋଧୀ । ଶିକ୍ଷା, ନିଯୁକ୍ତି,…

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ବିଭାଗର କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ପଞ୍ଚାୟତ ରାଜ ବିଭାଗର କନିଷ୍ଠ ଯନ୍ତ୍ରୀ । କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁଙ୍କୁ ଧରିଲା ଭିଜିଲାନ୍ସ । ହିତାଧିକାରୀଙ୍କଠୁ ଭାନୁମତୀ ଟୁଡୁ ଶୁକ୍ରବାର ଜଣେ ଚାଷୀଙ୍କୁ ଗାଈ ଗୁହାଳ…

ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ ହେଲେ ଓପିଏସସିର ଚେୟାରମ୍ୟାନ୍

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଚେୟାରମ୍ୟାନ୍ । ଅରୁଣ ଷଡଙ୍ଗୀଙ୍କୁ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର୍ଯ୍ୟନ୍ତ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ…

ବିଜେଡି ଦଳ ଭିତରେ ନେତା ନେତାଙ୍କ ମଧ୍ୟରେ ଗୋଡ ଟଣାଟଣି ହିଁ ନିର୍ବାଚନ ହାରିବାର ମୁଖ୍ୟ କାରଣ: ମହୀଧର ରଣା

ଚଳିତ ନିର୍ବାଚନରେ ବିଜେଡି ହାରିବାର କାରଣ ନେଇ ବିଭିନ୍ନ ଦଳୀୟ ନେତାଙ୍କ ଭିନ୍ନଭିନ୍ନ ବୟାନ ଏବେ ସାମ୍ନାରେ ଆସିବାକୁ ଲାଗିଛି। ପୂର୍ବରୁ ବରିଷ୍ଠ ନେତା ପ୍ରଦୀପ ମାଝୀ, ଅବିନାଶ ସାମଲ ପରେ ଆଜି କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର ରଣା ଏହାର…

ଭରତପୁର ଥାନା ମାମଲା; ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା କଲେ ପୋଲିସ ଅଧିକାରୀଙ୍କ ମା’

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ଆଜି ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା କଲେ ପୋଲିସ ଅଧିକାରୀଙ୍କ ମା’ । ପୀଡ଼ିତା ଯେଉଁ ମହିଳା ପୋଲିସ ହାତ କାମୁଡ଼ିଥିଲେ…

ଭରତପୁର ଥାନା ନିର୍ଯାତନା ମାମଲା: ନିଲମ୍ବିତ ହୋଇଥିବା ଆଉ ୩ ଜଣଙ୍କ ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ବର ଭରତପୁର ଥାନା ନିର୍ଯାତନା ମାମଲାରେ ଆଉ ତିନି ଜଣ ନିଲମ୍ବିତ ଅଧକାରୀଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ଅନୁମତି ଦେଲେ କୋର୍ଟ। ପୂର୍ବରୁ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ଟେଷ୍ଟ ପାଇଁ ଅନୁମତି ମିଳିସାରିଛି । ତତ୍କାଳୀନ ଥାନାଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ପରେ…

ବିଜେଡିର ହାର ପରେ ବିଜେପି ଦଖଲରେ ନୀଳଗିରି ଏନଏସି

ବାଲେଶ୍ୱର ଜିଲ୍ଲା ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଦଖଲ କଲା ବିଜେପି । ବିଜେଡିର ହାର ପରେ ବିଜେପି ଦଖଲରେ ନୀଳଗିରି ଏନଏସି । ଆଜି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଭୋଟିଂରେ ପରାସ୍ତ ହୋଇଛନ୍ତି ବିଜେଡିର ଅମ୍ବିକା ଦାସ।…

ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ହିମନ୍ତ ବିଶ୍ବଶର୍ମା

ଆଜି ଦିନିକିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧାସଳଖ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ବିଶ୍ବଶର୍ମା ଏବଂ ତାଙ୍କ ସହିତ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…

ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ଯାଞ୍ଚ; ନିଯୁକ୍ତି ହେବେ ଫୁଡ ଇନ୍ସପେକ୍ଟର

ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦ ହେବ ମାନ ଯାଞ୍ଚ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନମନ୍ତ୍ରୀ କହିଛନ୍ତି ଅବଢ଼ାର ମାନ ଯାଞ୍ଚ ପାଇଁ ଫୁଡ…