Author: Papirani

୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍‌ ଅଫ୍‌ ଦ ଫ୍ୟୁଚର୍‌’କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ବିଶ୍ବର ମଙ୍ଗଳ ପାଇଁ…

ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ‘ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ’ ଯୋଜନା ଏବଂ ‘ପୁଣ୍ୟଶ୍ଳୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା’ର ଶୁଭାରମ୍ଭ କରିଥିଲେ ।…

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭାରତୀୟ ସେନା ଅଧିକାରୀ ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ ପରିଡ଼ା ତାଙ୍କୁ ଭେଟିଥିବା ବେଳେ…

ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଚାରିଆଡ଼େ ଓଡ଼ିଶା ପୋଲିସକୁ ସମାଲୋଚନା କରିବା ସହିତ ଏହି ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କୁ ବିରୋଧି ଦଳ ଘେରିଥିବା ବେଳେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ଭରତପୁର ଥାନାରେ ନିର୍ଯାତନା ମାମଲା: ହସ୍ପିଟାଲରେ ପୀଡ଼ିତାଙ୍କୁ ଭେଟିଲେ ସୋଫିଆ 

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ପୀଡ଼ିତାଙ୍କୁ ଭେଟି ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ । ପୀଡ଼ିତାଙ୍କୁ ଭେଟି ସରିବା ପରେ ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ…

ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌ । ମୁଖ୍ୟ ବିଚାରପତିଙ୍କୁ…

ଭରତପୁର ଘଟଣାରେ ଆସନ୍ତା କାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ବିଜେଡି କହିଛି ଏହି ମାମଲାକୁ ନେଇ ଆସନ୍ତା କାଲି ବିଜୁ ମହିଳା ଜନତା ଦଳ ଭୁବନେଶ୍ବର ୟୁନିଟ୍ ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ…

ସ୍ଥାୟୀ ନିଯୁକ୍ତି ଦାବିରେ ଆମରଣ ଅନଶନରେ ଶତାଧିକ ଆଇଟିଆଇ ଅସ୍ଥାୟୀ ଶିକ୍ଷକ

ସ୍ଥାୟୀ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଓଡ଼ିଶାର ବିଭିନ୍ନ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ କାର୍ଯ୍ୟରତ ଥିବା ୫ ଶହରୁ ଅଧିକ ଅସ୍ଥାୟୀ ଶିକ୍ଷକ। ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ କାର୍ଯ୍ୟାଳୟ ଆଗରେ ସ୍ଥାୟୀ ନିଯୁକ୍ତି, ଦରମା ଓ ଅନ୍ୟାନ୍ୟ…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ଯାଞ୍ଚ ପାଇଁ ଥାନାରେ ମହିଳା କମିଶନ ଅଧ୍ୟକ୍ଷା

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଭରତପୁର ଥାନାରେ ପହଞ୍ଚିଲେ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା । ନିଜ ଆଡୁ ମାମଲା ରୁଜୁ କରି ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା। ସେ ଦିନ ଥାନାରେ ହୋଇଥିବା ଘଟଣାକୁ…

ତିନି ଦିନଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଗାଁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ଵରରୁ ସ୍ଵତନ୍ତ୍ର ବିମାନ ଯୋଗେ ବାହାରି ଦିନ ୧୧…