Author: Papirani

ଭରତପୁର ଘଟଣାରେ ଆସନ୍ତା କାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ କରିବ ବିଜେଡି

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ବିଜେଡି କହିଛି ଏହି ମାମଲାକୁ ନେଇ ଆସନ୍ତା କାଲି ବିଜୁ ମହିଳା ଜନତା ଦଳ ଭୁବନେଶ୍ବର ୟୁନିଟ୍ ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ…

ସ୍ଥାୟୀ ନିଯୁକ୍ତି ଦାବିରେ ଆମରଣ ଅନଶନରେ ଶତାଧିକ ଆଇଟିଆଇ ଅସ୍ଥାୟୀ ଶିକ୍ଷକ

ସ୍ଥାୟୀ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଓଡ଼ିଶାର ବିଭିନ୍ନ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ କାର୍ଯ୍ୟରତ ଥିବା ୫ ଶହରୁ ଅଧିକ ଅସ୍ଥାୟୀ ଶିକ୍ଷକ। ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ କାର୍ଯ୍ୟାଳୟ ଆଗରେ ସ୍ଥାୟୀ ନିଯୁକ୍ତି, ଦରମା ଓ ଅନ୍ୟାନ୍ୟ…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ଯାଞ୍ଚ ପାଇଁ ଥାନାରେ ମହିଳା କମିଶନ ଅଧ୍ୟକ୍ଷା

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଭରତପୁର ଥାନାରେ ପହଞ୍ଚିଲେ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା । ନିଜ ଆଡୁ ମାମଲା ରୁଜୁ କରି ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା। ସେ ଦିନ ଥାନାରେ ହୋଇଥିବା ଘଟଣାକୁ…

ତିନି ଦିନଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଗାଁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ଵରରୁ ସ୍ଵତନ୍ତ୍ର ବିମାନ ଯୋଗେ ବାହାରି ଦିନ ୧୧…

ଆସନ୍ତା ୨୩ ତାରିଖରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି; ପଞ୍ଜିକରଣ ଆରମ୍ଭ

ଆସନ୍ତା ୨୩ ତାରିଖ ସୋମବାର ଦିନ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ନିମନ୍ତେ ପଞ୍ଜିକରଣ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ…

ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଡିଜିପିଙ୍କୁ ନୋଟିସ ଜାରି କଲେ ଜାତୀୟ ମହିଳା କମିଶନ

ଭରତପୁର ଥାନାରେ ସେନା ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ପୁଲିସ ମାଡ଼ ଘଟଣାରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ ଜାଣିବା ପାଇଁ ଡିଜିପିଙ୍କୁ ନୋଟିସ କଲେ ଜାତୀୟ ମହିଳା କମିଶନ। ମାମଲାକୁ ନିଜ ତରଫରୁ ଗ୍ରହଣ କରି ନୋଟିସ ଜାରି…

ରାଜ୍ୟରେ ନୂଆ ସରକାରର ଶହେ ଦିନ ପୂର୍ତ୍ତି ଅବସରରେ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟରେ ବିଜେପି ସରକାରର ଶହେ ଦିନ ପୂର୍ତ୍ତି ପାଇଁ ପୁରୀ ଶରଧାବାଲିରେ ଆୟୋଜିତ ହୋଇଛି ଭବ୍ୟ ଉତ୍ସବ । ପ୍ରଥମ ଥର ପାଇଁ ବହୁମତ ପାଇ ରାଜ୍ୟରେ ସରକାର ଗଠନ କରିଥିଲା ବିଜେପି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ…

ଧାମନଗରରେ ଗୋଷ୍ଠୀ ସଂଘର୍ଷ; ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଲାଗୁ

ଭଦ୍ରକ ଜିଲ୍ଲା ଧାମନଗରର ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପଡାକୁ ନେଇ ଉତେଜନା । ମୁହାଁମୁହିଁ ହେଲେ ୨ ଗୋଷ୍ଠୀ । ଗଣ୍ଡଗୋଳ ଓ ମାରପିଟରେ ୪ ଜଣ ଆହତ ହୋଇଥିବା ବଳେ ଜଣେ…

ସେପ୍ଟେମ୍ବର ୨୪ ସୁଦ୍ଧା ସରିବ ରତ୍ନଭଣ୍ଡାର ସର୍ଭେ: ଏଏସ୍ଆଇଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠି ଅନୁସାରେ ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ…

ରାଜ୍ୟ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ- ମୋହନ

ଆଜି ରାଜ୍ୟରେ ମୋହନ ସରକାରକୁ ପୂର୍ତ୍ତିଲା ୧୦୦ ଦିନ । ଏହି ଅବସରରେ ରାଜ୍ୟବାସୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀ ଶରଧାବାଲିରେ ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ କରିଛି ବିଜେପି । ଶହେ ଦିନ ପୂର୍ତ୍ତି…