Author: Papirani

ଓସିଏ ନୂତନ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି

ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ନୂତନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିିର୍ବାଚିତ ହୋଇଛନ୍ତି। ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି…

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣା: ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓସିଏ

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣାରେ ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) । ଆଜି ଓସିଏ ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି। ଆଜି ବିଧିବଦ୍ଧଭାବେ ଦାୟିତ୍ବ ଗ୍ରହଣ କଲେ ପଙ୍କଜ ।…

ମୋଟାପଣ ସମସ୍ୟା ଦୂର ପାଇଁ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ଆଜି ମନ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟରେ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଏବେ ଯୁବପିଢିଙ୍କ ଭିତରେ ମୋଟାପଣ ଏକ ବଡ଼ ସମସ୍ୟା ହେଲାଣି । ଏକ…

ଭାରତର AIକୁ ସବୁଠି ମିଳିଛି ପ୍ରଶଂସା: ମୋଦି

ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା AIରେ ମଧ୍ୟ ସଫଳତା ମିଳିଛି ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଦେଶକୁ ସମ୍ବୋଧିତ କରି କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଇସ୍ରୋ ଓ…

ହିମାଚଳ ପ୍ରଦେଶରେ ଭୂମିକମ୍ପ ଝଟକା

ଗତ କିଛି ଦିନ ହେବ ଭାରତର ବିଭିନ୍ନ ସ୍ଥାନରେ ଲଗାତାର ଭୂମିକମ୍ପ ଅନୁଭୂତ ହେଉଛି । ଆଜି ହିମାଚଳ ପ୍ରଦେଶ ମଣ୍ଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ହିମାଚଳ ପ୍ରଦେଶର ମଣ୍ଡିରେ ରବିବାର ସକାଳ ୮ଟା ୪୨ମିନିଟରେ ଭୂମିକମ୍ପ ଝଟକା…

ଆସ୍ଥାର ରେଳ: ମହାକୁମ୍ଭକୁ କରୁଛି ଆହୁରି ଭବ୍ୟ

ବିଶ୍ବର ସବୁଠୁ ବଡ଼ ଧାର୍ମିକ ଓ ସାଂସ୍କୃତିକ ଆୟୋଜନ ମହାକୁମ୍ଭ ମୌନୀ ଅମାବାସ୍ୟାରୁ ଆରମ୍ଭ ହୋଇଯାଇଛି । ୫୦ ଦିନ ଧରି ଏହି ମହାକୁମ୍ଭ ଚାଲିବାକୁ ଥିଲାବେଳେ ରେକର୍ଡ ସଂଖ୍ୟକ ୫୬ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇସାରି ଲେଣି ପ୍ରୟାଗରାଜରେ…

କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ରେ ନେପାଳି ଛାତ୍ରୀ ମୃତ୍ୟୁ ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ତଦନ୍ତକାରୀ କମିଟି ଆଗରେ ହାଜର ହୋଇଛନ୍ତି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଛାତ୍ରୀ ମୃତ୍ୟୁ ମାମଲାରେ ଚାଲିଛି ପଚରାଉଚରା । ହାଜର ହେବାକୁ ଗତକାଲି ସମନ କରିଥିଲା ଉଚ୍ଚଶିକ୍ଷା…

୩ ବର୍ଷ ପରେ ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ

ନବ ଦାସଙ୍କ ରୋଷେୟା ଲଳିତ ସାହୁଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ ହୋଇଛି। ପ୍ରଥମେ ଏତଲା ଦେଇଥିବା ନବଙ୍କ ସୁରକ୍ଷା କର୍ମଚାରୀଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି । ସୁରକ୍ଷା କର୍ମଚାରୀ ହେମସାଗର ନାଏକଙ୍କୁ ତଦନ୍ତ ଅଧିକାରୀଙ୍କ ଜେରା ହୋଇଛି…

ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ମାମଲା: ୮୯୪ ଜଣ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନୋଟିସ୍

ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲାରେ ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ୧୦ ହଜାର ୫୦୦ ଟଙ୍କା ଲେଖାଏଁ…

ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି

ବିଜୁ ବାବୁଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ…