Author: Papirani

ଗର୍ଭବତୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ; ଚାଲିଗଲା ନିଷ୍ପାପ ଶିଶୁର ଜୀବନ

ଗର୍ଭବତୀ ମହିଳାଙ୍କ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଆଜି ସାମ୍ନାକୁ ଆସୁଛି ଏକ ଅଭାବନୀୟ ଘଟଣା । ଜଣେ ସରକାରୀ ପଦବୀରେ ଥିବା ମହିଳା ନିଜର କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା…

ମେଟ୍ରୋ ଟନେଲ କାମ ବେଳେ ଅଘଟଣ: ଦୁଇ ଓଡ଼ିଆ ଶ୍ରମିକ ମୃତ, ୬ ଆହତ

ବିହାରର ରାଜଧାନୀ ପାଟନାର ଅଶୋକ ରାଜପଥସ୍ଥିତ ଏନ୍ଆଇଟି କଲେଜ୍ ନିକଟରେ ମେଟ୍ରୋର ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏହି ମେଟ୍ରୋ ଟନେଲ କାମ ବେଳେ ସୋମବାର ବିଳମ୍ବିତ ରାତିରେ ମାଟି ହଟାଇବା ବେଳେ ନିର୍ମାଣ ମେସିନର ବ୍ରେକ୍ ଫେଲ୍ ହୋଇ ଅନିୟନ୍ତ୍ରିତ…

୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ଆଜି ୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀର ରାଇସିନା ରୋଡସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ।କେନ୍ଦ୍ର ସରକାରଙ୍କ ନିଯୁକ୍ତି…

ଲିଙ୍ଗରାଜ ମନ୍ଦିରରେ ଫଟୋ ଓ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ ଓ ମନ୍ଦିର ପ୍ରଶାସନ

ଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ଉତ୍ତୋଳନ କରି ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ମନ୍ଦିର ପ୍ରଶାସନ। ଯାହାର ଫଟୋ ଓ ଭିଡିଓ ଏବେ ଚାରିଆଡ଼େ ଭାଇରାଲ୍ ହେବାକୁ ଲାଗିଛି। ମନ୍ଦିର ଭିତରକୁ ଅନୁମତି ନ ଥାଇ…

ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ଭାରତର ଏକତା ଓ…

ରାଜଧାନୀରେ ବାଣ ଦୋକାନୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍

ଦୀପାବଳି ପୂର୍ବରୁ ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ । ଲାଇସେନ୍ସ ନ ଥିବା ବାଣ ଗୋଦାମ ଗୁଡ଼ିକ ଉପରେ ଚଢ଼ାଉ ହୋଇଛି ପୋଲିସ। ବେଆଇନ ଭାବେ ଗଚ୍ଛିତ ବାଣ ଜବତ ପାଇଁ ପୁଲିସ ଚଢ଼ଉ କରୁଛି। ଏହା ସହିତ ବାଣ ଦୋକାନ…

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ…

ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଆଜି ଅଦଳ ବଦଳ କରିଛନ୍ତି । କ୍ରୀଡ଼ା ଓ ଯୁବ ବିଭାଗର ଯୁଗ୍ମ ସଚିବ ଥିବା ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଛନ୍ତି । ଓଡ଼ିଶା…

ଛଟେଇ ନିଷ୍ପତ୍ତି ପ୍ରତିବାଦରେ ରାଜରାସ୍ତାରେ ଶହ ଶହ ଓଡ଼ିଶା ସରକାରୀ ଆଉଟସୋର୍ସିଙ୍ଗ ପାରାମେଡିକାଲ କର୍ମଚାରୀ

ରାଜରାସ୍ତାରେ ଓଡ଼ିଶା ସରକାରୀ ଆଉଟସୋର୍ସିଙ୍ଗ ପାରାମେଡିକାଲ କର୍ମଚାରୀ ସଂଘ । ସ୍ୱାସ୍ଥ୍ୟ ବିଭାଗ ଅଧୀନରେ କାର୍ଯ୍ୟରତ ଶହ ଶହ କର୍ମଚାରୀଙ୍କୁ ଛଟେଇ ନିଷ୍ପତ୍ତି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି କର୍ମଚାରୀ । କରୋନା ବିପତ୍ତି ସମୟରେ ଏମାନେ ରାଜ୍ୟର ସମସ୍ତ ଜିଲ୍ଲାରେ ରୋଗୀମାନଙ୍କୁ…

ପଶ୍ଚିମବଙ୍ଗରେ ବୃଦ୍ଧି ହେଲା ଗୁଟୁଖା, ତମାଖୁ ଓ ପାନ ମସଲା ଉପରେ ଲାଗିଥିବା କଟକଣା

ପଶ୍ଚିମବଙ୍ଗରେ ଆଉ ଏକ ବର୍ଷ ପାଇଁ ବୃଦ୍ଧି ହେଲା ଗୁଟୁଖା, ତମାଖୁ ତଥା ନିକୋଟିନ୍ ହାନିକାରକ ପାନ ମସଲାର ଉତ୍ପାଦନ ଏବଂ ବିକ୍ରି ଉପରେ କଟକଣା। ନଭେମ୍ବର ୭ ତାରିଖରୁ ତମାଖୁ କିମ୍ବା ପାନ ମସାଲା ଉତ୍ପାଦନ, ସଂରକ୍ଷଣ ଏବଂ ବିକ୍ରୟ…