Author: Papirani

ଓଡ଼ିଶାକୁ ଆସିବେ ୫ ମହାବଳ ବାଘ

ଓଡ଼ିଶାର ଅଭୟାରଣ୍ୟରେ ମହାବଳ ବାଘବଂଶ ବୃଦ୍ଧି ପାଇଁ ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ଶେଷ…

ରାହୁଲ ଗାନ୍ଧୀ ଫଟୋ ଉପରକୁ ଗୋବର ମାଡ଼ ଘଟଣା: ପୋଲିସ କମିଶନରେଟ କାର୍ଯ୍ୟାଳୟ ଘେରିଲା କଂଗ୍ରେସ

କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ବିଜେପି କର୍ମୀଙ୍କ ଗୋବର ମାଡ଼ ଘଟଣାରେ ଆଜି କମିଶନରେଟ ପୋଲିସ ଅଫିସ ଘେରାଉ କରିଛନ୍ତି ଛାତ୍ର କଂଗ୍ରେସ । ବିଜେପି କର୍ମୀଙ୍କୁ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଘେରାଉ । ବିକ୍ଷୋଭରେ…

ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା

ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ…

ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…

ସୁନ୍ଦରଗଡରେ ଗୁଳିକାଣ୍ଡ, ୬ଜଣ ଗୁରୁତର

ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲରେ ହୋଇଛି ଗୁଳିକାଣ୍ଡ । ୨୦୦ରୁ ଊର୍ଦ୍ଧ୍ବ ରାଉଣ୍ଡ ଗୁଳି ଚାଳନା ହୋଇଥିବା ବେଳେ ୧୦୦ ବୋମା ଫୁଟିଥିବା ସୂଚନା । ଗୁଳିକାଣ୍ଡ ଯୋଗୁ ନଷ୍ଟ ହୋଇଯାଇଛି ଦାମୀ ଦୀମୀ କାର୍।ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି…

ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ପୋଲିସ ଇନଫର୍ମର ସନ୍ଦେହରେ ଯୁବକକୁ ମାଓବାଦୀ ହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ଜବତ ହୋଇଛି।

ହାଇକୋର୍ଟର ଦ୍ବାରସ୍ଥ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହେବା ପରେ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି । କୌଣସି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ…

ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍‍ ଷ୍ଟାର୍ମରଙ୍କ ଲେବର…

ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…