Author: Papirani

Cold Wave Returns To Odisha; Jharsuguda Dips To 6.8 degrees C

Cold Wave: ରାଜ୍ୟରେ ବଢୁଛି ଶୀତ; ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ

ପୁଣି ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ । ଦିନକୁ ଦିନ ରାଜ୍ୟରେ ଖସୁଛି ପାରଦ । ସାରା ରାଜ୍ୟରେ ତାପମାତ୍ରା ବହୁତ ହ୍ରାସ ପାଇଛି। ଏହାରି ମଧ୍ୟରେ ୨୧ ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ…

Nuapada Bypoll: ଆସନ୍ତା ୧୪ ତାରିଖ ସକାଳ ୮ଟାରୁ ୨୬ ରାଉଣ୍ଡରେ ହେବ ଭୋଟ ଗଣତି: ନୂଆପଡା ଜିଲ୍ଲାପାଳ

ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ହେବେ ଭୋଟ୍‌ ଗଣତି ।ନଭେମ୍ବର ୧୪ ରେ ହେବାକୁ ଥିବା ନୂଆପଡା ବିଧାନସଭା ଉପନିର୍ବାଚନର ଭୋଟ ଗଣତି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆସନ୍ତା ୧୪ ତାରିଖ ସକାଳ ୮ଘଣ୍ଟା ରୁ ଭୋଟ ଗଣତି…

Surabhi 2025: ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ…

BJD Press Meet: ରାଜ୍ୟ ନିର୍ବାଚନ ଇତିହାସରେ, ନୂଆପଡା ଉପନିର୍ବାଚନ ଏକ କଳଙ୍କମୟ ଅଧ୍ୟାୟ: ବିଜେଡି 

ନୂଆପଡା ଉପନିର୍ବାଚନରେ ବିଜେପି ସରକାରୀ କଳର ଅପବ୍ୟବହାର କରି, ଓ ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରି ନିର୍ବାଚନ ବୈତରଣୀ ପାର ହେବା ପାଇଁ ଅପଚେଷ୍ଟା କରିଛି ବୋଲି ଆଜି ବିଜୁ ଜନତା ଦଳ ଅଭିଯୋଗ କରିଛି । ଏହାସତ୍ତ୍ୱେ,…

Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣା: ଆହତଙ୍କୁ ହସ୍ପିଟାଲ୍‌ରେ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁଟାନରୁ ଫେରି ସିଧା ହସ୍ପିଟାଲ୍‌ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି ପୀଡ଼ିତଙ୍କ ସହିତ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା…

SI Scam: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ

ବହୁଚର୍ଚ୍ଚିତ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହଯୋଗୀ ଗିରଫ । ଅଭିଯୁକ୍ତ ସାଗର କୁମାର ଗୌଡ଼କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ । ଦୀଘା ମଡ୍ୟୁଲର ଦାୟିତ୍ୱରେ ସାଗର ଥିବା ଜଣାପଡ଼ିଛି । ଏହା ସହ ମାଷ୍ଟର ମାଇଣ୍ଡ…

124 Retired IAS/IFS Officers Write Open Letter in Support of ECI and SIR Process

Nuapada By-Election: ନୂଆପଡ଼ାରେ ରେକର୍ଡ ହୋଇଛି ୮୩.୪୫ ପ୍ରତିଶତ ମତଦାନ

ଦେଶରେ ୬ଟି ରାଜ୍ୟରେ ହେଉଥିବା ଉପନିର୍ବାଚନ ଶେଷ ହୋଇଛି । ଇଭିଏମରେ ବନ୍ଦ ହୋଇଯାଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଏହାରି ମଧ୍ୟରେ ନୂଆପଡ଼ା ଉପନିର୍ବାଚନରେ ରେକର୍ଡ ହୋଇଛି ୮୩.୪୫% ମତଦାନ । ଏ ନେଇ ECIଙ୍କ ପକ୍ଷରୁ ସୂଚନା ଜାରି ହୋଇଛି…

T-20: ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତୀକ ଟି-୨୦ ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ…

Cuttack Bali Jatra: କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି

ଜମୁଛି କଟକ ବାଲିଯାତ୍ରା । ବାଲିଯାତ୍ରା ଦେଖିବାକୁ ଲୋକଙ୍କ ନାହିଁ ନଥିବା ଭିଡ଼ । ବହୁ ଦୂରଦୂରାନ୍ତରୁ ଲୋକ କଟକ ମହାନଦୀ ପଠାରେ ଏକାଠି ହେଉଛନ୍ତି ଆଉ ବାଲିଯାତ୍ରାର ମଜା ନେଉଛନ୍ତି । ଏହି ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି…

Bargarh Dhanujatra: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧୫ରୁ ହେବ କଳାକାର ଚୟନ ପ୍ରକ୍ରିୟା

ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଡ଼ିସେମ୍ବର ମାସ ୨୪ରୁ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥି ପାଇଁ ୧୫ତାରିଖରୁ କଳାକାର…