ତାଜା ଖବର ଦେଶ ବିଶ୍ୱ ରାଜନୀତି ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ August 23, 2024 Papirani ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ଆଜି ୟୁକ୍ରେନର ରାଜଧାନୀ କିଭିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ବତନ୍ତ୍ର ଟ୍ରେନ ଯୋଗେ ପୋଲାଣ୍ଡରୁ ୟୁକ୍ରେନ ପହଞ୍ଚିଛନ୍ତି ମୋଦୀ। ପହଞ୍ଚିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍ସ୍କିଙ୍କୁ ଭେଟିଛନ୍ତି ଭରତର ପ୍ରଧାନମନ୍ତ୍ରୀ ମୋଦୀ । କିଭ୍ରେ…
ତାଜା ଖବର ରାଜ୍ୟ ଚିକିଟି ମଦମୃତ୍ୟୁ ମାମଲା; ଆଇସିୟୁରେ ଭର୍ତ୍ତି ହେଲେ ଆଉ ଦୁଇ ଅସୁସ୍ଥ August 23, 2024 Papirani ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟି ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଥିବା ବେଳେ ଆଜି ଆଉ ଦୁଇ ଜଣ ଗୁରୁତର ହୋଇ ଆଇସିଉରେ ଭର୍ତ୍ତି ହୋଇଛନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍: ପୃଥ୍ବୀରାଜ ହରିଚନ୍ଦନ August 23, 2024 Papirani ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ…
ତାଜା ଖବର ରାଜନୀତି ରାଜ୍ୟ ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ; ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍ August 23, 2024 Papirani ଚାଳିତ ବର୍ଷ ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ ।ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଦିଆଯାଇଥିବା ସୂଚନା । ତ୍ରୁଟିପୂର୍ଣ୍ଣ…
ତାଜା ଖବର ରାଜ୍ୟ ବନ୍ୟପ୍ରାଣୀ ଆଇନ ଉଲ୍ଲଙ୍ଘନ; ଢେଙ୍କାନାଳ ସଦର ରେଞ୍ଜର ଗିରଫ August 23, 2024 Papirani ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯଇଥିଲା । ବିଡିଓ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ବନ୍ୟପ୍ରାଣୀ…
ତାଜା ଖବର ରାଜ୍ୟ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା August 22, 2024 Papirani ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଲେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।…
ତାଜା ଖବର ରାଜ୍ୟ ଡାକ୍ତରଙ୍କ ସୁରକ୍ଷା ପାଇଁ କାଲିସୁଦ୍ଧା ଆସିବ ସ୍ୱତନ୍ତ୍ର ଏସ୍ଓପି August 22, 2024 Papirani କାଲିସୁଦ୍ଧା ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଏସ୍ଓପି ଆସୁଥିବାର ସୂଚନା ଦେଲେ ଡିଏମ୍ଇଟି ଡାକ୍ତର ସନ୍ତୋଷ କୁମାର ମିଶ୍ର । ସେ କହିଛନ୍ତି ଆନ୍ଦୋଳନକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ କରୁଛି ଏସ୍ଓପି । ସବୁ କଲେଜ ପ୍ରିନ୍ସପାଲ ଓ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ୧୪ ଟି ଜିଲ୍ଲାକୁ ଜୋନ-୩ ଭୂକମ୍ପ ଭୟ August 22, 2024 Papirani ବିଧାନସଭାରେ କଂଗ୍ରେସ ବିଧାୟକ ପବିତ୍ର ସାଉଁନ୍ତାଙ୍କ ପ୍ରଶ୍ନର ଉତ୍ତର ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ ଗଜପତିରେ ୧୨୯ଟି ଭୂସ୍ଖଳନ ପ୍ରବଣ ଅଞ୍ଚଳ ରହିଥିବା ବେଳେ ରାଜ୍ୟରେ ୧୪ ଟି…
ତାଜା ଖବର ଦେଶ ରାଜ୍ୟ ସିମ୍ ବକ୍ସ ମାମଲା: ଢାକାରେ ବସି ଅପରେଟ୍ କରୁଥିଲା ଅଭିଯୁକ୍ତ August 22, 2024 Papirani ସିମ୍ ବକ୍ସ ମାମଲାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଦେଲେ କମିଶନର। ସ୍ମାର୍ଟ ସୁଇଚ୍ରେ ଢାକାରେ ବସି ସିମ ବକ୍ସ ଅପରେଟ କରୁଥିଲା ମୁଖ୍ୟ ଅଭିଯୁକ୍ତ ଆସାଦୁର୍ ଜମାନ । ଢାକାରେ ଆସାଦୁର ଏକ ସଫ୍ଟଓୟାର କଂପାନୀ ଚଳାଇଥିଲା । ନିଜେ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟସଭା ପ୍ରାର୍ଥିଙ୍କୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି August 22, 2024 Papirani ରାଜ୍ୟସଭା ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ହିସାବରେ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ଯ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମମତା ରାଜ୍ଯସଭାରୁ ପ୍ରାର୍ଥୀ ହେବେ ବୋଲି ବିଜେପି ସଂସଦୀୟ କମିଟି ଗତକାଲି ଘୋଷଣା…