Author: Papirani

୨୦୪୭ ସୁଦ୍ଧା ରାଜ୍ୟର ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ରଖିଛନ୍ତି ରାଜ୍ୟସରକାର

୨୦୪୭ ସୁଦ୍ଧା ସମସ୍ତଙ୍କୁ ବୀମା ନେଇ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।ରାଜ୍ୟରେ ବୀମା ହାର ଜାତୀୟସ୍ତର ତୁଳନାରେ କମ୍ ରହିଥିବାରୁ ଆସନ୍ତା ୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି…

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି। ଡିସେମ୍ବର ୩ରୁ ୫ ମଧ୍ୟରେ ଭୁବନେଶ୍ବର ଓ…

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁଁ ଆଜିଠୁ ସମସ୍ତ ସ୍କୁଲ୍-କଲେଜ୍ ବନ୍ଦ; ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ମାତ୍ରା ବିପଦଜ୍ଜନକସ୍ତରରେ ପହଞ୍ଚିଛି। କିଛି ସ୍ଥାନରେ ଏକ୍ୟୁଆଇ ରେକର୍ଡ ସ୍ତର ବିପଦ ଜନକ ହୋଇସାରିଲାଣି । ବାୟୁ ପ୍ରଦୂଷଣ ସ୍ଥିତି ସାଂଘାତିକ ହେବା ଯୋଗୁ ଲୋକେ ନିଶ୍ୱାସ ନେବା କଷ୍ଟକର ହୋଇପଡିଛି। ତେଣୁ ବଢୁଥିବା ପ୍ରଦୂଷଣ ସ୍ଥିତିକୁ…

ଜିଲ୍ଲା ପରିଷଦଙ୍କୁ ଦୁର୍ବ୍ୟବହାର ଘଟଣା: ଦାୟିତ୍ୱରୁ ହଟିଲେ ରେଢ଼ାଖୋଲ ତହସିଲଦାର

ରେଢାଖୋଲରେ ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାୟକଙ୍କ ଦୁର୍ବ୍ୟବହାର ଘଟଣାରେ ନିଆଯାଇଛି କାର୍ଯାନୁଷ୍ଠାନ। ଦାୟିତ୍ୱରୁ ହଟିଲେ ରେଢ଼ାଖୋଲ ତହସିଲଦାର ଦେବାଶିଷ ପାତ୍ର । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗକୁ ଫେରିଛନ୍ତି ଦେବାଶିଷ । ପୂର୍ବରୁ…

ଅଯଥା ପ୍ରସଙ୍ଗକୁ ଦୋହରାଇ ମିଛ ସତ ଲଗାଇ ମନଗଢା କାହାଣି ଶୁଣାଉଛନ୍ତି ବିଜେଡି ନେତୃବୃନ୍ଦ: ଦିଲୀପ ମଲ୍ଲିକ

ବିରୋଧୀ ବିଜେଡି ପାଖରେ କୈାଣସି ପ୍ରସଙ୍ଗ ନାହିଁ । ଶାସନରୁ ବିତାଡିତ ହେବା ପରେ ଅଯଥା ପ୍ରସଙ୍ଗକୁ ଦୋହରାଇ ଓ ପାଳି କରି ବିଜେଡିର ନେତାମାନେ ମିଛ ସତ ଲଗାଇ ମନଗଢା କାହାଣି ଶୁଣାଉଛନ୍ତି । ବିଜେଡି ନେତା ତଥା ପୂର୍ବତନ…

ମାଇକେଲ ଓ ଦିଲୀପ ଯାହା ପାଇନଥିଲେ ତାହା ପାଇଗଲେ ଦୀପସାନ ଓ ଶିଳାନନ୍ଦ

ସମୟ ଆସିଲେ ବା ପାଇବାର ସମୟ ହେଲେ ତାହା ମିଳିବ ହିଁ ମିଳିବ। କେହି ତାହାକୁ ବଦଳାଇପାରିବେ ନାହିଁ। ତେବେ ସମୟକୁ ଚାହିଁ ବସିଲେ ରହିଲେ ନାହିଁ ବଡ଼ ଏକ ସଫଳତା ଓ ଲକ୍ଷ୍ୟରେ ପହଞ୍ଚିବା ସକାଶେ ଏକ ନିଷ୍ଠାପର ଉଦ୍ୟମର…

ଭିଜିଲାନ୍ସ ପଞ୍ଝାରେ ସରକାରୀ ଡାକ୍ତର ବାବୁ

ଭିଜିଲାନ୍ସ ଜାଲରେ କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସ। ଜଣେ ଗର୍ଭବତୀ ମହିଳାଙ୍କଠାରୁ ଲାଞ୍ଚ ମାଗିବା ଡାକ୍ତର ବାବୁଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଲାଞ୍ଚ ନେଉଥିବା ସମୟରେ ଡାକ୍ତର ଅଶୋକ…

ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ…

ପରଲୋକରେ ବିଜେପିର ବରିଷ୍ଠ ନେତା ସମୀର ଦେ

ବିଜେପି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ କଟକର ସିଡିଏ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଅପରାହ୍ନ ୧ ଟା ୩୦ ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ସମୀର ଦେ…

ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ ମ୍ୟାନେଜର

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ ମ୍ୟାନେଜର ସୁବାଷ ଚନ୍ଦ୍ର ପଣ୍ଡା । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେଆର୍ କର୍ପୋରେସନ୍(ଓପିଏଚଡବ୍ଲ୍ୟୁସି) ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍(ଡିଜିଏମ) ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ…