Author: Papirani

ଓଡ଼ିଆ ଶ୍ରମିକଙ୍କ ସହ ଆଲୋଚନା ବେଳେ ମୋଦୀ କହିଲେ ‘ଜୟ ଜଗନ୍ନାଥ’

ଦୁଇ ଦିନିଆ କୁଏତ ଗସ୍ତ ସମୟରେ ଶୁକ୍ରବାର ମିନା ଅବଦୁଲ୍ଲା ଅଞ୍ଚଳରେ ଥିବା । ଏକ ଶ୍ରମିକ କ୍ୟାମ୍ପକୁ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିଥିଲେ। ଏକାଠି ସେମାନଙ୍କ ସହ ବସି…

‘ନିର୍ଭୟ’ କହିଥିବା କଥା ହେଲା ସତ; ଏବେ ଅଧିକାଂଶ ଜିଲ୍ଲାରେ ଧାନ ଉଠାଉ ନାହାନ୍ତି ମିଲର୍ସ

ନଭେମ୍ବର ୧୩ ତାରିଖ ନିର୍ଭୟ ସଂସ୍କରଣରେ ସ୍ପଷ୍ଟ ଉଲ୍ଲେଖ ଥିଲା ଯେ ‘ଧାନ ସଂଗ୍ରହରେ ଅପ‌ଯୋଗ ଆଶଙ୍କା ବଢ଼ୁଛି, ଭାଜପା ସରକାରକୁ ଘେରିବ ମିଲର୍ସ ସଂଘ ! ଠିକ୍ ତାହାହିଁ ହେଉଛି। ଭାଜପା ସରକାରଙ୍କୁ ଠିକ ଧାନ ସଂଗ୍ରହ ଋତୁରେ ବ୍ଲାକ୍‌ମେଲ…

ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି

ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…

ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା

ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଜାନୁଆରୀରେ ମିଳିବ।…

ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର । ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ ଦେହୁରୀ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ…

୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ…

ସାତପଡ଼ା-ଜହ୍ନିକୁଦା ବ୍ରିଜ ପାଇଁ ତତ୍ପରତା ଦେଖାଇଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର

ଖୁବଶୀଘ୍ର ପୂରଣ ହେବ ସାତପଡ଼ା – ଜହ୍ନିକୁଦା ବାସୀଙ୍କ ସ୍ବପ୍ନ । ନିର୍ମାଣ ହେବାକୁ ଯାଉଛି ସିଗ୍ନେଚର୍ ବ୍ରିଜ । ଲୋକଙ୍କ ଯାତାୟାତ ଅସୁବିଧାକୁ ନଜରରେ ରଖି ଏହାର ସମାଧାନ ପାଇଁ ପ୍ରୟାସ ଜାରି ରଖିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର…

ଅଦିନିଆ ବର୍ଷା, ନିଦାବିଷ୍ଣୁ ପ୍ରଶାସନ, ସଙ୍କଟରେ ଚାଷୀକୁଳ

ଆକାଶରେ ମାଳ ମାଳ ମେଘ । ଶୀତ ଦିନେ ଅଦିନିଆ ବର୍ଷା ଆଣିଛି ଚାଷୀଙ୍କ ପାଇଁ ଦୁର୍ଦ୍ଦଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ଅମଳ ସମୟରେ ଏହି ଲଘୁଚାପ…

ରାହୁଲଙ୍କ ଯାତ୍ରାରେ ଥିଲେ ସହରୀ ନକ୍ସଲ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଆଣିଛନ୍ତି ଏକ ସାଂଘାତିକ ଅଭିଯୋଗ। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସ ପକ୍ଷରୁ ଯେଉଁ ଭାରତ ଯୋଡ଼ ଯାତ୍ରା ହୋଇଥିଲା, ସେଥିରେ ସହରୀ ନକ୍ସଲ ସଂଗଠନ ସାମିଲ ଥିଲେ । ଏହି ସଂଗଠନର…

ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ 

ଡିସେମ୍ବର ୨୧ ଅର୍ଥାତ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ ଓ ରାତି ଲମ୍ବା। ଆଜି ଭୁବନେଶ୍ଵରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ…