ତାଜା ଖବର ବିଶ୍ୱ ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ଘୋଷଣା October 7, 2024 Papirani ୨୦୨୪ ପାଇଁ ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ଭିକ୍ଟର ଆମ୍ବ୍ରୋସ ଓ ଗ୍ୟାରି ରୁଭକୁନଙ୍କୁ ନୋବେଲ୍ ପୁରସ୍କାର ପ୍ରଦାନ କରାଯିବ। ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ନୋବେଲ ପୁରସ୍କାରରେ ସମ୍ମାନୀତ କରାଯିବା ନେଇ…
ତାଜା ଖବର ରାଜ୍ୟ ନବରଙ୍ଗପୁରରର କୌଣସି ବିଦ୍ୟାଳୟରେ ଅନ୍ୟ ଜିଲ୍ଲା ଶିକ୍ଷକ ଜଏନ୍ କରିବାକୁ ମନା ! October 7, 2024 Papirani ଦିନକୁ ଦିନ ଜୋର ଧରୁଛି ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବି । ନବରଙ୍ଗପୁରରେ ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ତେଜିଲା ବିବାଦ । ନବରଙ୍ଗପୁରରେ ଅନ୍ୟଜିଲ୍ଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍ ସୁଯୋଗ ମିଳୁନଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି। ଅବିଭକ୍ତ କୋରାପୁଟ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା October 7, 2024 Papirani ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ପରୀକ୍ଷା ମୂଳକ ଭାବେ ବ୍ୟାଙ୍କ୍ ଖାତାକୁ ଗଲା ସୁଭଦ୍ରା ଟଙ୍କା । ମହିଳା ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଥିବା ସୂଚନା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନକ୍ସଲ ମୁକାବିଲା ପାଇଁ ଫୋର୍ସ ହେଲିକପ୍ଟରର ସହଯୋଗ ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 7, 2024 Papirani ଦିଲ୍ଲୀରେ ଚାଲିଥିବା ମାଓ ମୁକାବିଲା ସମୀକ୍ଷା ବୈଠକ ଶେଷ ହୋଇଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓବାଦୀଙ୍କ ମୂଳପୋଛ ପାଇଁ ସରକାର ଲକ୍ଷ୍ୟ ରଖିଥିବାରୁ ଏହାକୁ ଅଗ୍ରଗତି କରିବା ପାଇଁ ଅଣନୀତି ପ୍ରସ୍ତୁତ କରିଛନ୍ତି। ଏହି ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟପାଳଙ୍କ ପୁଅର ଗିରଫ ଦାବି: ରାଜଭବନ ଘେରାଉ କରିବାକୁ ଯିବା ବେଳେ କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମହିଁ October 7, 2024 Papirani ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ପୁଣି ତେଜିଛନ୍ତି ଯୁବ ଏବଂ ଛାତ୍ର କଂଗ୍ରେସ କର୍ମୀ । ରାଜ୍ୟପାଳଙ୍କ ପୁଅର ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରି ରାଜଭବନ ଘେରାଉ ପାଇଁ ଯିବା ବେଳେ ମୁହାଁମହିଁ ହୋଇଛନ୍ତି କଂଗ୍ରେସ…
ତାଜା ଖବର ରାଜ୍ୟ ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ October 7, 2024 Papirani ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ । ଚାକିରିର ୧୦ ମାସ ପୂର୍ବରୁ ସ୍ବେଚ୍ଛାକୃତ ଅବସର ନେଲେ ଅରୁଣ କୁମାର ଷଡଙ୍ଗୀ। ତାଙ୍କ ପାଇଁ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଟ୍ରେନିଂ ଏକାଡେମୀରେ ବିଦାୟ କାଳୀନ ସମାରୋହର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ October 7, 2024 Papirani ଦିଲ୍ଲୀରେ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ । ଦିଲ୍ଲୀ ବିଜ୍ଞାନ ଭବନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଆରମ୍ଭ ହୋଇଛି । ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ତାଜା ଖବର ପ୍ରିମିୟମ ଖବର ରାଜନୀତି ରାଜ୍ୟ ଗଣମାଧ୍ୟମର କଣ୍ଠରୋଧର ସମୟ ଶେଷ ଓ ନିର୍ଭୟ ସତ୍ୟର ପ୍ରକୃତ ସନ୍ଧାନୀ ବୋଲି ନିର୍ଭୟ ବାର୍ଷିକ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ October 5, 2024 Papirani ସ୍ଥାନୀୟ ହୋଟେଲ ମେ ଫେୟାରର ଅର୍କିଡ଼ ସଭାଗୃହରେ ଶନିବାର ଦିନ ଆୟୋଜିତ ଭବ୍ୟ ଉତ୍ସବରେ ଦୈନିକ ସମ୍ବାଦପତ୍ର ନିର୍ଭୟର ୧୦ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନିର୍ଭୟର ସମ୍ପାଦକ ନବୀନ ଦାସଙ୍କ ପୌରହିତ୍ୟରେ ଆୟୋଜିତ ହୋଇଥିବା ମୁଖ୍ୟ ସମାରୋହରେ ମୁଖ୍ୟ…
ତାଜା ଖବର ଦେଶ ରାଜନୀତି ଏକଜିଟ୍ ପୋଲ୍ ଆକଳନ: ହରିୟାଣାରେ କଂଗ୍ରେସ; ଜାମ୍ମୁ କାଶ୍ମୀରରେ କଂଗ୍ରେସ-ଏନସି ଆଗୁଆ October 5, 2024 Papirani ହରିୟାଣା ଓ ଜାମ୍ମୁକାଶ୍ମୀରର ରାଜ୍ୟ ବିଧାନସଭା ଭୋଟ୍ ଗଣତି ପୂର୍ବରୁ ଆସିଲା ଏକଜିଟ୍ ପୋଲ୍ ଆକଳନ । ହରିୟାଣାରେ ନିର୍ବାଚନ ପରେ ଏଗଜିଟ ପୋଲର ଆକଳନ ସାମ୍ନାକୁ ଆସିଛି । ନିର୍ବାଚନ ପରେ ଦୈନିକ ଭାସ୍କରର ଆକଳନ ଅନୁସାରେ ବିଜେପିକୁ ମିଳିପାରେ…
ତାଜା ଖବର ରାଜନୀତି ରାଜ୍ୟ ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ – ମୁଖ୍ୟମନ୍ତ୍ରୀ October 5, 2024 Papirani ଆଜି ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ ଜୟନ୍ତୀ’ ଉତ୍ସବରେ ଯୋଗଦେଇ ଦେଶର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ସରକାରୀ ସ୍ତରରେ ବ୍ୟାପକ ରୂପେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା…