Author: Papirani

ଗୁଜରାଟରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାରେ ୩ ମୃତ

ଗୁଜରାଟର ପୋରବନ୍ଦର ଏୟାରପୋର୍ଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଅଭ୍ୟାସ ବେଳେ କୋଷ୍ଟଗାର୍ଡ ଏଏଲଏଚ ଧ୍ରୁବ ଦୁର୍ଘଟଣାଗସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଦୁର୍ଘଟଣା ଘଟିବା ମାତ୍ରେ ଦମକଳ ଓ ମେଡିକାଲ୍ ଟିମ୍ ଘଟଣାସ୍ଥଳରେ…

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୁରକ୍ଷାରେ ତ୍ରୁଟି !

ଭିଡିଓ ମାଧ୍ୟମରେ ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାର ତ୍ରୁଟି । ଯାହା ଏବେ ଭାଇରାଲ୍ ହେବାରେ ଲାଗିଛି । ଭିଡିଓ ଅନୁସାରେ ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ…

ଭାଗଚାଷୀ ପାଇବେନି କୌଣସି ସହାୟତା

ଭାଗଚାଷୀଙ୍କୁ ମିଳିବ ନାହିଁ ସହାୟତା । ସରକାରୀ ସହାୟତାକୁ ଲକ୍ଷଲକ୍ଷ ଚାଷୀଙ୍କ ଅନାଇ ବସିଥିବା ବେଳେ ଭାଗଚାଷୀ ପାଇବେନି କୌଣସି ସହାୟତା ବୋଲି ସ୍ପଷ୍ଟ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଅଦିନିଆ ବର୍ଷାରେ ଚାଷ ନଷ୍ଟ…

ହାତରୁ ଖସୁଛି ଆଇନ ଶୃଙ୍ଖଳା

ଜାତୀୟ ରାଜପଥ ନମ୍ବର ୧୬ । ପାଣିକୋଇଲି ବଡ଼ ଜଙ୍କସନ। ପାଣିକୋଇଲିରୁ କେନ୍ଦୁଝରକୁ ଯାଇଛି ୨୦ ନମ୍ବର ଜାତୀୟ ରାଜପଥ । ଏଭଳି ଏକ ଜନଗହଳି ଛକରେ ସୁନା ଦୋକାନ ଲୁଟ କରିବାକୁ ଦୁର୍ବୃତ୍ତମାନେ ସାହସ କରିବା କିଛି ଛୋଟ କଥା…

ଛତିଶଗଡ଼ରେ ୪ ନକ୍ସଲ ନିପାତ

ଛତିଶଗଡ଼ର ବସ୍ତର ଜିଲ୍ଲାରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାବାହିନୀ ଗୁଳିରେ ୪ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡା ଜଙ୍ଗଲରେ ଚାଲିଥିଲା ଏହି କୋମ୍ବିଂ ଅପରେଶନ୍ । ଏଥିରେ ଡିଆରଜି, ଏସଟିଏଫ୍ ସଂ ୪ ଜିଲ୍ଲାର…

ସମ୍ବଲପୁରରେ ୨ ବିଜେପି କର୍ମୀ ମୃତ; ଦୁର୍ଘଟଣା ନା ହତ୍ୟା ନେଇ ଉଠିଲା ପ୍ରଶ୍ନ

କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ଭୁବନେଶ୍ୱରରୁ ଘରକୁ ଫେରୁଥିବାବେଳେ କାରକୁ ଧକ୍କା ଦେଇଥିଲା ହାଇୱା । ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟି ବିଜେପି ଗୋଶାଳା ମଣ୍ଡଳ ସଭାପତିଙ୍କ ସହ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ…

ସିଡନୀ ଟେଷ୍ଟରେ ଭାରତର ପରାଜୟ; ସିରିଜ ହାରିଲା, ବିଶ୍ବ ଟେଷ୍ଟ ଚାମ୍ପିଅନସିପରୁ ବାହାର

ଭାରତୀୟ କ୍ରିକେଟ୍ ଫ୍ୟାନ୍ସଙ୍କୁ ଲାଗିଲା ବଡ଼ ଝଟକା । ବର୍ଡ଼ର ଗାଭାସ୍କର ଟ୍ରଫି ଜିତିଲା ଅଷ୍ଟ୍ରେଲିଆ । ସିଡନୀରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ୬ ୱିକେଟରେ ଭାରତକୁ ପରାସ୍ତ କରିଛି। ଏହା ସହ…

ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ । ଆଜି ଭୋର ୪ଟା ୧୦ ମିନିଟ ସମୟରେ ଏହି ଡ୍ରୋନ୍ ମନ୍ଦିର ଚାରିପାଖ ବୁଲିବା ଦେଖିବାକୁ ମିଳିଛି। ଏହି ଡ୍ରୋନଟି ଶ୍ରୀ ମନ୍ଦିର ଚାରି ପାଖରେ ପ୍ରାୟ ଅଧଘଣ୍ଟା ଧରି ବୁଲିଥିଲା ।…

ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ । ହାଇଦ୍ରାବାଦରେ ପୁଷ୍ପା-୨ ପ୍ରିମିୟର ଶୋ ବେଳେ ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ସାଉଥ୍ ସୁପରଷ୍ଟାର୍ ଅଲୁ ଅର୍ଜୁନଙ୍କୁ ମିଳିଛି ନିୟମିତ ଜାମିନ୍ । ନିୟମିତ ଜାମିନ୍ ପ୍ରଦାନ କରିଛନ୍ତି ହାଇଦ୍ରାବାଦ କୋର୍ଟ ।…

ଆପ କୁ ଆପଦା କହିଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଦିଲ୍ଲୀର ଅଶୋକ ବିହାରର ରାମଲୀଳା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ସେଠାରେ ଆମ୍ ଆଦମୀ ପାର୍ଟିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ…