Author: Papirani

ଆନ୍ଦୋଳନକୁ ଓହ୍ଲାଇଲେ ଓମଫେଡ୍ ଗାଡ଼ି ଡ୍ରାଇଭର; ବଜାରରେ କ୍ଷୀର ଯୋଗାଣ ସମ୍ପୂର୍ଣ୍ଣ ଠପ୍

ଡ୍ରାଇଭରଙ୍କ ଗିରଫଦାରୀକୁ ବିରୋଧ କରି ନରାଜ୍ ଓମଫେଡ୍ ଡ୍ରାଇଭରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ତେଣୁ କଟକ-ଭୁବନେଶ୍ୱରରେ ଓମଫେଡ୍ କ୍ଷୀର ଯୋଗାଣ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ସୂଚନା ଯୋଗ୍ୟ ଗତ ରବିବାର ଜଣେ ଓମଫେଡ୍ ଡ୍ରାଇଭରଙ୍କ ଗାଡ଼ିରୁ ୧୦୦ ଲିଟରରୁ ଅଧିକ…

ମୋବାଇଲ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଆଶ୍ବସ୍ତି; ପୁଣି ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ

ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କ ପାଇଁ ଖୁସିଖବର୍ । ଏଣିକି ଭଏସ୍‍ ଓ ଏସ୍‍ଏମ୍‍ଏସ୍‍ ପାଇଁ ଅଲଗା ଭାଉଚର ଜାରି କରିବେ ମୋବାଇଲ ସେବା ପ୍ରଦାନକାରୀ। ପୁଣି ଚାଲିବ ୧୦ ଟଙ୍କିଆ ରିଚାର୍ଜ କୁପନର ବ୍ୟବହାର । ଟେଲିକମ ରେଗୁଲେସନ ଅଥରିଟି…

ରାଜଧାନୀ ରାସ୍ତାରୁ ହଟିବେ ସମସ୍ତ ଉଠା ଦୋକାନୀ

ଆସନ୍ତା ଜାନୁୟାରୀ ମାସରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ । ସେଥିପାଇଁ ଚାଲିଛି ପ୍ରସ୍ତୁତି। ସହରକୁ ସୁନ୍ଦର କରିବା ପାଇଁ ଓ ସ୍ୱଚ୍ଛତା ଉପରେ ବିଶେଷ ଧ୍ୟାନ ଦିଆଯାଉଛି । ଏହି ସମୟରେ…

ରାଜଧାନୀରେ ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ

ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ । ଦିନକୁ ଦିନ କୁକୁରମାନଙ୍କ ଆତଙ୍କ ବଢୁଥିବାରୁ ବିଏମ୍‌ସି ପକ୍ଷରୁ କୁକୁର ବନ୍ଧ୍ୟାକରଣ ପୁଣି ଆରମ୍ଭ ହେବାକୁ ଯାଉଛି। ଆଜି କୁକୁର ଆତଙ୍କ ବଢ଼ିଥିବା ସ୍ୱୀକାର କରିବା ସହିତ ଏନେଇ ଘୋଷଣା କରିଛନ୍ତି…

୨୪ ବିଦାୟ ଅବଗଣନା ଆରମ୍ଭ; ସୁଇସାଇଡ ଗୋଲରେ ଭାଙ୍ଗିଗଲା ନବୀନ ସ୍ବପ୍ନ

ବର୍ଷ ୨୦୨୪କୁ ସବୁଦିନ ଲୋକେ ମନେରଖିବେ ଅସମ୍ଭବ ପରି ଲାଗୁଥିବା କ‌ଥା ସମ୍ଭବ ହୋଇଗଲା। ଖୁବ କମ ଲୋକ ଅନୁମାନ କରିଥିଲେ ଯେ, ବିଜୁ ଜନତା ଦଳ କ୍ଷମତା ହରାଇବ । ଭାରତୀୟ ଜନତାପାର୍ଟି କ୍ଷମତାକୁ ଫେରିବ । ମୋହନଚରଣ ମାଝୀ…

ମୋଦୀଙ୍କ ଚର୍ଚ୍ଚା ପରେ କି ଟ୍ରେନିଂ ଦେବେ ଶାହ

ନଭେମ୍ବର ୨୯ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେତେବେଳେ ତାଙ୍କର ଦୁଇଟି କାର୍ଯ୍ୟକ୍ରମ ଥିଲା । ଗୋଟିଏ ସରକାରୀ ଏବଂ ଅନ୍ୟଟି ରାଜନୈତିକ । ସରକାରୀ କାର୍ଯ୍ୟକ୍ରମଟି ଥିଲା ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ । ୨୯…

‍ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ…

କାଠଯୋଡ଼ି ନଦୀ ଉପରେ ନିର୍ମାଣ ହେବ ଆଉ ଦୁଇଟି ବ୍ରିଜ

କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ କରିବେ ରାଜ୍ୟ ସରକାର । ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ ନିର୍ମାଣ ହେବ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି…

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେଲେ ଫେଲ୍‌; ନୋ ଡିଟେନ୍ସନ ପଲିସି ରଦ୍ଦ କଲା କେନ୍ଦ୍ର

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେବେନି କଟକଣା ହଟିଲା । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇ ‘ନୋ ଡିଟେନ୍ସନ ପଲିସି’ ରଦ୍ଦ କରିଦେଇଛି ।ଏନେଇ ସୂଚନା ଦେଲେ କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ…

ରୁବେନ୍‌ ବାନାର୍ଜୀଙ୍କ ବହିକୁ ନେଇ ରାଜନୀତି; ବିରୋଧୀଙ୍କ ମତକୁ ନେଇ ଲେଖାଯାଇଛି ବହି: ବିଜେଡି

ରାଜନୈତିକ ଚର୍ଚ୍ଚାରେ ରୁବେନ ବାନାର୍ଜୀଙ୍କ ପୁସ୍ତକ। ନବୀନ ପଟ୍ଟନାୟକଙ୍କ ଜୀବନୀକୁ ନେଇ ଲେଖାଯାଇଥିବା ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ- The authoritative biography revised after 2024 election’କୁ ନେଇ ବର୍ଷିଛି ବିଜେଡି। ବହିରେ ଥିବା ତଥ୍ୟ…