Author: Papirani

ଲୋକସଭା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ…

ଆଜି ଅଣସରର ତ୍ରୟୋଦଶୀ ତିଥିରେ ଲାଗି ହେବ ଘଣା ଓ ଖଳି ପ୍ରସାଦ

ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗତକାଲି ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଥିଲେ ସେବାୟତ। ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ…

ନୂଆଦିଲ୍ଲୀରେ ପହଞ୍ଚିଲେ ଟିମ୍‌ ଇଣ୍ଡିଆର ଖେଳାଳି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହ କରାଯିବ ବିଜୟ ପରେଡ

ବାର୍ବାଡସରେ ଫସି ରହିଥିବା ଟି-୨୦ ବିଶ୍ଵ ଚାମ୍ପିୟନ ଟିମ ଇଣ୍ଡିଆର ଖେଳାଳିମାନେ ଆଜି ନୂଆ ଦିଲ୍ଲୀରେ ପହଞ୍ଚିଛନ୍ତି । ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ…

ପୋଲିସକୁ କଂଗ୍ରେସର ୭୨ ଘଣ୍ଟିଆ ଚେତାବନୀ

ମାଷ୍ଟରକ୍ୟାଣ୍ଟିନରେ କଂଗ୍ରେସ-ବିଜେପି ମାରପିଟ୍ ଘଟଣାରେ ପୋଲିସକୁ କଂଗ୍ରେସର ୭୨ ଘଣ୍ଟିଆ ଚେତାବନୀ । ଆକ୍ରମଣକରୀଙ୍କୁ ଗିରଫ କରିବାକୁ ୭୨ ଘଣ୍ଟାର ମହଲତ ଦେଲା କଂଗ୍ରେସ, ତାରା କହିଲେ ଆବଶ୍ୟକ ପଡିଲେ କଂଗ୍ରେସ ଯୁବ ଛାତ୍ରଙ୍କୁ ନେଇ ବିଜେପି ପାର୍ଟି ଅଫିସରେ ପଶିବୁ…

ମାଲକାନଗିରି ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ପରଲୋକ

ମାଲକାନଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଧିଙ୍କ ୪୯ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ଧରି କିଡନୀ ରୋଗରେ ପୀଡିତ ଥୂଲେ ଶ୍ରୀ ପାଢୀ । ବୁଧବାର ସନ୍ଧ୍ୟାରେ ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତି ହୋଇଥିବା…

କୁସୁମାର ଆଲିସାନ ବଙ୍ଗଳାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

କୁସୁମାର ଆଲିସାନ ବଙ୍ଗଳାକୁ ନେଇ ଯାଜପୁର ପୌରପାଳିକାକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । କିଏ, କାହିଁକି ଓ କେଉଁ ସଂସ୍ଥା ନିର୍ମାଣ କରିଛି ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । କାମର ସ୍ୱଚ୍ଛତା ଓ ବୈଧତା ନେଇ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ…

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର

ଭିଜିଲାନ୍ସ ଜାଲରେ ଫସିଲେ ନୟାଗଡ ଜିଲ୍ଲା ଖଣ୍ଡପଡା ତହସିଲଦାର । ତହସିଲଦାର ଧୋବେଇ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରିଛି । ଭାପୁର ଏବଂ ଭୁବନେଶ୍ଵରସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ରେଡ୍ ହୋଇଥିବା ସୂଚନା । ତହସିଲ ଅଫିସର ଜଣେ…

ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଜାଣନ୍ତୁ କଣ କହିଲେ ଗଜପତି ମହାରାଜା

ସାରା ଦେଶରେ ରତ୍ନଭଣ୍ଡାର ଖୋଲିବନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର । ମରାମତି ନିହାତି…

ଓଡ଼ିଶା ହାଇକୋର୍ଟରେଥିବା ବିଚାରପତି ଏବେ ହେବେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି

ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି । ଏବେ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଡକ୍ଟର ଜଷ୍ଟିସ୍ ଷଡ଼ଙ୍ଗୀ । ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଘର ନୟାଗଡ଼ ଓଡ଼ଗାଁରେ ହୋଇଥିବା ବେଳେ ଭୁବନେଶ୍ବର ବିଜେବିରୁ…

ଭୋଲେ ବାବା ସତସଙ୍ଗ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୨୧ କୁ ବୃଦ୍ଧି

ଉତ୍ତରପ୍ରଦେଶର ହାଥରସ ସତସଙ୍ଗ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୨୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୦୮ ଜଣ ମହିଳା ଓ ୭ ଜଣ ଛୋଟ ପିଲା ଅଛନ୍ତି । ଅନ୍ୟପଟେ…